ସୁନା ଦର ଆକାଶ ଛୁଆଁ , କିଣିବା ପୂର୍ବରୁ ଯାଂଚ କରନ୍ତୁ ମୂଲ୍ୟ

ଆଜି ଭାରତୀୟ ବଜାରରେ ୨୨ କ୍ୟାରେଟ ସୁନା ଦର ଦଶ ଗ୍ରାମ ପ୍ରତି ୫୫, ୮୫୦ ଟଙ୍କା ହୋଇଥିବା ବେଳେ ୨୪ କ୍ୟାରେଟ ସୁନା ମୂଲ୍ୟ ମଧ୍ୟ ଦଶ ଗ୍ରାମ ପ୍ରତି ୬୦,୯୩୦ ଟଙ୍କା ରହିଛ। ଓଡ଼ିଶା ରାଜଧାନୀ ଭୁବନେଶ୍ୱରରେ ଏବେ ୨୨ କ୍ୟାରେଟ ଓ ୨୪ କ୍ୟାରେଟ ସୁନା ମୂଲ୍ୟ ୧୦ ଗ୍ରାମ ପ୍ରତି ୫୫,୮୫୦ ଟଙ୍କା ଓ ୬୦ ,୯୩୦ ଟଙ୍କା ହୋଇଛି।

ସୁନା କିଣିବାକୁ ଯାଉଥିଲେ ନଜର ପକାନ୍ତୁ ଆଜି କେତେ ରହିଛି ସୁନା ଦର। ଆଜି ଭାରତୀୟ ବଜାରରେ ୨୨ କ୍ୟାରେଟ ସୁନା ଦର ଦଶ ଗ୍ରାମ ପ୍ରତି ୫୫, ୮୫୦ ଟଙ୍କା ହୋଇଥିବା ବେଳେ ୨୪ କ୍ୟାରେଟ ସୁନା ମୂଲ୍ୟ ମଧ୍ୟ ଦଶ ଗ୍ରାମ ପ୍ରତି ୬୦,୯୩୦ ଟଙ୍କା ରହିଛ। ଓଡ଼ିଶା ରାଜଧାନୀ ଭୁବନେଶ୍ୱରରେ ଏବେ ୨୨ କ୍ୟାରେଟ ଓ ୨୪ କ୍ୟାରେଟ ସୁନା ମୂଲ୍ୟ ୧୦ ଗ୍ରାମ ପ୍ରତି ୫୫,୮୫୦ ଟଙ୍କା ଓ ୬୦ ,୯୩୦ ଟଙ୍କା ହୋଇଛି।

ଦେଶର ପ୍ରମୁଖ ସହରମାନଙ୍କରେ ବି ସୁନା ଦର ସ୍ଥିର ରହିଛି । ମୁମ୍ବାଇରେ ୨୨ କ୍ୟାରେଟ୍ ଓ ୨୪ କ୍ୟାରେଟ୍ ମୂଲ୍ୟ ୫୫,୮୫୦ ଟଙ୍କା ଓ ୬୦,୯୩୦ ଟଙ୍କା ଥିବା ରେକର୍ଡ ହୋଇଥିବା ବେଳେ ନୂଆଦିଲ୍ଲୀରେ ଏହି ଦର ଯଥାକ୍ରମେ ୫୬,୦୦୦ ଟଙ୍କା ଓ ୬୧,୦୮୦ଟଙ୍କା ରହିଛି। ଦକ୍ଷିଣ ଭାରତର ପ୍ରମୁଖ ସହର ଚେନ୍ନାଇରେ ୨୨ କ୍ୟାରେଟ ମୂଲ୍ୟ ୫୬,୩୩୦ ଟଙ୍କା ଥିବା ବେଳେ ୨୪ କ୍ୟାରେଟ ମୂଲ୍ୟ ୬୧,୪୪୦ ଟଙ୍କା ଥିବା ରେକର୍ଡ ହୋଇଛି। ପୂର୍ବ ଭାରତର ପ୍ରମୁଖ ସହର କୋଲକାତାରେ ଯଥାକ୍ରମେ ୫୫,୮୫୦ ଟଙ୍କା ଓ ୬୦,୯୩୦ ଟଙ୍କା ରହିଛି। ସେହିପରି ରୁପା ମୂଲ ୭୬,୨୦୦ ଟଙ୍କା ରହିଥିବା ନେଇ ରେକର୍ଡ ହୋଇଛି।