ସୁନା କିଣିବାକୁ ଯାଉଥିଲେ ନଜର ପକାନ୍ତୁ ଆଜି କେତେ ରହିଛି ସୁନା ଦର
ଆଜି ଭାରତୀୟ ବଜାରରେ ୨୨ କ୍ୟାରେଟ ସୁନା ଦର ଦଶ ଗ୍ରାମ ପ୍ରତି ୫୬,୯୫୦ ଟଙ୍କା ହୋଇଥିବା ବେଳେ ୨୪ କ୍ୟାରେଟ ସୁନା ମୂଲ୍ୟ ମଧ୍ୟ ଦଶ ଗ୍ରାମ ପ୍ରତି ୬୨,୧୩୦ ଟଙ୍କା ରହିଛ। ଓଡ଼ିଶା ରାଜଧାନୀ ଭୁବନେଶ୍ୱରରେ ଏବେ ୨୨ କ୍ୟାରେଟ ଓ ୨୪ କ୍ୟାରେଟ ସୁନା ମୂଲ୍ୟ ୧୦ ଗ୍ରାମ ପ୍ରତି ୫୬,୯୫୦ ଟଙ୍କା ଓ ୬୨ ,୧୩୦ ଟଙ୍କା ହୋଇଛି।
କେନ୍ୟୁଜ୍ (ବ୍ୟୁରୋ): ସୁନା କିଣିବାକୁ ଯାଉଥିଲେ ନଜର ପକାନ୍ତୁ ଆଜି କେତେ ରହିଛି ସୁନା ଦର। ଆଜି ଭାରତୀୟ ବଜାରରେ ୨୨ କ୍ୟାରେଟ ସୁନା ଦର ଦଶ ଗ୍ରାମ ପ୍ରତି ୫୬,୯୫୦ ଟଙ୍କା ହୋଇଥିବା ବେଳେ ୨୪ କ୍ୟାରେଟ ସୁନା ମୂଲ୍ୟ ମଧ୍ୟ ଦଶ ଗ୍ରାମ ପ୍ରତି ୬୨,୧୩୦ ଟଙ୍କା ରହିଛ। ଓଡ଼ିଶା ରାଜଧାନୀ ଭୁବନେଶ୍ୱରରେ ଏବେ ୨୨ କ୍ୟାରେଟ ଓ ୨୪ କ୍ୟାରେଟ ସୁନା ମୂଲ୍ୟ ୧୦ ଗ୍ରାମ ପ୍ରତି ୫୬,୯୫୦ ଟଙ୍କା ଓ ୬୨ ,୧୩୦ ଟଙ୍କା ହୋଇଛି।
ଦେଶର ପ୍ରମୁଖ ସହରମାନଙ୍କରେ ବି ସୁନା ଦର ସ୍ଥିର ରହିଛି । ମୁମ୍ବାଇରେ ୨୨ କ୍ୟାରେଟ୍ ଓ ୨୪ କ୍ୟାରେଟ୍ ମୂଲ୍ୟ ୫୬,୯୫୦ ଟଙ୍କା ଓ ୬୨,୧୩୦ ଟଙ୍କା ଥିବା ରେକର୍ଡ ହୋଇଥିବା ବେଳେ ନୂଆଦିଲ୍ଲୀରେ ଏହି ଦର ଯଥାକ୍ରମେ ୫୭,୧୦୦ ଟଙ୍କା ଓ ୬୨,୨୮୦ ଟଙ୍କା ରହିଛି। ଦକ୍ଷିଣ ଭାରତର ପ୍ରମୁଖ ସହର ଚେନ୍ନାଇରେ ୨୨ କ୍ୟାରେଟ ମୂଲ୍ୟ ୫୭,୩୭୦ ଟଙ୍କା ଥିବା ବେଳେ ୨୪ କ୍ୟାରେଟ ମୂଲ୍ୟ ୬୨,୫୯୦ ଟଙ୍କା ଥିବା ରେକର୍ଡ ହୋଇଛି। ପୂର୍ବ ଭାରତର ପ୍ରମୁଖ ସହର କୋଲକାତାରେ ଯଥାକ୍ରମେ ୫୬,୯୫୦ ଟଙ୍କା ଓ ୬୨,୧୩୦ ଟଙ୍କା ରହିଛି। ସେହିପରି ରୁପା ମୂଲ ୭୮,୦୦୦ ଟଙ୍କା ରହିଥିବା ନେଇ ରେକର୍ଡ ହୋଇଛି।