ବ୍ୟବସାୟ ଓ ଅର୍ଥନୀତି

ସାମାନ୍ଯ ବଢିଲା ସୁନା ମୂଲ୍ଯ, ଜାଣନ୍ତୁ ଆଜି କେତେ ରହିଛି ଆପଣଙ୍କ ସହରରେ ଗ୍ରାମ ପ୍ରତି ଦାମ୍

ଆଜି ଭାରତୀୟ ବଜାରରେ ୨୨ କ୍ୟାରେଟ ସୁନା ଦର ଦଶ ଗ୍ରାମ ପ୍ରତି ୪୫,୪୭୦ ଟଙ୍କା ହୋଇଥିବା ବେଳେ ୨୪ କ୍ୟାରେଟ ସୁନା ମୂଲ୍ୟ ୪୬,୪୭୦ ଟଙ୍କା ରହିଥିବା ଜଣାଯାଇଛି। ଓଡ଼ିଶା ରାଜଧାନୀ ଭୁବନେଶ୍ୱରରେ ଏବେ ୨୨ କ୍ୟାରେଟ ଓ ୨୪ କ୍ୟାରେଟ ସୁନା ମୂଲ୍ୟ ୧୦ ଗ୍ରାମ ପ୍ରତି ୪୩,୯୨୦ ଟଙ୍କା ଓ ୪୭,୬୯୦ ଟଙ୍କା ହୋଇଛି।

ଦେଶର ପ୍ରମୁଖ ସହରମାନଙ୍କରେ ବି ସୁନା ଦରରେ କିଛିଟା ପରିବର୍ତ୍ତନ ଆସିଛି। ମୁମ୍ବାଇରେ ୨୨ କ୍ୟାରେଟ୍ ଓ ୨୪ କ୍ୟାରେଟ୍ ମୂଲ୍ୟ ୪୫,୪୭୦ ଟଙ୍କା ଓ ୪୬,୪୭୦ ଟଙ୍କା ଥିବା ରେକର୍ଡ ହୋଇଥିବା ବେଳେ ନୂଆଦିଲ୍ଲୀରେ ଏହି ଦର ଯଥାକ୍ରମେ ୪୫,୫୫୦ ଟଙ୍କା ଓ ୪୯,୭୦୦ ଟଙ୍କା ରହିଛି। ଦକ୍ଷିଣ ଭାରତର ପ୍ରମୁଖ ସହର ଚେନ୍ନାଇରେ ୨୨ କ୍ୟାରେଟ ମୂଲ୍ୟ ୪୩,୯୨୦ ଟଙ୍କା ଥିବା ବେଳେ ୨୪ କ୍ୟାରେଟ ମୂଲ୍ୟ ୪୭,୯୧୦ ଟଙ୍କା ଥିବା ରେକର୍ଡ ହୋଇଛି । ପୂର୍ବ ଭାରତର ପ୍ରମୁଖ ସହର କୋଲକାତାରେ ଯଥାକ୍ରମେ ୪୫,୮୫୦ ଟଙ୍କା ଓ ୪୮,୫୫୦ ଟଙ୍କା ରହିଛି । ଅନ୍ୟପଟେ ଆଜି ରୁପା ମୂଲ୍ୟ ମଧ୍ୟ ବୃଦ୍ଧି ପାଇଛି। ଆଜି ରୁପା କିଲୋଗ୍ରାମ ପ୍ରତି ୫୯,୫୦୦ ଟଙ୍କା ରହିଥିବା ନେଇ ରେକର୍ଡ ହୋଇଛି।

Barsha

Recent Posts

ସେଲଫି ନେବା ସମୟରେ ଫ୍ୟାନ୍ସଙ୍କୁ ଧକ୍କା ମାରିଲେ ଧନୁଷଙ୍କ ବଡିଗାର୍ଡ, ଭାଇରାଲ ହେଉଛି ଭିଡିଓ

ଫ୍ୟାନ୍ସ ପ୍ରାୟତଃ ବଲିଉଡ ଷ୍ଟାରମାନଙ୍କ ସହିତ ଫଟୋ ଉଠାଇବାକୁ ଏବଂ ଦେଖା କରିବାକୁ ଚାହଁଥାନ୍ତି । ତେବେ ଅନେକ ଥର…

26 mins ago

ବଦଳିଲା ପାଣିପାଗର ମିଜାଜ: ରାଜଧାନୀରେ ପ୍ରବଳ ବର୍ଷା, ବୁଡିଲା କାର୍‌ ଓ ବସ୍‌

ଭୁବନେଶ୍ୱର: ବଦଳିଲା ପାଣିପାଗର ମିଜାଜ। ରାଜଧାନୀର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା । ଭୁବନେଶ୍ୱରର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା…

41 mins ago

ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତୀକରଣ ମନ୍ତ୍ରୀଙ୍କ ବଡ଼ ବୟାନ, ନିଶା ଦ୍ୱାରା ସମାଜ କଳୁଷିତ ହେଉଛି

ଭୁବନେଶ୍ୱର: ଓଡ଼ିଶାକୁ ମଦ ମୁକ୍ତ କରିବା ପାଇଁ ଯୋଜନା । ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତୀକରଣ ମନ୍ତ୍ରୀଙ୍କ ବଡ଼…

55 mins ago

ମଦ ପାଇଁ ପ୍ରତି ବର୍ଷ ଯାଉଛି ୩୦ ଲକ୍ଷ ଲୋକଙ୍କ ଜୀବନ, ବିଶ୍ୱ ସ୍ୱାସ୍ଥ୍ୟ ସଂଗଠନ୍‌ ଦେଲା ଚେତାବନୀ

ପ୍ରତି ବର୍ଷ ୩୦ ଲକ୍ଷ ଲୋକଙ୍କର ମଦ ପାଇଁ ଯାଉଛି ଜୀବନ । ବିଶ୍ୱ ସ୍ୱାସ୍ଥ୍ୟ ସଂଗଠନ ମଙ୍ଗଳବାର ଏହା…

1 hour ago

ଆଫଗାନିସ୍ତାନର ଐତିହାସିକ ବିଜୟ ପରେ ରାଶିଦ ଖାନଙ୍କୁ ଆସିଲା ସରପ୍ରାଇଜ କଲ୍‌, ଭିଡିଓ ଭାଇରଲ

ଆଇସିସି ଟି୨୦ ବିଶ୍ୱ ସେମିଫାଇନାଲରେ ପ୍ରବେଶ କରି ଇତିହାସ ରିଚିଛି ଆଫଗାନିସ୍ତାନ ଟିମ୍‌ । ଅଷ୍ଟ୍ରେଲିଆକୁ ହରାଇ ଟି୨୦ ବିଶ୍ୱକପରୁ…

1 hour ago

ଓଡ଼ିଶା ଆସି ପୁରୀ ରଥଯାତ୍ରା ଦେଖିବେ ରାଷ୍ଟ୍ରପତି

ପୁରୀ: ରଥଯାତ୍ରା ଦେଖିବେ ରାଷ୍ଟ୍ରପତି । ୭ ଓ ୮ ତାରିଖ ଦୁଇ ଦିନ ପୁରୀରେ ରହି ଶ୍ରୀଜିଉଙ୍କୁ ଦର୍ଶନ…

2 hours ago