ବ୍ୟବସାୟ ଓ ଅର୍ଥନୀତି

ସୁନା ଦର ଆକାଶ ଛୁଆଁ , କିଣିବା ପୂର୍ବରୁ ଯାଂଚ କରନ୍ତୁ ମୂଲ୍ୟ

ସୁନା କିଣିବାକୁ ଯାଉଥିଲେ ନଜର ପକାନ୍ତୁ ଆଜି କେତେ ରହିଛି ସୁନା ଦର। ଆଜି ଭାରତୀୟ ବଜାରରେ ୨୨ କ୍ୟାରେଟ ସୁନା ଦର ଦଶ ଗ୍ରାମ ପ୍ରତି ୫୫,୮୫୦ ଟଙ୍କା ହୋଇଥିବା ବେଳେ ୨୪ କ୍ୟାରେଟ ସୁନା ମୂଲ୍ୟ ମଧ୍ୟ ଦଶ ଗ୍ରାମ ପ୍ରତି ୬୦,୯୩୦ ଟଙ୍କା ରହିଛ। ଓଡ଼ିଶା ରାଜଧାନୀ ଭୁବନେଶ୍ୱରରେ ଏବେ ୨୨ କ୍ୟାରେଟ ଓ ୨୪ କ୍ୟାରେଟ ସୁନା ମୂଲ୍ୟ ୧୦ ଗ୍ରାମ ପ୍ରତି ୫୫,୮୫୦ ଟଙ୍କା ଓ ୬୦ ,୯୩୦ ଟଙ୍କା ହୋଇଛି।

ଦେଶର ପ୍ରମୁଖ ସହରମାନଙ୍କରେ ବି ସୁନା ଦର ସ୍ଥିର ରହିଛି । ମୁମ୍ବାଇରେ ୨୨ କ୍ୟାରେଟ୍ ଓ ୨୪ କ୍ୟାରେଟ୍ ମୂଲ୍ୟ ୫୫,୮୫୦ ଟଙ୍କା ଓ ୬୦,୯୩୦ ଟଙ୍କା ଥିବା ରେକର୍ଡ ହୋଇଥିବା ବେଳେ ନୂଆଦିଲ୍ଲୀରେ ଏହି ଦର ଯଥାକ୍ରମେ ୫୬,୦୦୦ ଟଙ୍କା ଓ ୬୧,୦୮୦ଟଙ୍କା ରହିଛି। ଦକ୍ଷିଣ ଭାରତର ପ୍ରମୁଖ ସହର ଚେନ୍ନାଇରେ ୨୨ କ୍ୟାରେଟ ମୂଲ୍ୟ ୫୬,୩୦୦ ଟଙ୍କା ଥିବା ବେଳେ ୨୪ କ୍ୟାରେଟ ମୂଲ୍ୟ ୬୧,୪୨୦ ଟଙ୍କା ଥିବା ରେକର୍ଡ ହୋଇଛି। ପୂର୍ବ ଭାରତର ପ୍ରମୁଖ ସହର କୋଲକାତାରେ ଯଥାକ୍ରମେ ୫୫,୮୫୦ ଟଙ୍କା ଓ ୬୦ ,୯୩୦ ଟଙ୍କା ରହିଛି। ସେହିପରି ରୁପା ମୂଲ ୭୬,୭୦୦ ଟଙ୍କା ରହିଥିବା ନେଇ ରେକର୍ଡ ହୋଇଛି।

Barsha

Recent Posts

କୋରାପୁଟ ସେମିଲିଗୁଡାରେ ଝାଡାବାନ୍ତି ଆତଙ୍କ: ସ୍ଵାସ୍ଥ୍ୟାବସ୍ଥା ଯାଞ୍ଚ କରୁଛି ଡାକ୍ତରୀ ଟିମ୍

କୋରାପୁଟ (କେନ୍ୟୁଜ): କୋରାପୁଟ ସେମିଲିଗୁଡ଼ା ସୁବାଇ ଗାଁରେ ବ୍ୟାପିଛି ଝାଡ଼ାବାନ୍ତି । ଗାଁରେ ୪୦ ରୁ ଅଧିକ ଲୋକ ଝାଡ଼ାବାନ୍ତିରେ…

20 mins ago

ନିର୍ବାଚନ ଜିତିବା ପରେ ପପୁଙ୍କ ନାମରେ ଗୁରୁତର ଅଭିଯୋଗ, ବ୍ୟବସାୟୀଙ୍କୁ ମାଗୁଥିଲେ ୧ କୋଟି ଟଙ୍କା

ବିହାର ପୂର୍ଣ୍ଣିୟାରୁ ନବନିର୍ବାଚିତ ସାଂସଦ ରାଜେଶ ରଂଜନ ଓରଫ ପପୁ ଯାଦବଙ୍କ ପିଛା ଛାଡ଼ୁନି ବିବାଦ । ନିର୍ବାଚନ ଜିତିବାର…

32 mins ago

ଫ୍ୟାକ୍ଟ୍ରିରେ କିପରି ତିଆରି ହୋଇଥାଏ ପନିର? ଜାଣନ୍ତୁ କେଉଁ କେମିକାଲର ବ୍ୟବହାର ହୋଇଥାଏ

ଅଧିକାଂଶ ଲୋକ ପନିର ଖାଇବାକୁ ବହୁତ ଭଲ ପାଆନ୍ତି । ଭେଜ ଖାଉଥିବା ଲୋକମାନେ ପ୍ରାୟତଃ ଘରେ, ପାର୍ଟି ଏବଂ…

42 mins ago

୬ ଲକ୍ଷରେ ମିଳୁଛି ସେଭେନ୍‌ ସିଟର୍‌ କାର୍‌, ଫ୍ୟାମିଲି ପାଇଁ ପୁରା ଫିଟ୍‌

ଯଦି ଆମେ ମାର୍କେଟରେ ସେଭେନ୍‌ ସିଟର କାର୍ (MPV) ବିଷୟରେ କହିବା, ତେବେ ମାରୁତି ସୁଜୁକିର XL6 ଏବଂ Ertigaର…

55 mins ago

ହରଭଜନ, ଅର୍ଶଦୀପ ଏବଂ ଶିଖ ସଂପ୍ରଦାୟକୁ କ୍ଷମା ମାଗିଲେ କାମରନ ଆକମଲ, ଦେଇଥିଲେ ବିବାଦୀୟ କମେଣ୍ଟ

ଭାରତ ଏବଂ ପାକିସ୍ତାନ ମଧ୍ୟରେ ହୋଇଥିବା ଟି୨୦ ବିଶ୍ୱକପ ମ୍ୟାଚରେ ଭାରତ ମାତ୍ର ୬ ରନରେ ବିଜୟୀ ହୋଇଥିଲା ।…

1 hour ago

ଦିନରେ ଥରେ ଖାଇବା ଏକ ଭଲ ଅଭ୍ୟାସ କି? ଜାଣନ୍ତୁ ଶରୀର ଉପରେ କ’ଣ ପ୍ରଭାବ ପଡିଥାଏ

ଓଜନ ହ୍ରାସ କରିବାକୁ, ଆଜିକାଲି ପ୍ରାୟତଃ ଲୋକମାନେ ଡାଏଟିଂ କରୁଛନ୍ତି । କେହି କେହି ରୁଟି ଖାଇବା ବନ୍ଦ କରିଦିଅନ୍ତି…

1 hour ago