ବ୍ୟବସାୟ ଓ ଅର୍ଥନୀତି

ଭୁବନେଶ୍ୱରରେ ବଢ଼ିଲା ସୁନା-ରୁପା ଦର, ଜାଣନ୍ତୁ ଆଜିର ରେଟ୍

ଆଜି ସୁନା ଦରରେ ସାମନ୍ୟ ପରିବର୍ତ୍ତନ ଆସିଛି। ଓଡ଼ିଶା ରାଜଧାନୀ ଭୁବନେଶ୍ୱରରେ ୨୨ କ୍ୟାରେଟ ସୁନା ୧୦ ଗ୍ରାମ୍ ପ୍ରତି ୫୧,୬୦୦ ଟଙ୍କା ରହିଛି। ସେହିପରି ୨୪ କ୍ୟାରେଟ ସୁନା ଦଶଗ୍ରାମ୍ ପ୍ରତି ୫୬, ୨୯୦ ଟଙ୍କା ରହିଛି।

ଦେଶର ପ୍ରମୁଖ ସହରମାନଙ୍କରେ ବି ସୁନା ଦରରେ କିଛିଟା ପରିବର୍ତ୍ତନ ଆସିଛି। ସେହିପରି ଆଜି ଭାରତୀୟ ବଜାରରେ ୨୨ କ୍ୟାରେଟ୍ ସୁନା ଦର ୧୦ ଗ୍ରାମ ପ୍ରତି ୫୧, ୫୩୦ ଟଙ୍କା ରହିଥିବା ବେଳେ ୨୪ କ୍ୟାରେଟ୍ ସୁନା ମୂଲ୍ୟ ୧୦ ଗ୍ରାମ ପ୍ରତି ୫୬, ୨୬୦ ଟଙ୍କା ରହିଛି।

ମୁମ୍ବାଇରେ ୨୨ କ୍ୟାରେଟ୍ ଓ ୨୪ କ୍ୟାରେଟ୍ ମୂଲ୍ୟ ଯଥାକ୍ରମେ ୫୧, ୬୦୦ ଟଙ୍କା ଓ ୫୬, ୨୯୦ ଟଙ୍କା ଥିବା ରେକର୍ଡ ହୋଇଥିବା ବେଳେ ନୂଆଦିଲ୍ଲୀରେ ଏହି ଦର ଯଥାକ୍ରମେ ୫୧, ୭୫୦ ଟଙ୍କା ଓ ୫୬, ୪୪୦ ଟଙ୍କା ରହିଛି। ଦକ୍ଷିଣ ଭାରତର ପ୍ରମୁଖ ସହର ଚେନ୍ନାଇରେ ୨୨ କ୍ୟାରେଟ୍ ମୂଲ୍ୟ ୪୭, ୯୨୭ ଟଙ୍କା ଥିବା ବେଳେ ୨୪ କ୍ୟାରେଟ୍ ମୂଲ୍ୟ ୫୨,୨୮୫ ଟଙ୍କା ଥିବା ରେକର୍ଡ ହୋଇଛି ।

ପୂର୍ବ ଭାରତର ପ୍ରମୁଖ ସହର କୋଲକାତାରେ ଯଥାକ୍ରମେ ୫୧, ୬୦୦ ଟଙ୍କା ଓ ୫୬, ୨୯୦ ଟଙ୍କା ରହିଛି । ସେହିପରି ଆଜି ରୁପା କିଲୋଗ୍ରାମ ପ୍ରତି ୭୧,୮୦୦ଟଙ୍କା ରହିଥିବା ନେଇ ରେକର୍ଡ ହୋଇଛି।

Barsha

Recent Posts

ମଦ ପାଇଁ ପ୍ରତି ବର୍ଷ ଯାଉଛି ୩୦ ଲକ୍ଷ ଲୋକଙ୍କ ଜୀବନ, ବିଶ୍ୱ ସ୍ୱାସ୍ଥ୍ୟ ସଂଗଠନ୍‌ ଦେଲା ଚେତାବନୀ

