ବ୍ୟବସାୟ ଓ ଅର୍ଥନୀତି

ପୁଣି ବଢ଼ିଲା ସୁନା-ରୁପା ଦର, ଜାଣନ୍ତୁ ଆଜିର ରେଟ୍

ସୁନା ଦର ଗତକିଛି ଦିନ ଧରି ସ୍ଥିର ରହିଥିବା ବେଳେ ଗତକାଲି ସୁନା ଦର କିଛି ବୃଦ୍ଧି ପାଇଥିଲା । ଆଜି ସୁନା ଦରରେ କିଛିଟା ପରିବର୍ତ୍ତନ ପାଇଛି । ଓଡ଼ିଶା ରାଜଧାନୀ ଭୁବନେଶ୍ୱରରେ ୨୨ କ୍ୟାରେଟ ସୁନା ୧୦ ଗ୍ରାମ୍ ପ୍ରତି ୫୦,୯୫୦ ଟଙ୍କା ରହିଛି। ସେହିପରି ୨୪ କ୍ୟାରେଟ ସୁନା ଦଶଗ୍ରାମ୍ ୫୫,୫୮୦ ଟଙ୍କା ରହିଛି।

ଦେଶର ପ୍ରମୁଖ ସହରମାନଙ୍କରେ ବି ସୁନା ଦରରେ କିଛିଟା ପରିବର୍ତ୍ତନ ଆସିଛି। ସେହିପରି ଆଜି ଭାରତୀୟ ବଜାରରେ ୨୨ କ୍ୟାରେଟ୍ ସୁନା ଦର ୧୦ ଗ୍ରାମ ପ୍ରତି ୫୦,୯୧୦ ଟଙ୍କା ରହିଥିବା ବେଳେ ୨୪ କ୍ୟାରେଟ୍ ସୁନା ମୂଲ୍ୟ ୧୦ ଗ୍ରାମ ପ୍ରତି ୫୫, ୫୮୦ ଟଙ୍କା ରହିଛି। ମୁମ୍ବାଇରେ ୨୨ କ୍ୟାରେଟ୍ ଓ ୨୪ କ୍ୟାରେଟ୍ ମୂଲ୍ୟ ଯଥାକ୍ରମେ ୫୦,୯୫୦ ଟଙ୍କା ଓ ୫୫,୫୮୦ ଟଙ୍କା ଥିବା ରେକର୍ଡ ହୋଇଥିବା ବେଳେ ନୂଆଦିଲ୍ଲୀରେ ଏହି ଦର ଯଥାକ୍ରମେ ୫୧,୧୦୦ ଟଙ୍କା ଓ ୫୫,୭୩୦ ଟଙ୍କା ରହିଛି। ଦକ୍ଷିଣ ଭାରତର ପ୍ରମୁଖ ସହର ଚେନ୍ନାଇରେ ୨୨ କ୍ୟାରେଟ୍ ମୂଲ୍ୟ ୪୭, ୯୨୭ ଟଙ୍କା ଥିବା ବେଳେ ୨୪ କ୍ୟାରେଟ୍ ମୂଲ୍ୟ ୫୬,୨୮୫ ଟଙ୍କା ଥିବା ରେକର୍ଡ ହୋଇଛି ।

ପୂର୍ବ ଭାରତର ପ୍ରମୁଖ ସହର କୋଲକାତାରେ ଯଥାକ୍ରମେ ୫୦,୯୫୦ ଟଙ୍କା ଓ ୫୫,୫୮୦ ଟଙ୍କା ରହିଛି । ସେହିପରି ଆଜି ରୁପା କିଲୋଗ୍ରାମ ପ୍ରତି ୭୨,୦୦୦ ଟଙ୍କା ରହିଥିବା ନେଇ ରେକର୍ଡ ହୋଇଛି।

