ସୁନା ମୂଲ୍ୟରେ ଆସିଛି ସାମାନ୍ୟ ପରିବର୍ତ୍ତନ, ଜାଣନ୍ତୁ ଦଶ ଗ୍ରାମ ପ୍ରତି କେତେ ରହିଛି ଦର
ଆଜି ଭାରତୀୟ ବଜାରରେ ୨୨ କ୍ୟାରେଟ ସୁନା ଦର ଦଶ ଗ୍ରାମ ପ୍ରତି ୬୧,୨୫୦ ଟଙ୍କା ରହିଥିବା ବେଳେ ୨୪ କ୍ୟାରେଟ ସୁନା ମୂଲ୍ୟ ମଧ୍ୟ ଦଶ ଗ୍ରାମ ପ୍ରତି ୬୬,୮୨୦ ଟଙ୍କା ରହିଛି । ଓଡ଼ିଶାର ରାଜଧାନୀ ଭୁବନେଶ୍ୱରରେ ଏବେ ୨୨ କ୍ୟାରେଟ ଓ ୨୪ କ୍ୟାରେଟ ସୁନା ମୂଲ୍ୟ ୧୦ ଗ୍ରାମ ପ୍ରତି ୬୧,୨୫୦ ଟଙ୍କା ଓ ୬୬,୮୨୦ ଟଙ୍କା ରହିଛି ।

ଦେଶର ପ୍ରମୁଖ ସହରମାନଙ୍କରେ ବି ସୁନା ଦର ଅପରିବର୍ତ୍ତିତ ରହିଛି । ମୁମ୍ବାଇରେ ୨୨ କ୍ୟାରେଟ୍ ଓ ୨୪ କ୍ୟାରେଟ୍ ମୂଲ୍ୟ ୬୧,୨୫୦ ଟଙ୍କା ଓ ୬୬,୮୨୦ ଟଙ୍କା ଥିବା ରେକର୍ଡ ହୋଇଥିବା ବେଳେ ନୂଆଦିଲ୍ଲୀରେ ୬୧,୪୦୦ ଟଙ୍କା ଓ ୬୬,୯୭୦ ଟଙ୍କା ରହିଛି । ଦକ୍ଷିଣ ଭାରତର ପ୍ରମୁଖ ସହର ଚେନ୍ନାଇରେ ୨୨ କ୍ୟାରେଟ ମୂଲ୍ୟ ୬୧,୮୫୦ ଟଙ୍କା ଥିବା ବେଳେ ୨୪ କ୍ୟାରେଟ ମୂଲ୍ୟ ୬୭,୪୭୦ ଟଙ୍କା ଥିବା ରେକର୍ଡ ହୋଇଛି । ପୂର୍ବ ଭାରତର ପ୍ରମୁଖ ସହର କୋଲକାତାରେ ଯଥାକ୍ରମେ ୬୧,୨୫୦ ଟଙ୍କା ଓ ୬୬,୯୭୦ ଟଙ୍କା ରହିଛି । ସେହିପରି ରୁପା ମୂଲ୍ୟ ୧ କିଲୋଗ୍ରାମ ପ୍ରତି ୭୭, ୫୦୦ ଟଙ୍କା ରହିଛି ।