ବ୍ୟବସାୟ ଓ ଅର୍ଥନୀତି

ଭୁବନେଶ୍ୱରରେ ସ୍ଥିର ରହିଛି ସୁନା ଦର: ଆଜି ହିଁ କିଣିଆଣନ୍ତୁ

ଯଦି ଆପଣ ପ୍ରତ୍ୟେକ ଦିନ ସୁନା ମୂଲ୍ୟର ନୂଆ ଦାମ୍ ଜାଣିବାକୁ ଚାହୁଁଛନ୍ତି ତାହେଲେ ଆମର ଏ ପାଠ୍ୟକ୍ରମକୁ ଫଲୋ କରନ୍ତୁ। ଆଜି ସ୍ଥିର ରହିଛି ସୁନା ଦର ଏଥିରେ କିଛି ପରିବର୍ତ୍ତନ ହୋଇନାହିଁ। ଭାରତୀୟ ବଜାରରେ ୨୨ କ୍ୟାରେଟ ସୁନା ଦର ଦଶ ଗ୍ରାମ ପ୍ରତି ୪୮,୫୦୦ ଟଙ୍କା ଥିବା ବେଳେ ୨୪ କ୍ୟାରେଟ ସୁନା ମୂଲ୍ୟ ଦଶ ଗ୍ରାମ ପ୍ରତି ୫୨,୯୫୦ ଟଙ୍କା ଥିବା ଜଣାଯାଇଛି। ସେହିପରି ଆଜି ଓଡ଼ିଶା ରାଜଧାନୀ ଭୁବନେଶ୍ୱରରେ ୨୨ କ୍ୟାରେଟ ସୁନା ମୂଲ୍ୟ ୧୦ ଗ୍ରାମ ପ୍ରତି ୪୮,୭୫୦ ଟଙ୍କା ଓ ୨୪ କ୍ୟାରେଟ ସୁନା ମୂଲ୍ୟ ୧୦ ଗ୍ରାମ ପ୍ରତି ୫୨,୧୮୦ ଟଙ୍କା ଛୁଇଁଛି।

ଦେଶର ପ୍ରମୁଖ ସହର ମାନଙ୍କରେ ବି ସୁନା ଦରରେ କିଛିଟା ପରିବର୍ତ୍ତନ ଆସିଛି। ମୁମ୍ବାଇରେ ୨୨ କ୍ୟାରେଟ ଓ ୨୪ କ୍ୟାରେଟ ମୂଲ୍ୟ ୪୮,୭୫୦ ଟଙ୍କା ଓ ୫୩,୧୮୦ ଟଙ୍କା ଥିବା ରେକର୍ଡ ହୋଇଥିବା ବେଳେ ନୂଆଦିଲ୍ଲୀରେ ଏହି ଦର ଯଥାକ୍ରମେ ୪୮,୯୦୦ ଟଙ୍କା ଓ ୫୩,୩୫୦ ଟଙ୍କା ରହିଛି। ଦକ୍ଷିଣ ଭାରତର ପ୍ରମୁଖ ସହର ଚେନ୍ନାଇରେ ୨୨ କ୍ୟାରେଟ ମୂଲ୍ୟ ୪୭,୯୨୭ ଟଙ୍କା ଥିବା ବେଳେ ୨୪ କ୍ୟାରେଟ ମୂଲ୍ୟ ୫୨,୨୮୫ ଟଙ୍କା ଥିବା ରେକର୍ଡ ହୋଇଛି । ପୂର୍ବ ଭାରତର ପ୍ରମୁଖ ସହର କୋଲକାତାରେ ଯଥାକ୍ରମେ ୪୮,୭୫୦ ଟଙ୍କା ଓ ୫୩,୧୮୦ ଟଙ୍କା ରହିଛି ଅନ୍ୟପଟେ ରୁପା ମୂଲ୍ୟ ବଢ଼ିଛି। ଆଜି କିଲୋଗ୍ରାମ ପ୍ରତି ରୁପା ଦର ୬୦,୯୦୦ ଟଙ୍କା ରହିଥିବା ନେଇ ରେକର୍ଡ ହୋଇଛି।

