ବ୍ୟବସାୟ ଓ ଅର୍ଥନୀତି

ସୁନାପ୍ରେମୀଙ୍କ ପାଇଁ ଖୁସି ଖବର, ଆଜି କମିଲା ସୁନା ମୂଲ୍ୟ

ସୁନା କିଣିବାକୁ ଦୋକାନକୁ ଯିବା ପୂର୍ବରୁ ଏଠାରେ ପଢ଼ିନିଅନ୍ତୁ କେତେ ଅଛି ୧୦ ଗ୍ରାମ ପ୍ରତି ସୁନା ଦାମ୍‌। ଗତକାଲି ଅପେକ୍ଷା ଆଜି ସୁନା ଦାମ୍‌ କମିଛି। ଆଜି ୩୦୦ ଟଙ୍କା କମିଛି ସୁନା। ଓଡିଶା ରାଜଧାନୀ ଭୁବନେଶ୍ୱରରେ ୨୨ କ୍ୟାରେଟ ସୁନା ୧୦ ଗ୍ରାମ ପ୍ରତି ରହିଛି ୪୯,୦୦୦ ଟଙ୍କା। ସେହିପରି ୨୪ କ୍ୟାରେଟ ସୁନା ମୂଲ୍ୟ ୧୦ ଗ୍ରାମ ପ୍ରତି ରହିଛି ୫୩,୪୫୦ ଟଙ୍କା ରହିଛି। ଆଜି ଭାରତୀୟ ବଜାରରେ ୨୨ କ୍ୟାରେଟ ସୁନା ଦର ଦଶ ଗ୍ରାମ ପ୍ରତି ୪୮,୦୭୦ ଟଙ୍କା ହୋଇଥିବା ବେଳେ ୨୪ କ୍ୟାରେଟ ସୁନା ମୂଲ୍ୟ ମଧ୍ୟ ଦଶ ଗ୍ରାମ ପ୍ରତି ୫୨,୪୭୦ ଟଙ୍କା ରହିଥିବା ଜଣାଯାଇଛି।

ଦେଶର ପ୍ରମୁଖ ସହରମାନଙ୍କରେ ବି ସୁନା ଦରରେ କିଛିଟା ପରିବର୍ତ୍ତନ ଆସିଛି। ମୁମ୍ବାଇରେ ୨୨ କ୍ୟାରେଟ୍ ଓ ୨୪ କ୍ୟାରେଟ୍ ମୂଲ୍ୟ ୪୯,୩୦୦ ଟଙ୍କା ଓ ୫୩,୭୮୦ ଟଙ୍କା ଥିବା ରେକର୍ଡ ହୋଇଥିବା ବେଳେ ନୂଆଦିଲ୍ଲୀରେ ଏହି ଦର ଯଥାକ୍ରମେ ୪୯,୩୦୦ ଟଙ୍କା ଓ ୫୩,୭୮୦ ଟଙ୍କା ରହିଛି। ଦକ୍ଷିଣ ଭାରତର ପ୍ରମୁଖ ସହର ଚେନ୍ନାଇରେ ୨୨ କ୍ୟାରେଟ ମୂଲ୍ୟ ୪୯,୬୯୨ ଟଙ୍କା ଥିବା ବେଳେ ୨୪ କ୍ୟାରେଟ ମୂଲ୍ୟ ୫୪,୨୧୦ ଟଙ୍କା ଥିବା ରେକର୍ଡ ହୋଇଛି। ପୂର୍ବ ଭାରତର ପ୍ରମୁଖ ସହର କୋଲକାତାରେ ଯଥାକ୍ରମେ ୪୯,୩୦୦ ଟଙ୍କା ଓ ୫୩,୭୮୦ ଟଙ୍କା ରହିଛି।
କିନ୍ତୁ ଆଜି ରୁପା ମୂଲ୍ୟ ହ୍ରାସ ପାଇଛି। ଆଜି ରୁପା କିଲୋଗ୍ରାମ ପ୍ରତି ୯୦୦ ଟଙ୍କା କମି ୬୭,୧୦୦ ଟଙ୍କା ରହିଥିବା ନେଇ ରେକର୍ଡ ହୋଇଛି।

