ବ୍ୟବସାୟ ଓ ଅର୍ଥନୀତି

ଆଜି ପରିବର୍ତ୍ତନ ହୋଇଛି ସୁନା ଦର, କିଣିବାକୁ ଯାଉଥିଲେ ନଜର ପକାନ୍ତୁ

ସୁନା କିଣିବାକୁ ଯାଉଥିଲେ ନଜର ପକାନ୍ତୁ ଆଜି କେତେ ରହିଛି ସୁନା ଦର। ଆଜି ଭାରତୀୟ ବଜାରରେ ୨୨ କ୍ୟାରେଟ ସୁନା ଦର ଦଶ ଗ୍ରାମ ପ୍ରତି ୫୫, ୭୦୦ ଟଙ୍କା ହୋଇଥିବା ବେଳେ ୨୪ କ୍ୟାରେଟ ସୁନା ମୂଲ୍ୟ ମଧ୍ୟ ଦଶ ଗ୍ରାମ ପ୍ରତି ୬୦,୭୬୦ ଟଙ୍କା ରହିଛ। ଓଡ଼ିଶା ରାଜଧାନୀ ଭୁବନେଶ୍ୱରରେ ଏବେ ୨୨ କ୍ୟାରେଟ ଓ ୨୪ କ୍ୟାରେଟ ସୁନା ମୂଲ୍ୟ ୧୦ ଗ୍ରାମ ପ୍ରତି ୫୫,୭୫୦ ଟଙ୍କା ଓ ୬୦ ,୭୬୦ ଟଙ୍କା ହୋଇଛି।

ଦେଶର ପ୍ରମୁଖ ସହରମାନଙ୍କରେ ବି ସୁନା ଦର ସ୍ଥିର ରହିଛି । ମୁମ୍ବାଇରେ ୨୨ କ୍ୟାରେଟ୍ ଓ ୨୪ କ୍ୟାରେଟ୍ ମୂଲ୍ୟ ୫୫,୭୦୦ ଟଙ୍କା ଓ ୬୦,୭୬୦ ଟଙ୍କା ଥିବା ରେକର୍ଡ ହୋଇଥିବା ବେଳେ ନୂଆଦିଲ୍ଲୀରେ ଏହି ଦର ଯଥାକ୍ରମେ ୫୫,୮୫୦ ଟଙ୍କା ଓ ୬୧,୯୧୦ ଟଙ୍କା ରହିଛି। ଦକ୍ଷିଣ ଭାରତର ପ୍ରମୁଖ ସହର ଚେନ୍ନାଇରେ ୨୨ କ୍ୟାରେଟ ମୂଲ୍ୟ ୫୬,୩୦୦ ଟଙ୍କା ଥିବା ବେଳେ ୨୪ କ୍ୟାରେଟ ମୂଲ୍ୟ ୬୧,୪୨୦ ଟଙ୍କା ଥିବା ରେକର୍ଡ ହୋଇଛି। ପୂର୍ବ ଭାରତର ପ୍ରମୁଖ ସହର କୋଲକାତାରେ ଯଥାକ୍ରମେ ୫୫,୭୦୦ ଟଙ୍କା ଓ ୬୦,୭୬୦ ଟଙ୍କା ରହିଛି। ସେହିପରି ରୁପା ମୂଲ ୭୬,୦୦୦ ଟଙ୍କା ରହିଥିବା ନେଇ ରେକର୍ଡ ହୋଇଛି।

Barsha

Recent Posts

ରତ୍ନ ଭଣ୍ଡାର ତୁରନ୍ତ ମରାମତି ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ ବାଲୁକା ଶିଳ୍ପୀ ସୁଦର୍ଶନ ପଟ୍ଟନାୟକ

ପୁରୀ: ରତ୍ନ ଭଣ୍ଡାର ତୁରନ୍ତ ମରାମତି ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ଚିଠି । ଚିଠି ଲେଖି ଅନୁରୋଧ କଲେ ବାଲୁକା ଶିଳ୍ପୀ…

26 mins ago

ଅତିଶୀଙ୍କୁ ଦେଖିବା ପାଇଁ ହସ୍ପିଟାଲରେ ପହଞ୍ଚିଲେ ଅଖିଳେଶ ଯାଦବ, ପଚାରି ବୁଝିଲେ ସ୍ୱାସ୍ଥ୍ୟାବସ୍ଥା

ଦିଲ୍ଲୀର ଜଳ ଓ ଶିକ୍ଷା ମନ୍ତ୍ରୀ ଅତିଶୀ ବର୍ତ୍ତମାନ ହସ୍ପିଟାଲରେ ଅଛନ୍ତି । ତାଙ୍କ ସ୍ୱାସ୍ଥ୍ୟାବସ୍ଥା ବିଷୟରେ ପଚାରି ବୁଝିବା…

28 mins ago

ଚାରି ଫୁଟ୍ ଲମ୍ବର ନାଗ ସହ ସାତଟି ନାଗ ଛୁଆ ଉଦ୍ଧାର

ଯାଜପୁର ଟାଉନ : ଚାରି ଫୁଟ୍ ଲମ୍ବର ନାଗ ସହ ସାତଟି ନାଗ ଛୁଆ ଉଦ୍ଧାର । ଦଶରଥପୁର ବ୍ଲକ…

34 mins ago

ପରିତ୍ୟକ୍ତ ଘରେ ଅଳିଆ ହୋଇ ପଡିରହିଛି କୁଢ଼ କୁଢ଼ ସାଲାଇନ ଓ ଦରକାରୀ ଇଞ୍ଜେକସନ୍

ଉଦଳା:  ଅଳିଆ ଭାବେ ପଡିଛି କୁଢ଼ କୁଢ଼ ସାଲାଇନ ଓ ଇଞ୍ଜେକସନ୍ । କିଛି ଏକ୍ସପାଏରୀ ହୋଇଛି ତ ଆଉ…

43 mins ago

ଅରବିନ୍ଦ କେଜ୍ରିଓ୍ଵାଲଙ୍କୁ ପୁଣି ଝଟକା, ଇଡି ପରେ ସିବିଆଇ କଲା ଗିରଫ

ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିଓ୍ଵାଲଙ୍କୁ ଗିରଫ କରିଛି ସିବିଆଇ । ଅବକାରୀ ନୀତି ଦୁର୍ନୀତି ମାମଲାରେ ତାଙ୍କୁ ଅଦାଲତରୁ ଗିରଫ…

43 mins ago

ସୁନ୍ଦରଗଡ଼ ଜିଲ୍ଲା କୁଢେଇକଳା ବିଟର ବନଲତା ଗାଁରୁ ବଜ୍ରକାପ୍ତା ଉଦ୍ଧାର

ସୁନ୍ଦରଗଡ଼ : ବଜ୍ରକାପ୍ତା ଉଦ୍ଧାର । ସୁନ୍ଦରଗଡ଼ ଜିଲ୍ଲା କୁଳିପୋଷ ରେଞ୍ଜର କୁଢେଇକଳା ବିଟର ବନଲତା ଗାଁରୁ ଉଦ୍ଧାର କରାଯାଇଛି…

1 hour ago