କମିଲା ସୁନା ଦର; ଜାଣନ୍ତୁ ଆଜି ୨୨ ଓ ୨୪ କ୍ୟାରେଟ୍‌ ମୂଲ୍ୟ କେତେ ରହିଛି

ଆଜି ଭାରତୀୟ ବଜାରରେ ୨୨ କ୍ୟାରେଟ ସୁନା ଦର ଦଶ ଗ୍ରାମ ପ୍ରତି ୫୦,୬୦୦ ଟଙ୍କା ହୋଇଥିବା ବେଳେ ୨୪ କ୍ୟାରେଟ ସୁନା ମୂଲ୍ୟ ମଧ୍ୟ ଦଶ ଗ୍ରାମ ପ୍ରତି ୫୫,୨୪୦ ଟଙ୍କା ରହିଥିବା ଜଣାଯାଇଛି। ଓଡ଼ିଶା ରାଜଧାନୀ ଭୁବନେଶ୍ୱରରେ ଏବେ ୨୨ କ୍ୟାରେଟ ଓ ୨୪ କ୍ୟାରେଟ ସୁନା ମୂଲ୍ୟ ୧୦ ଗ୍ରାମ ପ୍ରତି ୫୧,୦୦୦ ଟଙ୍କା ଓ ୫୫,୬୩୦ ଟଙ୍କା ହୋଇଛି।

ସୁନା କିଣିବାକୁ ଯାଉଥିଲେ ନଜର ପକାନ୍ତୁ ଆଜି କେତେ ରହିଛି ସୁନାଦର । ଆଜି ଭାରତୀୟ ବଜାରରେ ୨୨ କ୍ୟାରେଟ ସୁନା ଦର ଦଶ ଗ୍ରାମ ପ୍ରତି ୫୦,୬୦୦ ଟଙ୍କା ହୋଇଥିବା ବେଳେ ୨୪ କ୍ୟାରେଟ ସୁନା ମୂଲ୍ୟ ମଧ୍ୟ ଦଶ ଗ୍ରାମ ପ୍ରତି ୫୫,୨୪୦ ଟଙ୍କା ରହିଥିବା ଜଣାଯାଇଛି। ଓଡ଼ିଶା ରାଜଧାନୀ ଭୁବନେଶ୍ୱରରେ ଏବେ ୨୨ କ୍ୟାରେଟ ଓ ୨୪ କ୍ୟାରେଟ ସୁନା ମୂଲ୍ୟ ୧୦ ଗ୍ରାମ ପ୍ରତି ୫୧,୦୦୦ ଟଙ୍କା ଓ ୫୫,୬୩୦ ଟଙ୍କା ହୋଇଛି।

ଦେଶର ପ୍ରମୁଖ ସହରମାନଙ୍କରେ ବି ସୁନା ଦର ସ୍ଥିର ରହିଛି । ମୁମ୍ବାଇରେ ୨୨ କ୍ୟାରେଟ୍ ଓ ୨୪ କ୍ୟାରେଟ୍ ମୂଲ୍ୟ ୫୧,୫୦୦ ଟଙ୍କା ଓ ୫୫,୬୩୦ ଟଙ୍କା ଥିବା ରେକର୍ଡ ହୋଇଥିବା ବେଳେ ନୂଆଦିଲ୍ଲୀରେ ଏହି ଦର ଯଥାକ୍ରମେ ୫୧,୧୫୦ ଟଙ୍କା ଓ ୫୫,୭୮୦ ଟଙ୍କା ରହିଛି। ଦକ୍ଷିଣ ଭାରତର ପ୍ରମୁଖ ସହର ଚେନ୍ନାଇରେ ୨୨ କ୍ୟାରେଟ ମୂଲ୍ୟ ୪୭,୯୨୭ ଟଙ୍କା ଥିବା ବେଳେ ୨୪ କ୍ୟାରେଟ ମୂଲ୍ୟ ୫୨,୨୮୫ଟଙ୍କା ଥିବା ରେକର୍ଡ ହୋଇଛି।

ପୂର୍ବ ଭାରତର ପ୍ରମୁଖ ସହର କୋଲକାତାରେ ଯଥାକ୍ରମେ ୫୧,୦୦୦ ଟଙ୍କା ଓ ୫୫,୬୩୦ ଟଙ୍କା ରହିଛି। ସେହିପରି ରୁପା ମୂଲ ୬୫ ,୫୫୦ ଟଙ୍କା ରହିଥିବା ନେଇ ରେକର୍ଡ ହୋଇଛି।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.