Barsha

Recent Posts

ଭୋଟ୍‌ ଦେବାକୁ ଆସିଥିଲେ, ବୁଥ୍‌ ସାମ୍ନାରେ ସ୍ତ୍ରୀର ଜୀବନ ନେଇଗଲା ସ୍ୱାମୀ

ଭଦ୍ରକ: ୪ ବର୍ଷ ତଳେ ହୋଇଥିଲା ବାହାଘର । ଅଗ୍ନିକୁ ସାଖି ରଖି ସାରା ଜୀବନ ପାଇଁ ପରସ୍ପର ସାଥି…

3 mins ago

ରାଜ୍ୟରେ ସନ୍ଧ୍ୟା ୫ଟା ସୁଦ୍ଧା ୬୨.୪୬ ପ୍ରତିଶତ ମତଦାନ

ଭୁବନେଶ୍ୱର(କେନ୍ୟୁଜ୍‌): ସରିଲା ଗଣତନ୍ତ୍ରର ମହାପର୍ବ । ଓଡିଶାରେ ଚତୁର୍ଥ ତଥା ଅନ୍ତିମ ପର୍ଯ୍ୟାୟ ନିର୍ବାଚନରେ ୬ଟି ଲୋକସଭା ଓ ୪୨…

2 hours ago

ଭୋଟ ଦେବାକୁ ଆସିଥିବା ବେଳେ ସ୍ତ୍ରୀକୁ ହତ୍ୟାକଲା ନୃଶଂସ ସ୍ବାମୀ

ଭଦ୍ରକ (କେନ୍ୟୁଜ୍‌): ବୁଥ ସାମ୍ନାରେ ହାଣିଲା ସ୍ୱାମୀ । ସ୍ତ୍ରୀକୁ ମେଡିକାଲରେ ମୃତ ଘୋଷଣା କଲେ ଡାକ୍ତର । ତେବେ…

3 hours ago

IT କମ୍ପାନୀର ବିଲ୍ଡିଂରେ ଭୟାବହ ଅଗ୍ନିକାଣ୍ଡ, ଜଳି ଛାରଖାର ହେଲା ଅଫିସ୍‌ ଗୃହ

ପ୍ରବଳ ଗ୍ରୀଷ୍ମ ତାତି ଭିତରେ ଉତ୍ତର ପ୍ରଦେଶର ନୋଏଡାରେ ଲଗାତାର ଅଗ୍ନିକାଣ୍ଡ ଘଟୁଛି । ଗତ ୩ ଦିନ ହେବ…

3 hours ago

ବସ୍‌ ଷ୍ଟାଣ୍ଡରେ ହୁତୁ ହୁତୁ ହୋଇ ଜଳିଗଲା ୪ ଟି ବସ୍‌

ରାୟଗଡ଼ା(କେନ୍ୟୁଜ୍‌): ବସ୍‌ ରେ ଲାଗିଲା ନିଆଁ । ହୁତୁ ହୁତୁ ହୋଇ ବସ୍‌ଷ୍ଟାଣ୍ଡରେ ଜଳିଗଲା ବସ୍‌ । ରାୟଗଡ଼ା ଜିଲ୍ଲା…

3 hours ago

ନରେନ୍ଦ୍ର ପୁଷ୍କରିଣୀ ବାଣ ବିସ୍ଫୋରଣ ମାମଲା : ମୃତ୍ୟୁସଂଖ୍ୟା ୯କୁ ବୃଦ୍ଧି

ପୁରୀ(କେନ୍ୟୁଜ୍‌): ପୁରୀ ନରେନ୍ଦ୍ର ପୁଷ୍କରିଣୀ ବାଣ ବିସ୍ଫୋରଣ ମାମଲାରେ ଆଉ ଜଣଙ୍କ ମୃତ୍ୟୁ । ଏଥିସହ ମୃତ୍ୟୁସଂଖ୍ୟା ୯ କୁ ବୃଦ୍ଧି…

3 hours ago