 

Pritiparna

Recent Posts

ପରିତ୍ୟକ୍ତ ଘରେ ଅଳିଆ ହୋଇ ପଡିରହିଛି କୁଢ଼ କୁଢ଼ ସାଲାଇନ ଓ ଦରକାରୀ ଇଞ୍ଜେକସନ୍

ଉଦଳା:  ଅଳିଆ ଭାବେ ପଡିଛି କୁଢ଼ କୁଢ଼ ସାଲାଇନ ଓ ଇଞ୍ଜେକସନ୍ । କିଛି ଏକ୍ସପାଏରୀ ହୋଇଛି ତ ଆଉ…

7 mins ago

ଅରବିନ୍ଦ କେଜ୍ରିଓ୍ଵାଲଙ୍କୁ ପୁଣି ଝଟକା, ଇଡି ପରେ ସିବିଆଇ କଲା ଗିରଫ

ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିଓ୍ଵାଲଙ୍କୁ ଗିରଫ କରିଛି ସିବିଆଇ । ଅବକାରୀ ନୀତି ଦୁର୍ନୀତି ମାମଲାରେ ତାଙ୍କୁ ଅଦାଲତରୁ ଗିରଫ…

7 mins ago

ସୁନ୍ଦରଗଡ଼ ଜିଲ୍ଲା କୁଢେଇକଳା ବିଟର ବନଲତା ଗାଁରୁ ବଜ୍ରକାପ୍ତା ଉଦ୍ଧାର

ସୁନ୍ଦରଗଡ଼ : ବଜ୍ରକାପ୍ତା ଉଦ୍ଧାର । ସୁନ୍ଦରଗଡ଼ ଜିଲ୍ଲା କୁଳିପୋଷ ରେଞ୍ଜର କୁଢେଇକଳା ବିଟର ବନଲତା ଗାଁରୁ ଉଦ୍ଧାର କରାଯାଇଛି…

25 mins ago

ଲୋକସଭାରେ ରାହୁଲ ଗାନ୍ଧି ହେବେ ବିରୋଧୀ ନେତା, INDIA ବ୍ଲକ ବୈଠକରେ ନିଷ୍ପତ୍ତି

ଲୋକସଭାରେ ବିରୋଧୀ ନେତା ହେବେ ରାହୁଲ ଗାନ୍ଧି । ଇଣ୍ଡିଆ ବ୍ଲକ୍‌ ଏହା ଉପରେ ମୋହର ମାରିଛି । କଂଗ୍ରେସର…

25 mins ago

ପୁଣି ଲୋକସଭା ବାଚସ୍ପତି ହେଲେ ଓମ୍‌ ବିର୍ଲା, ବାଚ୍‌ନିକ ଭୋଟରେ ହେଲେ ବିଜୟୀ

ପୁଣି ଲୋକସଭାର ବାଚସ୍ପତି ଭାବେ ନିର୍ବାଚିତ ହେଲେ ଓମ୍‌ ବିର୍ଲା । ବାଚ୍‌ନିକ ଭୋଟରେ ନିର୍ବାଚିତ ହେଲେ ଓମ୍‌ ବିର୍ଲା…

30 mins ago

ଆମେରିକା : ଲାସ୍‌ ଭେଗାସ ଆପାର୍ଟମେଣ୍ଟରେ ଗୁଳିମାଡ଼, ୫ ମୃତ

ଆମେରିକାର ଲାସ୍ ଭେଗାସ୍ ସହରରେ ଥିବା ଏକ ଆପାର୍ଟମେଣ୍ଟ ପରିସରରେ ଆଖିବୁଜା ଗୁଳିମାଡ କଲା ଦୁର୍ବୃତ୍ତ । ଗୁଳିକାଣ୍ଡରେ ୫…

52 mins ago