pc: youtube
କମିଲା ସୁନା ଦର। ଆଜି ଭାରତୀୟ ବଜାରରେ ୨୨ କ୍ୟାରେଟ ସୁନା ଦର ଦଶ ଗ୍ରାମ ପ୍ରତି ୧୮୦ ଟଙ୍କା କମି ୪୬,୨୨୦ ଟଙ୍କା ହୋଇଥିବା ବେଳେ ୨୪ କ୍ୟାରେଟ ସୁନା ମୂଲ୍ୟ ୧୦ ଗ୍ରାମ ପ୍ରତି ୧୮୦ ଟଙ୍କା କମି ୫୦,୩୧୦ ଟଙ୍କା ରହିଛି। ଓଡ଼ିଶା ରାଜଧାନୀ ଭୁବନେଶ୍ୱରରେ ୨୨ କ୍ୟାରେଟ ଓ ୨୪ କ୍ୟାରେଟ ସୁନା ମୂଲ୍ୟ ୧୦ ଗ୍ରାମ ପ୍ରତି ୪୩,୯୯୦ ଟଙ୍କା ଓ ୪୭,୯୯୦ ଟଙ୍କା ହୋଇଛି।
ଦେଶର ପ୍ରମୁଖ ସହରମାନଙ୍କରେ ବି ସୁନା ଦରରେ କିଛିଟା ପରିବର୍ତ୍ତନ ଆସିଛି। ମୁମ୍ବାଇରେ ୨୨ କ୍ୟାରେଟ ଓ ୨୪ କ୍ୟାରେଟ ମୂଲ୍ୟ ୪୬,୨୨୦ ଟଙ୍କା ଓ ୫୦,୩୧୦ ଟଙ୍କା ଥିବା ରେକର୍ଡ ହୋଇଥିବା ବେଳେ ନୂଆଦିଲ୍ଲୀରେ ଏହି ଦର ଯଥାକ୍ରମେ ୪୬,୧୪୦ ଟଙ୍କା ଓ ୫୦,୩୩୦ ଟଙ୍କା ରହିଛି। ଦକ୍ଷିଣ ଭାରତର ପ୍ରମୁଖ ସହର ଚେନ୍ନାଇରେ ୨୨ କ୍ୟାରେଟ ମୂଲ୍ୟ ୪୪,୨୯୦ ଟଙ୍କା ଥିବା ବେଳେ ୨୪ କ୍ୟାରେଟ ମୂଲ୍ୟ ୪୮,୨୯୦ ଟଙ୍କା ଥିବା ରେକର୍ଡ ହୋଇଛି ।
ପୂର୍ବ ଭାରତର ପ୍ରମୁଖ ସହର କୋଲକାତାରେ ଯଥାକ୍ରମେ ୪୬,୨୧୦ ଟଙ୍କା ଓ ୪୮,୯୧୦ ଟଙ୍କା ରହିଛି । ଅନ୍ୟପଟେ ଆଜି ରୂପା ମୂଲ୍ୟ ମଧ୍ୟ ହ୍ରାସ ପାଇଛି। ଆଜି ରୂପା କିଲୋଗ୍ରାମ ପ୍ରତି ୧୦୦୦ ଟଙ୍କା କମି ୬୭,୬୦୦ ଟଙ୍କା ରହିଥିବା ନେଇ ରେକର୍ଡ ହୋଇଛି।
ଆମେରିକାର ଲାସ୍ ଭେଗାସ୍ ସହରରେ ଥିବା ଏକ ଆପାର୍ଟମେଣ୍ଟ ପରିସରରେ ଆଖିବୁଜା ଗୁଳିମାଡ କଲା ଦୁର୍ବୃତ୍ତ । ଗୁଳିକାଣ୍ଡରେ ୫…
ଭୁବନେଶ୍ୱର: ଆଜି ଦିଲ୍ଲୀ ଯିବେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ମୁଖ୍ୟମନ୍ତ୍ରୀଙ୍କ ସହ ଦୁଇ ଉପ ମୁଖ୍ୟମନ୍ତ୍ରୀ କେଭି ସିଂଦେଓ…
ପୁରୀ: ମହାପ୍ରଭୁଙ୍କ ଅନବସର ନୀତିର ଆଜି ପଞ୍ଚମ ଦିନ । ଚାଲିଛି ପ୍ରଭୁଙ୍କ ସେବା ପୂଜା । ଆଜି ମହାପ୍ରଭୁଙ୍କ…
ରାଉରକେଲା : ରାଉରକେଲା ଲୋକୋ ପାଇଲଟଙ୍କୁ ଅପହରଣ ଘଟଣା । ୩ ଅଭିଯୁକ୍ତ ଗିରଫ । ଭୁବନେଶ୍ଵରରୁ ଗିରଫ କଲା…
ସରକାରଙ୍କ ପ୍ରସ୍ତାବିତ ଟିକସ ବୃଦ୍ଧି ପ୍ରତିବାଦରେ କେନିଆରେ ହିଂସାତ୍ମକ ବିରୋଧ ପ୍ରଦର୍ଶନ ହେଉଛି । ଏହି ହିଂସାରେ ନାଇରୋବିରେ ୫…
କଟକ: କଟକ ସହରରେ ଦୂର ହେବ ଟ୍ରାଫିକ ସମସ୍ୟା । ସହର ମଧ୍ୟରେ ଯାନବାହନର ସୁରକ୍ଷିତ ଚଳାଚଳ ଓ ପାର୍କିଂ…