ବ୍ୟବସାୟ ଓ ଅର୍ଥନୀତି

ପୁଣି କମିଲା ସୁନା-ରୁପା ଦର, ଜାଣନ୍ତୁ ଆଜିର ରେଟ୍

ସୁନା କିଣିବାକୁ ଦୋକାନକୁ ଯିବା ପୂର୍ବରୁ ଏଠାରେ ପଢ଼ିନିଅନ୍ତୁ କେତେ ଅଛି ୧୦ ଗ୍ରାମ ପ୍ରତି ସୁନା ଦାମ୍। ଆଜି ଭାରତୀୟ ବଜାରରେ ୨୨ କ୍ୟାରେଟ ସୁନା ଦର ଦଶ ଗ୍ରାମ ପ୍ରତି ୫୧,୬୯୦ ଟଙ୍କା ଥିବା ବେଳେ ୨୪ କ୍ୟାରେଟ ସୁନା ମୂଲ୍ୟ ଦଶ ଗ୍ରାମ ପ୍ରତି ୫୬,୪୩୦ ଟଙ୍କା ଥିବା ଜଣାଯାଇଛି। ଓଡ଼ିଶା ରାଜଧାନୀ ଭୁବନେଶ୍ୱରରେ ଏବେ ୨୨ କ୍ୟାରେଟ ଓ ୨୪ କ୍ୟାରେଟ ସୁନା ମୂଲ୍ୟ ୧୦ ଗ୍ରାମ ପ୍ରତି ୫୨,୦୦୦ ଟଙ୍କା ଓ ୫୬, ୭୩୦ ଟଙ୍କା ଛୁଇଁଛି।

ଦେଶର ପ୍ରମୁଖ ସହର ମାନଙ୍କରେ ବି ସୁନା ଦରରେ କିଛିଟା ପରିବର୍ତ୍ତନ ଆସିଛି। ମୁମ୍ବାଇରେ ୨୨ କ୍ୟାରେଟ ଓ ୨୪ କ୍ୟାରେଟ ମୂଲ୍ୟ ୫୨,୦୦୦ ଟଙ୍କା ଓ ୫୬, ୭୩୦ ଟଙ୍କା ଥିବା ରେକର୍ଡ ହୋଇଥିବା ବେଳେ ନୂଆଦିଲ୍ଲୀରେ ଏହି ଦର ଯଥାକ୍ରମେ ୫୨,୧୫୦ ଟଙ୍କା ଓ ୫୬,୮୮୦ ଟଙ୍କା ରହିଛି। ଦକ୍ଷିଣ ଭାରତର ପ୍ରମୁଖ ସହର ଚେନ୍ନାଇରେ ୨୨ କ୍ୟାରେଟ ମୂଲ୍ୟ ୪୭,୯୨୭ ଟଙ୍କା ଥିବା ବେଳେ ୨୪ କ୍ୟାରେଟ ମୂଲ୍ୟ ୫୨,୨୮୫ ଟଙ୍କା ଥିବା ରେକର୍ଡ ହୋଇଛି । ପୂର୍ବ ଭାରତର ପ୍ରମୁଖ ସହର କୋଲକାତାରେ ଯଥାକ୍ରମେ ୫୨,୦୦୦ ଟଙ୍କା ଓ ୫୭,୯୫୦ ଟଙ୍କା ରହିଛି। ଅନ୍ୟପଟେ ରୁପା ମୂଲ୍ୟ ଆଜି କମିଛି । ଆଜି କିଲୋଗ୍ରାମ ପ୍ରତି ରୁପା ଦର ୬୯,୦୦ଟଙ୍କା ରହିଥିବା ନେଇ ରେକର୍ଡ ହୋଇଛି।

Barsha

Recent Posts

ଦିଲ୍ଲୀରେ ବିଦ୍ୟୁତ ସଙ୍କଟ, ଦିନ ୨ ଟାରୁ ନାହିଁ କରେଣ୍ଟ

ଡହ ଡହ ଖରାରେ ଜଳୁଛି ସାରା ଦେଶ । ଗୁଳୁଗୁଳି ସାଙ୍ଗକୁ ଅସହ୍ୟ ତାତି । କିନ୍ତୁ ଏହାରି ଭିତରେ…

20 mins ago

ଶିଶୁ ମନ୍ଦିର ଗୁରୁଜୀରୁ ଓଡ଼ିଶାର ମୁଖ୍ୟମନ୍ତ୍ରୀ, ଜାଣନ୍ତୁ ମୋହନ ମାଝିଙ୍କ ରାଜନୈତିକ ଜୀବନ ଯାତ୍ରା

(କେନ୍ୟୁଜ) : ଉଠିଲା ପରଦା । ହଟିଲା ସସପେନସ । ସାମ୍ନାକୁ ଆସିଲା ଓଡିଶାର ନୂଆ ମୁଖ୍ୟମନ୍ତ୍ରୀଙ୍କ ନାଁ ।…

1 hour ago

କେଭି ସିଂଦେଓ ଏବଂ ପ୍ରଭାତୀ ପରିଡ଼ା ହେବେ ଓଡ଼ିଶାର ନୂଆ ଉପ-ମୁଖ୍ୟମନ୍ତ୍ରୀ

କେନ୍ୟୁଜ (ବ୍ୟୁରୋ) : ବହୁ ପ୍ରତୀକ୍ଷାର ଅନ୍ତ ଘଟିଛି । ଆଜି ଭାରତୀୟ ଜନତା ପାର୍ଟି (ବିଜେପି) ମୁଖ୍ୟମନ୍ତ୍ରୀଙ୍କ ନାମ…

2 hours ago

ଦେଖିପାରିଲାନି ଭାଇର ସୁନା ସଂସାର, ଦୀର୍ଘ ଦିନର ରାଗକୁ ସୁଝାଇ ଭାଇବୋହୁକୁ ମାରିଲା ଦେଢ଼ଶୁର

ବାସୁଦେବପୁର (କେନ୍ୟୁଜ) : ଭାଇ ବୋହୂକୁ ମାରିଲା ଦେଢ଼ଶୁର..ଅଛୁଆଁ ଭାଇ ବୋହୁକୁ ମାରିଦେଲା ରାକ୍ଷସ ଦେଢ଼ଶୁର…ଭୁଲିଗଲା ସମ୍ପର୍କ, ଆଉ କରିବସିଲା…

2 hours ago

ଜେଜେବାପାଙ୍କ ପାଇଁ ଡାକ୍ତର ସାଜିବି, ପାଖରେ ଟଙ୍କାଟିଏ ସମ୍ବଳ ନାହିଁ ତଥାପି ପାଇଲେ ଡାକ୍ତରୀ ପଢ଼ିବାର ସୁଯୋଗ

ବେଗୁନିଆ (କେନ୍ୟୁଜ) : ଗରିବ ଦିନ ମଜୁରିଆର ପୁଅ ଆଜି ନିଟ୍ ପରୀକ୍ଷାରେ ହୋଇଛନ୍ତି କୃତକାର୍ଯ୍ୟ । ଜେଜେବାପାଙ୍କ ଅକାଳ…

2 hours ago

ଅଧାରେ ରହିଗଲା ବାହାଘରର ଆଶା, ଝିଅକୁ ଏକା କରି ଚାଲିଗଲା ମା’

ଭୁବନେଶ୍ୱର: ବୋଉ ତୁ ଖାଇଲୁଣି, ହଁ ରେ ଖାଇ ପିଇ ଯାଉଛି କାମକୁ କାମରୁ ଆସିଲେ ଫୋନ କରିଵି ଏତିକ…

2 hours ago