ବ୍ୟବସାୟ ଓ ଅର୍ଥନୀତି

ବିବାହ ସିଜିନରେ ସାମାନ୍ୟ ବଢିଛି ସୁନା ଦର, ଏଠାରୁ ଜାଣି ନିଅନ୍ତୁ ଆଜି କେତେ ରହିଛି ଦାମ୍

ଆଜି ଭାରତୀୟ ବଜାରରେ ୨୨ କ୍ୟାରେଟ ସୁନା ଦର ଦଶ ଗ୍ରାମ ପ୍ରତି ୫୨,୫୫୦ ଟଙ୍କା ଥିବା ବେଳେ ୨୪ କ୍ୟାରେଟ ସୁନା ମୂଲ୍ୟ ଦଶ ଗ୍ରାମ ପ୍ରତି ୫୭,୩୭୦ ଟଙ୍କା ଥିବା ଜଣାଯାଇଛି। ଓଡ଼ିଶା ରାଜଧାନୀ ଭୁବନେଶ୍ୱରରେ ଏବେ ୨୨ କ୍ୟାରେଟ ଓ ୨୪ କ୍ୟାରେଟ ସୁନା ମୂଲ୍ୟ ୧୦ ଗ୍ରାମ ପ୍ରତି ୫୨,୭୫୦ ଟଙ୍କା ଓ ୫୭, ୫୫୦ ଟଙ୍କା ଛୁଇଁଛି।

ଦେଶର ପ୍ରମୁଖ ସହର ମାନଙ୍କରେ ବି ସୁନା ଦରରେ କିଛିଟା ପରିବର୍ତ୍ତନ ଆସିଛି। ମୁମ୍ବାଇରେ ୨୨ କ୍ୟାରେଟ ଓ ୨୪ କ୍ୟାରେଟ ମୂଲ୍ୟ ୫୨,୭୫୦ ଟଙ୍କା ଓ ୫୭, ୫୫୦ ଟଙ୍କା ଥିବା ରେକର୍ଡ ହୋଇଥିବା ବେଳେ ନୂଆଦିଲ୍ଲୀରେ ଏହି ଦର ଯଥାକ୍ରମେ ୫୨,୯୦୦ ଟଙ୍କା ଓ ୫୭,୭୦୦ ଟଙ୍କା ରହିଛି। ଦକ୍ଷିଣ ଭାରତର ପ୍ରମୁଖ ସହର ଚେନ୍ନାଇରେ ୨୨ କ୍ୟାରେଟ ମୂଲ୍ୟ ୪୭,୯୨୭ ଟଙ୍କା ଥିବା ବେଳେ ୨୪ କ୍ୟାରେଟ ମୂଲ୍ୟ ୫୨,୨୮୫ ଟଙ୍କା ଥିବା ରେକର୍ଡ ହୋଇଛି । ପୂର୍ବ ଭାରତର ପ୍ରମୁଖ ସହର କୋଲକାତାରେ ଯଥାକ୍ରମେ ୫୨,୭୫୦ ଟଙ୍କା ଓ ୫୭, ୫୫୦ ଟଙ୍କା ରହିଛି। ଅନ୍ୟପଟେ ରୁପା ମୂଲ୍ୟ ଆଜି କମିଛି । ଆଜି କିଲୋଗ୍ରାମ ପ୍ରତି ରୁପା ଦର ୭୧,୩୦୦ ଟଙ୍କା ରହିଥିବା ନେଇ ରେକର୍ଡ ହୋଇଛି।

Barsha

Recent Posts

ଘାଇଲା କରୁଛି ପାଗଳ ବିଲୁଆ, ଘରୁ ବାହାରିବାକୁ ଡରୁଛନ୍ତି ଲୋକେ

କାକଟପୁର (କେନ୍ୟୁଜ): ପାଗଳ ବିଲୁଆ ଆତଙ୍କରେ ଥରହର ହେଉଛନ୍ତି ଗାଁ ଲୋକେ । ଅସ୍ତରଙ୍ଗ ନିକଟ ବେଗୁନିଆବସ୍ତ ଗାଁରେ ଏକ…

14 mins ago

ସର୍ବଭାରତୀୟ କବାଡି ପ୍ରତିଯୋଗୀତା ଉଦଯାପିତ, ମହିଳାରେ କିଟ ଏବଂ ପୁରୁଷରେ ସାଉଥ୍ ଇଷ୍ଟର୍ଣ୍ଣ ରେଲୱେ ଦଳ ଚାମ୍ପିଅନ୍

ଯାଜପୁର (କେନ୍ୟୁଜ) : ଚାଲିଛି ସଂଘର୍ଷପୂର୍ଣ୍ଣ ଲଢେଇ । କର ବା ମର ପରିସ୍ଥିତି । ଏପଟେ ଗ୍ୟାଲେରୀରେ ଦର୍ଶକଙ୍କ…

16 mins ago

ପ୍ରଚଣ୍ଡ ଗୁଳୁଗୁଳି ପରେ ବଦଳିଲା ପାଗ, ରାଜଧାନୀରେ ବିଜୁଳି ଘଡ଼ଘଡ଼ି ସହ ବର୍ଷା

ଭୁବନେଶ୍ୱର : ପ୍ରଚଣ୍ଡ ଗୁଳୁଗୁଳି ପରେ ବଦଳିଲା ପାଗ  । ରାଜଧାନୀରେ ବିଜୁଳି ଘଡ଼ଘଡ଼ି ସହ ବର୍ଷା  । ଅସହ୍ୟ…

19 mins ago

ଅମରନାଥ ଯାତ୍ରା ପାଇଁ ହେଲିକପ୍ଟର ସେବା ଲାଗି ବୁକିଂ ଆରମ୍ଭ

ବାବାଙ୍କ ଭକ୍ତିରେ ଲୀନ ଶ୍ରଦ୍ଧାଳୁ । ସମସ୍ତଙ୍କ ମୁହଁରେ ଗୋଟାଏ ଶଦ୍ଦ ବାବା.. ଭୋଲେନାଥ.. । ଦେବ ଦେବ ମହାଦେବଙ୍କୁ…

25 mins ago

ଇରାନ୍‌: ହସ୍ପିଟାଲରେ ଲାଗିଲା ଭୟଙ୍କର ନିଆଁ, ଦେଖୁ ଦେଖୁ ଜଳିଗଲେ ୯ ଜଣ ରୋଗୀ; ତଦନ୍ତ ପାଇଁ ନିର୍ଦ୍ଦେଶ

ଇରାନ୍‌ର ଉତ୍ତର ଭାଗରେ ଥିବା ଏକ ହସ୍ପିଟାଲରେ ଭୟାବହ ଅଗ୍ନିକାଣ୍ଡ ଘଟିଛି । ଏଥିରେ ୯ ଜଣ ରୋଗୀଙ୍କର ମୃତ୍ୟୁ…

40 mins ago

କେତେ ବର୍ଷ ପର୍ଯ୍ୟନ୍ତ ବ୍ୟବହାର କରିବା ଉଚିତ Windows ଏବଂ Split AC ? ଜାଣନ୍ତୁ ଏହାର ୱାରେଣ୍ଟି ଡେଟ୍‌

Windows ଏବଂ Split ACରେ ଅଗ୍ନିକାଣ୍ଡ ଏବଂ ବିସ୍ଫୋରଣର ଅନେକ ଘଟଣା ଗତ କିଛି ଦିନ ମଧ୍ୟରେ ସାମ୍ନାକୁ ଆସିଛି…

1 hour ago