ବ୍ୟବସାୟ ଓ ଅର୍ଥନୀତି

ଧାଏଁ ଧାଏଁ ବଢୁଛି ସୁନା ଦର, କିଣିବା ପୂର୍ବରୁ ଯାଂଚ କରନ୍ତୁ ମୂଲ୍ୟ

ସୁନା କିଣିବାକୁ ଯାଉଥିଲେ ନଜର ପକାନ୍ତୁ ଆଜି କେତେ ରହିଛି ସୁନା ଦର। ଆଜି ଭାରତୀୟ ବଜାରରେ ୨୨ କ୍ୟାରେଟ ସୁନା ଦର ଦଶ ଗ୍ରାମ ପ୍ରତି ୫୭, ୨୦୦ ଟଙ୍କା ହୋଇଥିବା ବେଳେ ୨୪ କ୍ୟାରେଟ ସୁନା ମୂଲ୍ୟ ମଧ୍ୟ ଦଶ ଗ୍ରାମ ପ୍ରତି ୬୨,୪୦୦ ଟଙ୍କା ରହିଛ। ଓଡ଼ିଶା ରାଜଧାନୀ ଭୁବନେଶ୍ୱରରେ ଏବେ ୨୨ କ୍ୟାରେଟ ଓ ୨୪ କ୍ୟାରେଟ ସୁନା ମୂଲ୍ୟ ୧୦ ଗ୍ରାମ ପ୍ରତି ୫୭,୨୦୦ ଟଙ୍କା ଓ ୬୨ ,୪୦୦ ଟଙ୍କା ହୋଇଛି।

ଦେଶର ପ୍ରମୁଖ ସହରମାନଙ୍କରେ ବି ସୁନା ଦର ସ୍ଥିର ରହିଛି । ମୁମ୍ବାଇରେ ୨୨ କ୍ୟାରେଟ୍ ଓ ୨୪ କ୍ୟାରେଟ୍ ମୂଲ୍ୟ ୫୭,୨୦୦ ଟଙ୍କା ଓ ୬୨,୪୦୦ ଟଙ୍କା ଥିବା ରେକର୍ଡ ହୋଇଥିବା ବେଳେ ନୂଆଦିଲ୍ଲୀରେ ଏହି ଦର ଯଥାକ୍ରମେ ୫୭,୩୫୦ ଟଙ୍କା ଓ ୬୨,୫୫୦ ଟଙ୍କା ରହିଛି। ଦକ୍ଷିଣ ଭାରତର ପ୍ରମୁଖ ସହର ଚେନ୍ନାଇରେ ୨୨ କ୍ୟାରେଟ ମୂଲ୍ୟ ୫୭,୭୫୦ ଟଙ୍କା ଥିବା ବେଳେ ୨୪ କ୍ୟାରେଟ ମୂଲ୍ୟ ୬୩,୦୦୦ ଟଙ୍କା ଥିବା ରେକର୍ଡ ହୋଇଛି। ପୂର୍ବ ଭାରତର ପ୍ରମୁଖ ସହର କୋଲକାତାରେ ଯଥାକ୍ରମେ ୫୭,୪୦୦ ଟଙ୍କା ଓ ୬୨,୪୦୦ ଟଙ୍କା ରହିଛି। ସେହିପରି ରୁପା ମୂଲ ୭୮,୨୫୦ ଟଙ୍କା ରହିଥିବା ନେଇ ରେକର୍ଡ ହୋଇଛି।

 

 

Barsha

Recent Posts

ଥାନା ଭିତରେ ବୋହୂ, ବାହାରେ ନାତି ନାତୁଣିଙ୍କୁ ଧରି ଛିଡା ହୋଇଛନ୍ତି ଶାଶୁ

ଚୌଦ୍ୱାର : ଶାଶୁ କହୁ କହୁ କାନ୍ଦି ପକାଉଛନ୍ତି । ନିଜର ନାତି ନାତୁଣୀଙ୍କୁ ଧରି ଶାଶୁ ପହଁଚିଛନ୍ତି ଥାନାରେ…

24 mins ago

ରାଜ୍ୟରେ ମୌସୁମୀର ପ୍ରଭାବରେ ବର୍ଷା, ୨୬ ତାରିଖ ବେଳକୁ ସୃଷ୍ଟି ହେବ ଘୂର୍ଣ୍ଣିବଳୟ

ଭୁବନେଶ୍ୱର: ରାଜ୍ଯରେ ସକ୍ରିୟ ରହିଛି ମୌସୁମୀ ବାୟୁ । ପ୍ରଭାବରେ ରାଜ୍ୟବ୍ୟାପୀ ବିଭିନ୍ନ ସ୍ଥାନରେ ବର୍ଷା ଜାରି ରହିଛି ।…

34 mins ago

OSRTC ପକ୍ଷରୁ ସ୍ୱତନ୍ତ୍ର ବ୍ୟବସ୍ଥା, ବିଭିନ୍ନ ତୀର୍ଥକ୍ଷେତ୍ରକୁ ଗଡ଼ିବ ବସ୍‌

ଭୁବନେଶ୍ୱର(କେନ୍ୟୁଜ୍‌): ରଥଯାତ୍ରା ପାଇଁ ଓଏସଆରଟିସି ପକ୍ଷରୁ ହେବ ଏହି ସ୍ୱତନ୍ତ୍ର ବ୍ୟବସ୍ଥା । ପ୍ରତି ବ୍ଲକ ହେଡକ୍ୱାର୍ଟରରୁ ପୁରୀକୁ ଗଡିବ…

46 mins ago

ଫିଲ୍ମ ‘କଲ୍‌କୀ 2898 AD’ର ଆଡଭାନ୍ସ ବୁକିଂ, ଫ୍ୟାନ୍ସଙ୍କ ମଧ୍ୟରେ ଦେଖିବାକୁ ମିଳିଲା ଭିନ୍ନ କ୍ରେଜ୍

ଫ୍ୟାନ୍ସ ଉତ୍ସାହର ସହିତ ପ୍ରଭାସଙ୍କ ଫିଲ୍ମ ‘କଲ୍‌କୀ 2898 AD’କୁ ଅପେକ୍ଷା କରିଛନ୍ତି । ଏହି ଫିଲ୍ମଟି ଜୁନ୍ ୨୭ରେ…

53 mins ago

ପୋଲିସ ବାବୁଙ୍କୁ ମହଙ୍ଗା ପଡିଗଲା ପରକୀୟା ପ୍ରେମ, ପ୍ରମୋସନ ହେବା ବଦଳରେ ହେଲା ଡିମୋସନ୍‌

ପୋଲିସ ବାବୁଙ୍କୁ ମହଙ୍ଗା ପଡ଼ିଲା ପରକୀୟା ପ୍ରେମ । ପ୍ରେମ କରି ଫସିଲେ ପୋଲିସ ବାବୁ। ହୋଟେଲ ରୁମ୍‌ରୁ ପ୍ରେମିକା…

54 mins ago

ଜେପି ନଡ୍ଡାଙ୍କୁ ମିଳିଲା ବଡ଼ ଦାୟିତ୍ୱ, ରାଜ୍ୟସଭାରେ ସଦନର ନେତା ନିଯୁକ୍ତ

କେନ୍ଦ୍ର ସ୍ୱାସ୍ଥ୍ୟମନ୍ତ୍ରୀ ତଥା ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡାଙ୍କୁ ଦଳ ବଡ଼ ଦାୟିତ୍ୱ ହସ୍ତାନ୍ତର କରିଛି । ତାଙ୍କୁ…

1 hour ago