ବ୍ୟବସାୟ ଓ ଅର୍ଥନୀତି

ଆଜି ପରିବର୍ତ୍ତନ ହୋଇଛି ସୁନା ଦର, କିଣିବାକୁ ଯାଉଥିଲେ ନଜର ପକାନ୍ତୁ

ସୁନା କିଣିବାକୁ ଯାଉଥିଲେ ନଜର ପକାନ୍ତୁ ଆଜି କେତେ ରହିଛି ସୁନା ଦର। ଆଜି ଭାରତୀୟ ବଜାରରେ ୨୨ କ୍ୟାରେଟ ସୁନା ଦର ଦଶ ଗ୍ରାମ ପ୍ରତି ୫୬,୦୫୦ ଟଙ୍କା ହୋଇଥିବା ବେଳେ ୨୪ କ୍ୟାରେଟ ସୁନା ମୂଲ୍ୟ ମଧ୍ୟ ଦଶ ଗ୍ରାମ ପ୍ରତି ୬୧,୧୫୦ ଟଙ୍କା ରହିଛ। ଓଡ଼ିଶା ରାଜଧାନୀ ଭୁବନେଶ୍ୱରରେ ଏବେ ୨୨ କ୍ୟାରେଟ ଓ ୨୪ କ୍ୟାରେଟ ସୁନା ମୂଲ୍ୟ ୧୦ ଗ୍ରାମ ପ୍ରତି ୫୬,୦୫୦ ଟଙ୍କା ଓ ୬୨ ,୧୫୦ ଟଙ୍କା ହୋଇଛି।

ଦେଶର ପ୍ରମୁଖ ସହରମାନଙ୍କରେ ବି ସୁନା ଦର ସ୍ଥିର ରହିଛି । ମୁମ୍ବାଇରେ ୨୨ କ୍ୟାରେଟ୍ ଓ ୨୪ କ୍ୟାରେଟ୍ ମୂଲ୍ୟ ୫୬,୬୫୦ ଟଙ୍କା ଓ ୬୧,୮୦୦ ଟଙ୍କା ଥିବା ରେକର୍ଡ ହୋଇଥିବା ବେଳେ ନୂଆଦିଲ୍ଲୀରେ ଏହି ଦର ଯଥାକ୍ରମେ ୫୬,୨୦୦ ଟଙ୍କା ଓ ୬୧,୧୫୦ଟଙ୍କା ରହିଛି। ଦକ୍ଷିଣ ଭାରତର ପ୍ରମୁଖ ସହର ଚେନ୍ନାଇରେ ୨୨ କ୍ୟାରେଟ ମୂଲ୍ୟ ୫୬,୬୫୦ ଟଙ୍କା ଥିବା ବେଳେ ୨୪ କ୍ୟାରେଟ ମୂଲ୍ୟ ୬୧,୮୦୦ ଟଙ୍କା ଥିବା ରେକର୍ଡ ହୋଇଛି। ପୂର୍ବ ଭାରତର ପ୍ରମୁଖ ସହର କୋଲକାତାରେ ଯଥାକ୍ରମେ ୫୬,୦୫୦ ଟଙ୍କା ଓ ୬୧ ,୧୫୦ ଟଙ୍କା ରହିଛି। ସେହିପରି ରୁପା ମୂଲ ୭୭,୬୦୦ ଟଙ୍କା ରହିଥିବା ନେଇ ରେକର୍ଡ ହୋଇଛି।

Barsha

Recent Posts

୪୦ ଲକ୍ଷ ଟଙ୍କାର ଗଂଜେଇ ଜବତ, ଦୁଇ ଗିରଫ

ଲମତାପୁଟ : ମାଛକୁଣ୍ଡ ପୋଲିସର ବଡ଼ ସଫଳତା । ଗଂଜେଇ ଚୋରା ଚାଲାଣ ବେଳେ ମାଡ଼ି ବସିଲା ମାଛକୁଣ୍ଡ ପୋଲିସ।…

12 mins ago

ପାକିସ୍ତାନ ବିପକ୍ଷରେ ମ୍ୟାଚ ଜିତିବା ପରେ ନାଚିଲେ ଅନୁଷ୍କା, ଭିଡିଓ ଭାଇରଲ

ପାକିସ୍ତାନ ବିପକ୍ଷ ଟି୨୦ ବିଶ୍ୱକପ ମ୍ୟାଚକୁ ଭାରତ ମାତ୍ର ୬ ରନରେ ଜିତିଯାଇଛି । ନ୍ୟୁୟର୍କର ନାସାଉ କାଉଣ୍ଟି କ୍ରିକେଟ…

15 mins ago

ଶସ୍ତା ହେଲା ଆଇଫୋନ୍ 15, ଶୀଘ୍ର ଉଠାନ୍ତୁ ଅଫରର ଲାଭ

ଆଇଫୋନ୍ କିଣିବାକୁ ପ୍ଲାନ୍‌ କରୁଛନ୍ତି କି? ବିଜୟ ସେଲ୍ସରେ ଜୁନ୍ ୮ ରୁ ଆପଲ୍ ଡେ ସେଲ୍‌ ଆରମ୍ଭ ହୋଇଛି…

20 mins ago

୩୩ କେଭି ଲାଇନ ତାର ଲାଗି ୨ ଶ୍ରିମିକ ଗୁରୁତର

କାମାକ୍ଷାନଗର: ଘର କାମ କରୁଥିବା ବେଳେ ଅଘଟଣ । ଲୁହା ରଡ ଭିଡୁଥିବା ସମୟରେ ୩୩ କେଭି ଲାଇନ ତାର…

50 mins ago

ସେଣ୍ଟ୍ରାଲ ବ୍ୟାଙ୍କ ଅଫ ଇଣ୍ଡିଆରେ ୩୦୦୦ ପଦବୀ ଖାଲି, ୧୭ ଜୁନ୍‌ ପର୍ଯ୍ୟନ୍ତ କରନ୍ତୁ ଆବେଦନ

ବ୍ୟାଙ୍କ ଚାକିରି ଖୋଜୁଥିଲେ ଆପଣଙ୍କ ପାଇଁ ଖୁସି ଖବର । ସେଣ୍ଟ୍ରାଲ ବ୍ୟାଙ୍କ ଅଫ ଇଣ୍ଡିଆରେ ଅପାରଣ୍ଟିସ ପଦବୀରେ ୩୦୦୦…

56 mins ago

ଜମ୍ମୁ କଶ୍ମୀର : ତୀର୍ଥଯାତ୍ରୀ ବସ୍‌ ଉପରେ ଆତଙ୍କୀ ଆକ୍ରମଣ, ୧୦ ମୃତ, ୩୩ ଗୁରୁତର

ଜମ୍ମୁ କଶ୍ମୀରର ରିଆସି ଜିଲ୍ଲାରେ ତୀର୍ଥ ଯାତ୍ରୀ ବସ୍ ଉପରେ ଆତଙ୍କବାଦୀ ଆକ୍ରମଣ କରିଛନ୍ତି । ଏଥିରେ ୧୦ ଜଣଙ୍କ…

1 hour ago