ସୁନା କିଣିବାକୁ ଯାଉଥିଲେ ନଜର ପକାନ୍ତୁ ଆଜି କେତେ ରହିଛି ସୁନା ଦର। ସୁନା ଦରରେ ବର୍ତ୍ତମାନ ଦେଖାଦେଇଥିବା ବଡ଼ ଧରଣର ବୃଦ୍ଧି ଯୋଗୁ ସୁନା ବଦଳ ବଢିଛି । ଆଜି ଭାରତୀୟ ବଜାରରେ ୨୨ କ୍ୟାରେଟ ସୁନା ଦର ଦଶ ଗ୍ରାମ ପ୍ରତି ୫୫,୭୦୦ ଟଙ୍କା ହୋଇଥିବା ବେଳେ ୨୪ କ୍ୟାରେଟ ସୁନା ମୂଲ୍ୟ ମଧ୍ୟ ଦଶ ଗ୍ରାମ ପ୍ରତି ୬୦,୭୬୦ ଟଙ୍କା ରହିଛ। ଓଡ଼ିଶା ରାଜଧାନୀ ଭୁବନେଶ୍ୱରରେ ଏବେ ୨୨ କ୍ୟାରେଟ ଓ ୨୪ କ୍ୟାରେଟ ସୁନା ମୂଲ୍ୟ ୧୦ ଗ୍ରାମ ପ୍ରତି ୫୫,୭୦୦ ଟଙ୍କା ଓ ୬୦,୭୬୦ ଟଙ୍କା ହୋଇଛି।
ଦେଶର ପ୍ରମୁଖ ସହରମାନଙ୍କରେ ବି ସୁନା ଦର ସ୍ଥିର ରହିଛି । ମୁମ୍ବାଇରେ ୨୨ କ୍ୟାରେଟ୍ ଓ ୨୪ କ୍ୟାରେଟ୍ ମୂଲ୍ୟ ୫୫,୭୦୦ ଟଙ୍କା ଓ ୬୦,୭୬୦ ଟଙ୍କା ଥିବା ରେକର୍ଡ ହୋଇଥିବା ବେଳେ ନୂଆଦିଲ୍ଲୀରେ ଏହି ଦର ଯଥାକ୍ରମେ ୫୫,୮୫୦ ଟଙ୍କା ଓ ୬୦,୯୧୦ଟଙ୍କା ରହିଛି। ଦକ୍ଷିଣ ଭାରତର ପ୍ରମୁଖ ସହର ଚେନ୍ନାଇରେ ୨୨ କ୍ୟାରେଟ ମୂଲ୍ୟ ୫୬,୩୦୦ ଟଙ୍କା ଥିବା ବେଳେ ୨୪ କ୍ୟାରେଟ ମୂଲ୍ୟ ୬୧,୪୨୦ ଟଙ୍କା ଥିବା ରେକର୍ଡ ହୋଇଛି। ପୂର୍ବ ଭାରତର ପ୍ରମୁଖ ସହର କୋଲକାତାରେ ଯଥାକ୍ରମେ ୫୫,୭୦୦ ଟଙ୍କା ଓ ୬୦ ,୭୬୦ ଟଙ୍କା ରହିଛି। ସେହିପରି ରୁପା ମୂଲ ୭୬ ,୬୦୦ ଟଙ୍କା ରହିଥିବା ନେଇ ରେକର୍ଡ ହୋଇଛି।
ଦିଗପହଣ୍ଡି : ଗଞ୍ଜାମ ଜିଲ୍ଲା ପାଟପୁର ଥାନା ଅନ୍ତର୍ଗତ ସାନଖେମୁଣ୍ଡି ବ୍ଲକ ଗାନ୍ଧୀ ଛକରେ ବଜ୍ରାଘାତରେ ଦୁଇ ଯୁବକଙ୍କ ମୃତ୍ୟୁ…
ଗତ ୭୨ ଘଣ୍ଟାରେ ରାଜ୍ୟରେ ଅଂଶୁଘାତରେ ୨୦ଜଣଙ୍କ ମୃତ୍ୟୁ ଘଟିଛି । ଏହି ସମୟ ମଧ୍ୟରେ ୯୯ଟି ଅଂଶୁଘାତଜନିତ ମୃତ୍ୟୁ…
ସେହି ରେଳ ଧାରଣା ଅଛି । ସେଇଠି ଟ୍ରେନ୍ ବି ଚାଲୁଛି । ତଥାପି ଗୁମୁରି ଗୁମୁରି କାନ୍ଦୁଛି ଏ…
ବାଲେଶ୍ୱର ଜିଲ୍ଲା ବାହାନଗାଠାରେ ଘଟିଥିବା ମର୍ମନ୍ତୁଦ ରେଳ ଦୁର୍ଘଟଣାକୁ ପୂରିଛି ଏକ ବର୍ଷ । ଏଭଳି ଦୁର୍ଘଟଣାରେ ମର୍ମାହତ ହୋଇ…
ଗଞ୍ଜାମ : ପ୍ରବଳ ଗ୍ରୀଷ୍ମ ପ୍ରବାହ ଲାଗିରହିଛି । ଅସହ୍ୟ ଗରମ ଗୁଳୁଗୁଳିରେ ଛଟପଟ ହେଉଛନ୍ତି ପୁରା ଓଡ଼ିଶାବାସୀ ।…
ପୁରୀ : ପୁରୀ ବାଣ ବିସ୍ଫୋରଣ ଘଟଣାରେ ବଢିଲା ମୃତ୍ୟୁ ସଂଖ୍ୟା । ଆଉ ୨ଜଣଙ୍କ ମୃତ୍ୟୁ ପରେ ମୃତ୍ୟୁ…