ବ୍ୟବସାୟ ଓ ଅର୍ଥନୀତି

ସୁନା କିଣିବାକୁ ଯାଉଥିଲେ ନଜର ପକାନ୍ତୁ ଆଜି କେତେ ରହିଛି ଦର

ସୁନା କିଣିବାକୁ ଯାଉଥିଲେ ନଜର ପକାନ୍ତୁ ଆଜି କେତେ ରହିଛି ସୁନା ଦର। ଆଜି ଭାରତୀୟ ବଜାରରେ ୨୨ କ୍ୟାରେଟ ସୁନା ଦର ଦଶ ଗ୍ରାମ ପ୍ରତି ୫୫, ୭୦୦ ଟଙ୍କା ହୋଇଥିବା ବେଳେ ୨୪ କ୍ୟାରେଟ ସୁନା ମୂଲ୍ୟ ମଧ୍ୟ ଦଶ ଗ୍ରାମ ପ୍ରତି ୬୦,୭୬୦ ଟଙ୍କା ରହିଛ। ଓଡ଼ିଶା ରାଜଧାନୀ ଭୁବନେଶ୍ୱରରେ ଏବେ ୨୨ କ୍ୟାରେଟ ଓ ୨୪ କ୍ୟାରେଟ ସୁନା ମୂଲ୍ୟ ୧୦ ଗ୍ରାମ ପ୍ରତି ୫୫,୭୦୦ ଟଙ୍କା ଓ ୬୦ ,୭୬୦ ଟଙ୍କା ହୋଇଛି।

ଦେଶର ପ୍ରମୁଖ ସହରମାନଙ୍କରେ ବି ସୁନା ଦର ସ୍ଥିର ରହିଛି । ମୁମ୍ବାଇରେ ୨୨ କ୍ୟାରେଟ୍ ଓ ୨୪ କ୍ୟାରେଟ୍ ମୂଲ୍ୟ ୫୫,୭୦୦ ଟଙ୍କା ଓ ୬୦,୭୬୦ ଟଙ୍କା ଥିବା ରେକର୍ଡ ହୋଇଥିବା ବେଳେ ନୂଆଦିଲ୍ଲୀରେ ଏହି ଦର ଯଥାକ୍ରମେ ୫୫,୮୫୦ ଟଙ୍କା ଓ ୬୧,୯୧୦ ଟଙ୍କା ରହିଛି। ଦକ୍ଷିଣ ଭାରତର ପ୍ରମୁଖ ସହର ଚେନ୍ନାଇରେ ୨୨ କ୍ୟାରେଟ ମୂଲ୍ୟ ୫୬,୩୦୦ ଟଙ୍କା ଥିବା ବେଳେ ୨୪ କ୍ୟାରେଟ ମୂଲ୍ୟ ୬୧,୪୨୦ ଟଙ୍କା ଥିବା ରେକର୍ଡ ହୋଇଛି। ପୂର୍ବ ଭାରତର ପ୍ରମୁଖ ସହର କୋଲକାତାରେ ଯଥାକ୍ରମେ ୫୫,୭୦୦ ଟଙ୍କା ଓ ୬୦,୭୬୦ ଟଙ୍କା ରହିଛି। ସେହିପରି ରୁପା ମୂଲ ୭୬,୧୦୦ ଟଙ୍କା ରହିଥିବା ନେଇ ରେକର୍ଡ ହୋଇଛି।

Barsha

Recent Posts

ସ୍ୱାତି ମାଲିଓ୍ଵାଲଙ୍କୁ ମାଡ଼ ମାମଲା: ଜୁଲାଇ ୬କୁ ବୃଦ୍ଧି ପାଇଲା ବିଭବ କୁମାରଙ୍କ ନ୍ୟାୟିକ ହେପାଜତ

ବଢ଼ିଲା ବିଭବ କୁମାରଙ୍କ ନ୍ୟାୟିକ ହେପାଜତ । ଦିଲ୍ଲୀ ମହିଳା ଆୟୋଗର ପୂର୍ବତନ ଅଧ୍ୟକ୍ଷା ତଥା ରାଜ୍ୟସଭା ସାଂସଦ ସ୍ୱାତି…

21 mins ago

ସୋନାକ୍ଷୀଙ୍କ ବିବାହ ପାଇଁ ସୁନ୍ଦର ଭାବେ ସଜାଯାଇଛି ଶତ୍ରୁଘ୍ନ ସିହ୍ନା ଘର, ସାମ୍ନାକୁ ଆସିଲା ଫଟୋ

ସୋନାକ୍ଷୀ ସିହ୍ନା ଏବଂ ଜାହିର ଇକବାଲଙ୍କ ବିବାହକୁ ନେଇ ଅନେକ ଦିନ ହେବ ସୋସିଆଲ ମିଡିଆରେ ଖୁବ୍‌ ଚର୍ଚ୍ଚା ଚାଲିଛି…

28 mins ago

ଠାଣେ: ଫୁଟବଲ୍‌ ଟର୍ଫ ଉପରେ ଖସିପଡ଼ିଲା ଟିଣ ଶେଡ୍‌, ୯ ଜଣ ପିଲା ଆହତ; ଅନେକ ଗୁରୁତର

ମହାରାଷ୍ଟ୍ରର ଠାଣେର ଉପବନ ଅଞ୍ଚଳରେ ଶୁକ୍ରବାର ରାତିରେ ଏକ ବଡ଼ ଦୁର୍ଘଟଣା ଘଟିଛି । ଏଠାରେ ଥିବା ଫୁଟବଲ୍‌ ଟର୍ଫ…

2 hours ago

ଯେକୌଣସି ବୟସରେ ଦାନ୍ତ ଉଠାଇ ପାରିବେ ଆପଣ, ଆସୁଛି ନୂଆ ମେଡିସିନ୍‌

ଅନେକ କୁନି କୁନି ପିଲା ଥାଆନ୍ତି, ଯେଉଁ ମାନଙ୍କର ଦାନ୍ତ ଉଠେନି । ଏପରିକି ଅନେକ ସମୟରେ ବୟସ୍କ ବ୍ୟକ୍ତିଙ୍କର…

2 hours ago

ଖୋର୍ଦ୍ଧା ଜେଲ୍ ପାଲଟିଛି ବ୍ରାଉନସୁଗର କାରବାରର ନୂଆ ଠିକଣା

ଖୋର୍ଦ୍ଧା(କେନ୍ୟୁଜ): ଖୋର୍ଦ୍ଧା ସହରକୁ ପ୍ରତିଦିନ ଲକ୍ଷ ଲକ୍ଷ ଲୋକଙ୍କ ଯାଆସ । ଏତେ ଲୋକଙ୍କ ଭିଡ ଭିତରେ ଏଠି କେମିତି ଚାଲିଛି…

2 hours ago

୧୦୮ ସୁବାସିତ ଜଳରେ ସ୍ନାନ କରୁଛନ୍ତି ଦାରୁ ଦିଅଁ, ବର୍ଷାରେ ଭିଜି ଦର୍ଶନ କରୁଛନ୍ତି ଶ୍ରଦ୍ଧାଳୁ

ପୁରୀ (କେନ୍ୟୁଜ) : ଆଜି ପବିତ୍ର ଦେବସ୍ନାନ ପୂର୍ଣ୍ଣିମା । ଆଜି ସ୍ନାନ ବେଦୀରୁ ଗଜବେଶରେ ଅଗଣିତ ଭକ୍ତଙ୍କୁ ଦର୍ଶନ…

3 hours ago