Barsha

Recent Posts

ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତୀକରଣ ମନ୍ତ୍ରୀଙ୍କ ବଡ଼ ବୟାନ, ନିଶା ଦ୍ୱାରା ସମାଜ କଳୁଷିତ ହେଉଛି

ଭୁବନେଶ୍ୱର: ଓଡ଼ିଶାକୁ ମଦ ମୁକ୍ତ କରିବା ପାଇଁ ଯୋଜନା । ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତୀକରଣ ମନ୍ତ୍ରୀଙ୍କ ବଡ଼…

14 mins ago

ମଦ ପାଇଁ ପ୍ରତି ବର୍ଷ ଯାଉଛି ୩୦ ଲକ୍ଷ ଲୋକଙ୍କ ଜୀବନ, ବିଶ୍ୱ ସ୍ୱାସ୍ଥ୍ୟ ସଂଗଠନ୍‌ ଦେଲା ଚେତାବନୀ

ପ୍ରତି ବର୍ଷ ୩୦ ଲକ୍ଷ ଲୋକଙ୍କର ମଦ ପାଇଁ ଯାଉଛି ଜୀବନ । ବିଶ୍ୱ ସ୍ୱାସ୍ଥ୍ୟ ସଂଗଠନ ମଙ୍ଗଳବାର ଏହା…

25 mins ago

ଆଫଗାନିସ୍ତାନର ଐତିହାସିକ ବିଜୟ ପରେ ରାଶିଦ ଖାନଙ୍କୁ ଆସିଲା ସରପ୍ରାଇଜ କଲ୍‌, ଭିଡିଓ ଭାଇରଲ

ଆଇସିସି ଟି୨୦ ବିଶ୍ୱ ସେମିଫାଇନାଲରେ ପ୍ରବେଶ କରି ଇତିହାସ ରିଚିଛି ଆଫଗାନିସ୍ତାନ ଟିମ୍‌ । ଅଷ୍ଟ୍ରେଲିଆକୁ ହରାଇ ଟି୨୦ ବିଶ୍ୱକପରୁ…

36 mins ago

ଓଡ଼ିଶା ଆସି ପୁରୀ ରଥଯାତ୍ରା ଦେଖିବେ ରାଷ୍ଟ୍ରପତି

ପୁରୀ: ରଥଯାତ୍ରା ଦେଖିବେ ରାଷ୍ଟ୍ରପତି । ୭ ଓ ୮ ତାରିଖ ଦୁଇ ଦିନ ପୁରୀରେ ରହି ଶ୍ରୀଜିଉଙ୍କୁ ଦର୍ଶନ…

1 hour ago

ରେଲୱେରେ ଗ୍ରୁପ ଡିରେ ୧,୦୩,୭୬୯ ପଦବୀ ଖାଲି, ଜାଣନ୍ତୁ କେମିତି କରିବେ ଆବେଦନ

ଭାରତୀୟ ରେଲୱେରେ ଚାକିରି ଖୋଜୁଥିଲେ ଆପଣଙ୍କ ପାଇଁ ଖୁସି ଖବର । ଆରଆରବି ଗ୍ରୁପ ଡି ପାଇଁ ୧,୦୩,୭୬୯ ପଦବୀ…

1 hour ago

ଦିଲ୍ଲୀ ସିଏମ୍‌ ଅରବିନ୍ଦ କେଜ୍ରିଓ୍ଵାଲଙ୍କ ସ୍ୱାସ୍ଥ୍ୟାବସ୍ଥା ବିଗିଡ଼ିଲା, କମିଲା ସୁଗାର ସ୍ତର

ବିଗିଡ଼ିଲା ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିଓ୍ଵାଲଙ୍କ ସ୍ୱାସ୍ଥ୍ୟାବସ୍ଥା । କୋର୍ଟ ରୁମ୍‌ରେ ତାଙ୍କ ସୁଗାର ସ୍ତର କମିଯାଇଥିବା ସୂଚନା ମିଳିଛି…

2 hours ago