ବ୍ୟବସାୟ ଓ ଅର୍ଥନୀତି

ଉପରମୁହାଁ ସୁନା ଦର, ଜାଣନ୍ତୁ କେତେ ରହିଛି ଆଜିର ମୂଲ୍ୟ

ସୁନା କିଣିବାକୁ ଯାଉଥିଲେ ନଜର ପକାନ୍ତୁ ଆଜି କେତେ ରହିଛି ସୁନାଦର। ସୁନା ଦର ତ ବର୍ତ୍ତମାନ ସମୟରେ ସର୍ବକାଳୀନ ରେକର୍ଡ ସ୍ତରରେ ପହଁଚିଛି । ସୁନା କିଣିବା ପାଇଁ ଲୋକେ ଘରେ ରହୁଥିବା ପୁରୁଣା ସୁନାକୁ ବଦଳ କରୁଛନ୍ତି । ସୁନା ଦରରେ ବର୍ତ୍ତମାନ ଦେଖାଦେଇଥିବା ବଡ଼ ଧରଣର ବୃଦ୍ଧି ଯୋଗୁ ସୁନା ବଦଳ ବଢିଛି ।

ଆଜି ଭାରତୀୟ ବଜାରରେ ୨୨ କ୍ୟାରେଟ ସୁନା ଦର ଦଶ ଗ୍ରାମ ପ୍ରତି ୫୫,୯୦୦ ଟଙ୍କା ହୋଇଥିବା ବେଳେ ୨୪ କ୍ୟାରେଟ ସୁନା ମୂଲ୍ୟ ମଧ୍ୟ ଦଶ ଗ୍ରାମ ପ୍ରତି ୬୦,୯୮୦ ଟଙ୍କା ରହିଛ। ଓଡ଼ିଶା ରାଜଧାନୀ ଭୁବନେଶ୍ୱରରେ ଏବେ ୨୨ କ୍ୟାରେଟ ଓ ୨୪ କ୍ୟାରେଟ ସୁନା ମୂଲ୍ୟ ୧୦ ଗ୍ରାମ ପ୍ରତି ୫୫,୯୦୦ ଟଙ୍କା ଓ ୬୦,୯୮୦ ଟଙ୍କା ହୋଇଛି।

ଦେଶର ପ୍ରମୁଖ ସହରମାନଙ୍କରେ ବି ସୁନା ଦର ସ୍ଥିର ରହିଛି । ମୁମ୍ବାଇରେ ୨୨ କ୍ୟାରେଟ୍ ଓ ୨୪ କ୍ୟାରେଟ୍ ମୂଲ୍ୟ ୫୫,୯୦୦ ଟଙ୍କା ଓ ୬୦,୯୮୦ ଟଙ୍କା ଥିବା ରେକର୍ଡ ହୋଇଥିବା ବେଳେ ନୂଆଦିଲ୍ଲୀରେ ଏହି ଦର ଯଥାକ୍ରମେ ୫୬,୦୫୦ ଟଙ୍କା ଓ ୬୧,୧୩୦ଟଙ୍କା ରହିଛି। ଦକ୍ଷିଣ ଭାରତର ପ୍ରମୁଖ ସହର ଚେନ୍ନାଇରେ ୨୨ କ୍ୟାରେଟ ମୂଲ୍ୟ ୫୬,୫୦୦ ଟଙ୍କା ଥିବା ବେଳେ ୨୪ କ୍ୟାରେଟ ମୂଲ୍ୟ ୬୧,୬୪୦ ଟଙ୍କା ଥିବା ରେକର୍ଡ ହୋଇଛି। ପୂର୍ବ ଭାରତର ପ୍ରମୁଖ ସହର କୋଲକାତାରେ ଯଥାକ୍ରମେ ୫୫,୯୦୦ ଟଙ୍କା ଓ ୬୦ ,୯୮୦ ଟଙ୍କା ରହିଛି। ସେହିପରି ରୁପା ମୂଲ ୭୬ ,୪୯୦ ଟଙ୍କା ରହିଥିବା ନେଇ ରେକର୍ଡ ହୋଇଛି।

