ଆଜି ଭାରତୀୟ ବଜାରରେ ୨୨ କ୍ୟାରେଟ ସୁନା ଦର ଦଶ ଗ୍ରାମ ପ୍ରତି ୪୫,୪୯୦ ଟଙ୍କା ହୋଇଥିବା ବେଳେ ୨୪ କ୍ୟାରେଟ ସୁନା ମୂଲ୍ୟ ୪୬,୪୯୦ ଟଙ୍କା ରହିଥିବା ଜଣାଯାଇଛି। ଓଡ଼ିଶା ରାଜଧାନୀ ଭୁବନେଶ୍ୱରରେ ଏବେ ୨୨ କ୍ୟାରେଟ ଓ ୨୪ କ୍ୟାରେଟ ସୁନା ମୂଲ୍ୟ ୧୦ ଗ୍ରାମ ପ୍ରତି ୪୩,୯୪୦ ଟଙ୍କା ଓ ୪୭,୭୧୦ ଟଙ୍କା ହୋଇଛି।
ଦେଶର ପ୍ରମୁଖ ସହରମାନଙ୍କରେ ବି ସୁନା ଦରରେ କିଛିଟା ପରିବର୍ତ୍ତନ ଆସିଛି। ମୁମ୍ବାଇରେ ୨୨ କ୍ୟାରେଟ୍ ଓ ୨୪ କ୍ୟାରେଟ୍ ମୂଲ୍ୟ ୪୫,୪୯୦ ଟଙ୍କା ଓ ୪୬,୪୯୦ ଟଙ୍କା ଥିବା ରେକର୍ଡ ହୋଇଥିବା ବେଳେ ନୂଆଦିଲ୍ଲୀରେ ଏହି ଦର ଯଥାକ୍ରମେ ୪୫,୫୬୦ ଟଙ୍କା ଓ ୪୯,୭୨୦ ଟଙ୍କା ରହିଛି। ଦକ୍ଷିଣ ଭାରତର ପ୍ରମୁଖ ସହର ଚେନ୍ନାଇରେ ୨୨ କ୍ୟାରେଟ ମୂଲ୍ୟ ୪୩,୮୮୦ ଟଙ୍କା ଥିବା ବେଳେ ୨୪ କ୍ୟାରେଟ ମୂଲ୍ୟ ୪୭,୮୭୦ ଟଙ୍କା ଥିବା ରେକର୍ଡ ହୋଇଛି । ପୂର୍ବ ଭାରତର ପ୍ରମୁଖ ସହର କୋଲକାତାରେ ଯଥାକ୍ରମେ ୪୫,୮୭୦ ଟଙ୍କା ଓ ୪୮,୫୭୦ ଟଙ୍କା ରହିଛି । ଅନ୍ୟପଟେ ଆଜି ରୁପା ମୂଲ୍ୟ ମଧ୍ୟ ବୃଦ୍ଧି ପାଇଛି। ଆଜି ରୁପା କିଲୋଗ୍ରାମ ପ୍ରତି ୬୦,୫୦୦ ଟଙ୍କା ରହିଥିବା ନେଇ ରେକର୍ଡ ହୋଇଛି।
ଆଠମଲ୍ଲିକ: ଆଠମଲ୍ଲିକ ନିକଟସ୍ଥ ମାଳିପଦର ଗ୍ରାମ ନିକଟ ପୂର୍ତ୍ତ ରାସ୍ତାରେ ଜଳିଗଲା ବାଇକ | ପ୍ରକାଶ ଯେ, ଆଠମଲ୍ଲିକ କିଆକଟା…
ବଢ଼ିଲା ବିଭବ କୁମାରଙ୍କ ନ୍ୟାୟିକ ହେପାଜତ । ଦିଲ୍ଲୀ ମହିଳା ଆୟୋଗର ପୂର୍ବତନ ଅଧ୍ୟକ୍ଷା ତଥା ରାଜ୍ୟସଭା ସାଂସଦ ସ୍ୱାତି…
ସୋନାକ୍ଷୀ ସିହ୍ନା ଏବଂ ଜାହିର ଇକବାଲଙ୍କ ବିବାହକୁ ନେଇ ଅନେକ ଦିନ ହେବ ସୋସିଆଲ ମିଡିଆରେ ଖୁବ୍ ଚର୍ଚ୍ଚା ଚାଲିଛି…
ମହାରାଷ୍ଟ୍ରର ଠାଣେର ଉପବନ ଅଞ୍ଚଳରେ ଶୁକ୍ରବାର ରାତିରେ ଏକ ବଡ଼ ଦୁର୍ଘଟଣା ଘଟିଛି । ଏଠାରେ ଥିବା ଫୁଟବଲ୍ ଟର୍ଫ…
ଅନେକ କୁନି କୁନି ପିଲା ଥାଆନ୍ତି, ଯେଉଁ ମାନଙ୍କର ଦାନ୍ତ ଉଠେନି । ଏପରିକି ଅନେକ ସମୟରେ ବୟସ୍କ ବ୍ୟକ୍ତିଙ୍କର…
ଖୋର୍ଦ୍ଧା(କେନ୍ୟୁଜ): ଖୋର୍ଦ୍ଧା ସହରକୁ ପ୍ରତିଦିନ ଲକ୍ଷ ଲକ୍ଷ ଲୋକଙ୍କ ଯାଆସ । ଏତେ ଲୋକଙ୍କ ଭିଡ ଭିତରେ ଏଠି କେମିତି ଚାଲିଛି…