ଉପରମୁହାଁ ସୁନା ଦର, ଜାଣନ୍ତୁ କେତେ ରହିଛି ଆଜିର ମୂଲ୍ୟ

ଆଜି ଭାରତୀୟ ବଜାରରେ ୨୨ କ୍ୟାରେଟ ସୁନା ଦର ଦଶ ଗ୍ରାମ ପ୍ରତି ୫୬,୬୬୦ ଟଙ୍କା ହୋଇଥିବା ବେଳେ ୨୪ କ୍ୟାରେଟ ସୁନା ମୂଲ୍ୟ ମଧ୍ୟ ଦଶ ଗ୍ରାମ ପ୍ରତି ୬୧,୭୫୦ ଟଙ୍କା ରହିଛ। ଓଡ଼ିଶା ରାଜଧାନୀ ଭୁବନେଶ୍ୱରରେ ଏବେ ୨୨ କ୍ୟାରେଟ ଓ ୨୪ କ୍ୟାରେଟ ସୁନା ମୂଲ୍ୟ ୧୦ ଗ୍ରାମ ପ୍ରତି ୫୬,୬୦୦ ଟଙ୍କା ଓ ୬୧ ,୭୫୦ ଟଙ୍କା ହୋଇଛି।

କେନ୍ୟୁଜ୍ (ବ୍ୟୁରୋ): ସୁନା କିଣିବାକୁ ଯାଉଥିଲେ ନଜର ପକାନ୍ତୁ ଆଜି କେତେ ରହିଛି ସୁନା ଦର। ଆଜି ଭାରତୀୟ ବଜାରରେ ୨୨ କ୍ୟାରେଟ ସୁନା ଦର ଦଶ ଗ୍ରାମ ପ୍ରତି ୫୬,୬୬୦ ଟଙ୍କା ହୋଇଥିବା ବେଳେ ୨୪ କ୍ୟାରେଟ ସୁନା ମୂଲ୍ୟ ମଧ୍ୟ ଦଶ ଗ୍ରାମ ପ୍ରତି ୬୧,୭୫୦ ଟଙ୍କା ରହିଛ। ଓଡ଼ିଶା ରାଜଧାନୀ ଭୁବନେଶ୍ୱରରେ ଏବେ ୨୨ କ୍ୟାରେଟ ଓ ୨୪ କ୍ୟାରେଟ ସୁନା ମୂଲ୍ୟ ୧୦ ଗ୍ରାମ ପ୍ରତି ୫୬,୬୦୦ ଟଙ୍କା ଓ ୬୧ ,୭୫୦ ଟଙ୍କା ହୋଇଛି।

ଦେଶର ପ୍ରମୁଖ ସହରମାନଙ୍କରେ ବି ସୁନା ଦର ସ୍ଥିର ରହିଛି । ମୁମ୍ବାଇରେ ୨୨ କ୍ୟାରେଟ୍ ଓ ୨୪ କ୍ୟାରେଟ୍ ମୂଲ୍ୟ ୫୬,୬୦୦ ଟଙ୍କା ଓ ୬୨,୭୫୦ ଟଙ୍କା ଥିବା ରେକର୍ଡ ହୋଇଥିବା ବେଳେ ନୂଆଦିଲ୍ଲୀରେ ଏହି ଦର ଯଥାକ୍ରମେ ୫୭,୭୫୦ ଟଙ୍କା ଓ ୬୧,୯୦୦ ଟଙ୍କା ରହିଛି। ଦକ୍ଷିଣ ଭାରତର ପ୍ରମୁଖ ସହର ଚେନ୍ନାଇରେ ୨୨ କ୍ୟାରେଟ ମୂଲ୍ୟ ୫୭,୧୦୦ ଟଙ୍କା ଥିବା ବେଳେ ୨୪ କ୍ୟାରେଟ ମୂଲ୍ୟ ୬୨,୨୯୦ ଟଙ୍କା ଥିବା ରେକର୍ଡ ହୋଇଛି। ପୂର୍ବ ଭାରତର ପ୍ରମୁଖ ସହର କୋଲକାତାରେ ଯଥାକ୍ରମେ ୫୬,୬୦୦ ଟଙ୍କା ଓ ୬୨,୭୫୦ ଟଙ୍କା ରହିଛି। ସେହିପରି ରୁପା ମୂଲ ୭୮,୧୦୦ ଟଙ୍କା ରହିଥିବା ନେଇ ରେକର୍ଡ ହୋଇଛି।

 

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.