Barsha

Recent Posts

ବାଲେଶ୍ବରରେ ସ୍ବାଭାବିକ ହେଉଛି ସ୍ଥିତି : ସକାଳ ୫ଟାରୁ ରାତି ୯ଟା ପର୍ଯ୍ୟନ୍ତ କର୍ଫ୍ୟୁ କୋହଳ

ବାଲେଶ୍ବର (କେନ୍ୟୁଜ): ବାଲେଶ୍ବରରେ ସ୍ବାଭାବିକ ହେଉଛି ସ୍ଥିତି । ପୌରପାଳିକାର ବିଭିନ୍ନ ଅଞ୍ଚଳରେ କୋହଳ ହେଉଛି କର୍ଫ୍ୟୁ । ଆଜି…

6 mins ago

ଟ୍ରକକୁ ଧକ୍କା ଦେଇ ଜଳିଗଲା ଆମ୍ବୁଲାନ୍ସ, ରୋଗୀ ସମେତ ୪ ଗୁରୁତର

ଜଳେଶ୍ବର (କେନ୍ୟୁଜ): ଟ୍ରକକୁ ଧକ୍କା ଦେଇ ଜଳିଗଲା ଆମ୍ବୁଲାନ୍ସ । ରୋଗୀ ସମେତ ୪ ଜଣ ଆମ୍ବୁଲାନ୍ସ କର୍ମଚାରୀ ଗୁରୁତର…

22 mins ago

ଅଣସର ନୀତି: ଜ୍ବରରେ ଆକ୍ରାନ୍ତ ମହାପ୍ରଭୁ, ପୂଜା ପାଇବେ ପଟି ଦିଅଁ

ପୁରୀ (କେନ୍ୟୁଜ): ଅତ୍ୟଧିକ ସ୍ନାନଯୋଗୁ ମହାପ୍ରଭୁ ଏବେ ଅସୁସ୍ଥ।  ଗତକାଲି ସ୍ନାନବେଦିରେ ୧୦୮ ଗରା ସୁବାସିତ ଜଳରେ ସ୍ନାନ ପରେ…

37 mins ago

ଅଣସର ଘରେ ମହାପ୍ରଭୁ, ଆଜିଠୁ ଅଲାରନାଥ ଦର୍ଶନ

ବ୍ରହ୍ମଗିରି (କେନ୍ୟୁଜ): ଆଜି ଠାରୁ ମହାପ୍ରଭୁ ଅଲାରନାଥଙ୍କ ଅଣସର ଦର୍ଶନ । ଚଳିତ ବର୍ଷ ୧୩ଦିନ ଧରି ଚାଲିବ ଏହି…

50 mins ago

ନିଟ୍ ପ୍ରଶ୍ନପତ୍ର ଲିକ୍ ବିବାଦ ମାମଲାରେ ବଡ଼ ଘୋଷଣା, CBIକୁ ତଦନ୍ତ ଭାର ହସ୍ତାନ୍ତର

ନୂଆଦିଲ୍ଲୀ : ଥମୁନି ନିଟ୍ ବିବାଦ । ନିଟ୍ ପ୍ରଶ୍ନପତ୍ର ଲିକ୍ ବିବାଦ ମାମଲାରେ କେନ୍ଦ୍ର ସରକାରଙ୍କ ବଡ଼ ଘୋଷଣା…

50 mins ago

ଆଜିର ରାଶିଫଳ : ଆଜି ଏହି ରାଶିର ଲୋକଙ୍କୁ କିଛି ନୂଆ କାର୍ଯ୍ୟ କରିବାକୁ ମିଳିବ, ବନ୍ଧୁଙ୍କ ସହ ଖୁସିର ସମୟ କାଟିବେ

ମେଷ: ଆଜି ଆପଣଙ୍କ ପାଇଁ ଦିନଟି ମିଶ୍ରିତ ରୂପେ ଲାଭଦାୟକ ରହିବ । ପାରିବାରିକ ସମ୍ପର୍କ ମଧୁର ହେବ ।…

8 hours ago