ପ୍ରତି ବର୍ଷ ୩୦ ଲକ୍ଷ ଲୋକଙ୍କର ମଦ ପାଇଁ ଯାଉଛି ଜୀବନ । ବିଶ୍ୱ ସ୍ୱାସ୍ଥ୍ୟ ସଂଗଠନ ମଙ୍ଗଳବାର ଏହା…

9 mins ago

ଆଫଗାନିସ୍ତାନର ଐତିହାସିକ ବିଜୟ ପରେ ରାଶିଦ ଖାନଙ୍କୁ ଆସିଲା ସରପ୍ରାଇଜ କଲ୍‌, ଭିଡିଓ ଭାଇରଲ

ଆଇସିସି ଟି୨୦ ବିଶ୍ୱ ସେମିଫାଇନାଲରେ ପ୍ରବେଶ କରି ଇତିହାସ ରିଚିଛି ଆଫଗାନିସ୍ତାନ ଟିମ୍‌ । ଅଷ୍ଟ୍ରେଲିଆକୁ ହରାଇ ଟି୨୦ ବିଶ୍ୱକପରୁ…

20 mins ago

ଓଡ଼ିଶା ଆସି ପୁରୀ ରଥଯାତ୍ରା ଦେଖିବେ ରାଷ୍ଟ୍ରପତି

ପୁରୀ: ରଥଯାତ୍ରା ଦେଖିବେ ରାଷ୍ଟ୍ରପତି । ୭ ଓ ୮ ତାରିଖ ଦୁଇ ଦିନ ପୁରୀରେ ରହି ଶ୍ରୀଜିଉଙ୍କୁ ଦର୍ଶନ…

48 mins ago

ରେଲୱେରେ ଗ୍ରୁପ ଡିରେ ୧,୦୩,୭୬୯ ପଦବୀ ଖାଲି, ଜାଣନ୍ତୁ କେମିତି କରିବେ ଆବେଦନ

ଭାରତୀୟ ରେଲୱେରେ ଚାକିରି ଖୋଜୁଥିଲେ ଆପଣଙ୍କ ପାଇଁ ଖୁସି ଖବର । ଆରଆରବି ଗ୍ରୁପ ଡି ପାଇଁ ୧,୦୩,୭୬୯ ପଦବୀ…

1 hour ago

ଦିଲ୍ଲୀ ସିଏମ୍‌ ଅରବିନ୍ଦ କେଜ୍ରିଓ୍ଵାଲଙ୍କ ସ୍ୱାସ୍ଥ୍ୟାବସ୍ଥା ବିଗିଡ଼ିଲା, କମିଲା ସୁଗାର ସ୍ତର

ବିଗିଡ଼ିଲା ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିଓ୍ଵାଲଙ୍କ ସ୍ୱାସ୍ଥ୍ୟାବସ୍ଥା । କୋର୍ଟ ରୁମ୍‌ରେ ତାଙ୍କ ସୁଗାର ସ୍ତର କମିଯାଇଥିବା ସୂଚନା ମିଳିଛି…

1 hour ago

ସୁରକ୍ଷାରେ ତ୍ରୁଟି ! ବ୍ରିଟେନ୍‌ ପ୍ରଧାନମନ୍ତ୍ରୀ ରିଷି ସୁନକଙ୍କ ଘରେ ବେଆଇନ ଭାବେ ପଶିଲେ ୪ ଯୁବକ, ଗିରଫ କଲା ପୋଲିସ

ବ୍ରିଟିଶ ପ୍ରଧାନମନ୍ତ୍ରୀ ରିଷି ସୁନକଙ୍କ ଉତ୍ତର ଇଂଲଣ୍ଡସ୍ଥିତ ଘରେ ୪ ଜଣ ଯୁବକ ବେଆଇନ ଭାବେ ପ୍ରବେଶ କରିଛନ୍ତି ।…

2 hours ago