ବ୍ୟବସାୟ ଓ ଅର୍ଥନୀତି

ସୁନା ମୂଲ୍ୟରେ ଆସିଛି ସାମାନ୍ୟ ପରିବର୍ତ୍ତନ, ଜାଣନ୍ତୁ ଦଶ ଗ୍ରାମ ପ୍ରତି କେତେ ରହିଛି ଦର

ସୁନା କିଣିବାକୁ ଯାଉଥିଲେ ନଜର ପକାନ୍ତୁ ଆଜି କେତେ ରହିଛି ସୁନା ଦର। ଆଜି ଭାରତୀୟ ବଜାରରେ ୨୨ କ୍ୟାରେଟ ସୁନା ଦର ଦଶ ଗ୍ରାମ ପ୍ରତି ୫୫,୮୫୦ ଟଙ୍କା ହୋଇଥିବା ବେଳେ ୨୪ କ୍ୟାରେଟ ସୁନା ମୂଲ୍ୟ ମଧ୍ୟ ଦଶ ଗ୍ରାମ ପ୍ରତି ୬୦,୯୩୦ ଟଙ୍କା ରହିଛ। ଓଡ଼ିଶା ରାଜଧାନୀ ଭୁବନେଶ୍ୱରରେ ଏବେ ୨୨ କ୍ୟାରେଟ ଓ ୨୪ କ୍ୟାରେଟ ସୁନା ମୂଲ୍ୟ ୧୦ ଗ୍ରାମ ପ୍ରତି ୫୫,୮୫୦ ଟଙ୍କା ଓ ୬୦ ,୯୩୦ ଟଙ୍କା ହୋଇଛି।

ଦେଶର ପ୍ରମୁଖ ସହରମାନଙ୍କରେ ବି ସୁନା ଦର ସ୍ଥିର ରହିଛି । ମୁମ୍ବାଇରେ ୨୨ କ୍ୟାରେଟ୍ ଓ ୨୪ କ୍ୟାରେଟ୍ ମୂଲ୍ୟ ୫୫,୮୫୦ ଟଙ୍କା ଓ ୬୦,୯୩୦ ଟଙ୍କା ଥିବା ରେକର୍ଡ ହୋଇଥିବା ବେଳେ ନୂଆଦିଲ୍ଲୀରେ ଏହି ଦର ଯଥାକ୍ରମେ ୫୬,୦୦୦ ଟଙ୍କା ଓ ୬୧,୦୮୦ଟଙ୍କା ରହିଛି। ଦକ୍ଷିଣ ଭାରତର ପ୍ରମୁଖ ସହର ଚେନ୍ନାଇରେ ୨୨ କ୍ୟାରେଟ ମୂଲ୍ୟ ୫୬,୫୦୦ ଟଙ୍କା ଥିବା ବେଳେ ୨୪ କ୍ୟାରେଟ ମୂଲ୍ୟ ୬୧,୬୪୦ ଟଙ୍କା ଥିବା ରେକର୍ଡ ହୋଇଛି। ପୂର୍ବ ଭାରତର ପ୍ରମୁଖ ସହର କୋଲକାତାରେ ଯଥାକ୍ରମେ ୫୫,୮୫୦ ଟଙ୍କା ଓ ୬୦ ,୯୩୦ ଟଙ୍କା ରହିଛି। ସେହିପରି ରୁପା ମୂଲ ୭୭,୪୦୦ ଟଙ୍କା ରହିଥିବା ନେଇ ରେକର୍ଡ ହୋଇଛି।

Barsha

Recent Posts

ଶସ୍ତା ହେଲା ଆଇଫୋନ୍ 15, ଶୀଘ୍ର ଉଠାନ୍ତୁ ଅଫରର ଲାଭ

ଆଇଫୋନ୍ କିଣିବାକୁ ପ୍ଲାନ୍‌ କରୁଛନ୍ତି କି? ବିଜୟ ସେଲ୍ସରେ ଜୁନ୍ ୮ ରୁ ଆପଲ୍ ଡେ ସେଲ୍‌ ଆରମ୍ଭ ହୋଇଛି…

4 mins ago

୩୩ କେଭି ଲାଇନ ତାର ଲାଗି ୨ ଶ୍ରିମିକ ଗୁରୁତର

କାମାକ୍ଷାନଗର: ଘର କାମ କରୁଥିବା ବେଳେ ଅଘଟଣ । ଲୁହା ରଡ ଭିଡୁଥିବା ସମୟରେ ୩୩ କେଭି ଲାଇନ ତାର…

34 mins ago

ସେଣ୍ଟ୍ରାଲ ବ୍ୟାଙ୍କ ଅଫ ଇଣ୍ଡିଆରେ ୩୦୦୦ ପଦବୀ ଖାଲି, ୧୭ ଜୁନ୍‌ ପର୍ଯ୍ୟନ୍ତ କରନ୍ତୁ ଆବେଦନ

ବ୍ୟାଙ୍କ ଚାକିରି ଖୋଜୁଥିଲେ ଆପଣଙ୍କ ପାଇଁ ଖୁସି ଖବର । ସେଣ୍ଟ୍ରାଲ ବ୍ୟାଙ୍କ ଅଫ ଇଣ୍ଡିଆରେ ଅପାରଣ୍ଟିସ ପଦବୀରେ ୩୦୦୦…

40 mins ago

ଜମ୍ମୁ କଶ୍ମୀର : ତୀର୍ଥଯାତ୍ରୀ ବସ୍‌ ଉପରେ ଆତଙ୍କୀ ଆକ୍ରମଣ, ୧୦ ମୃତ, ୩୩ ଗୁରୁତର

ଜମ୍ମୁ କଶ୍ମୀରର ରିଆସି ଜିଲ୍ଲାରେ ତୀର୍ଥ ଯାତ୍ରୀ ବସ୍ ଉପରେ ଆତଙ୍କବାଦୀ ଆକ୍ରମଣ କରିଛନ୍ତି । ଏଥିରେ ୧୦ ଜଣଙ୍କ…

53 mins ago

Vi ଦେଉଛି ବଢ଼ିଆ ଡିଲ୍‌, ପୂରା ବର୍ଷ ପାଇଁ ମିଳିବ ରିଚାର୍ଜ ଅଫର

ଭୋଡାଫୋନ୍ ଆଇଡିଆ ହେଉଛି ଦେଶର ତୃତୀୟ ବଡ଼ ଟେଲିକମ୍ କମ୍ପାନୀ । Viର କମ୍ ଗ୍ରାହକ ଥିଲେ ମଧ୍ୟ ଏହା…

1 hour ago

ହସ୍ପିଟାଲ ବେଡ୍‌ରୁ ଚୋରି ଶିଶୁ ଉଦ୍ଧାର, ସିସିଟିଭି ପାଇଁ ଧରାପଡିଲା ଚୋର

ବାଲେଶ୍ୱର(କେନ୍ୟୁଜ): ମେଡିକାଲରୁ ଚୋରି ଶିଶୁ ଉଦ୍ଧାର । ବାଲେଶ୍ୱର ମେଡିକାଲରୁ ଚୋରି ହୋଇଥିବା ନବଜାତ ଶିଶୁ ଉଦ୍ଧାର ହୋଇଛି ।…

1 hour ago