ନଜର ପକାନ୍ତୁ ଆଜି କେତେ ରହିଛି ସୁନା ଦର

ଆଜି ଭାରତୀୟ ବଜାରରେ ୨୨ କ୍ୟାରେଟ ସୁନା ଦର ଦଶ ଗ୍ରାମ ପ୍ରତି ୫୬,୧୦୦ ଟଙ୍କା ହୋଇଥିବା ବେଳେ ୨୪ କ୍ୟାରେଟ ସୁନା ମୂଲ୍ୟ ମଧ୍ୟ ଦଶ ଗ୍ରାମ ପ୍ରତି ୬୧,୨୨୦ ଟଙ୍କା ରହିଛ। ଓଡ଼ିଶା ରାଜଧାନୀ ଭୁବନେଶ୍ୱରରେ ଏବେ ୨୨ କ୍ୟାରେଟ ଓ ୨୪ କ୍ୟାରେଟ ସୁନା ମୂଲ୍ୟ ୧୦ ଗ୍ରାମ ପ୍ରତି ୫୬,୧୦୦ ଟଙ୍କା ଓ ୬୧ ,୨୦୦ ଟଙ୍କା ହୋଇଛି।

କେନ୍ୟୁଜ୍ (ବ୍ୟୁରୋ): ସୁନା କିଣିବାକୁ ଯାଉଥିଲେ ନଜର ପକାନ୍ତୁ ଆଜି କେତେ ରହିଛି ସୁନା ଦର। ଆଜି ଭାରତୀୟ ବଜାରରେ ୨୨ କ୍ୟାରେଟ ସୁନା ଦର ଦଶ ଗ୍ରାମ ପ୍ରତି ୫୬,୧୦୦ ଟଙ୍କା ହୋଇଥିବା ବେଳେ ୨୪ କ୍ୟାରେଟ ସୁନା ମୂଲ୍ୟ ମଧ୍ୟ ଦଶ ଗ୍ରାମ ପ୍ରତି ୬୧,୨୨୦ ଟଙ୍କା ରହିଛ। ଓଡ଼ିଶା ରାଜଧାନୀ ଭୁବନେଶ୍ୱରରେ ଏବେ ୨୨ କ୍ୟାରେଟ ଓ ୨୪ କ୍ୟାରେଟ ସୁନା ମୂଲ୍ୟ ୧୦ ଗ୍ରାମ ପ୍ରତି ୫୬,୧୦୦ ଟଙ୍କା ଓ ୬୧ ,୨୦୦ ଟଙ୍କା ହୋଇଛି।

ଦେଶର ପ୍ରମୁଖ ସହରମାନଙ୍କରେ ବି ସୁନା ଦର ସ୍ଥିର ରହିଛି । ମୁମ୍ବାଇରେ ୨୨ କ୍ୟାରେଟ୍ ଓ ୨୪ କ୍ୟାରେଟ୍ ମୂଲ୍ୟ ୫୬,୧୦୦ ଟଙ୍କା ଓ ୬୧,୩୫୦ ଟଙ୍କା ଥିବା ରେକର୍ଡ ହୋଇଥିବା ବେଳେ ନୂଆଦିଲ୍ଲୀରେ ଏହି ଦର ଯଥାକ୍ରମେ ୫୬,୨୫୦ ଟଙ୍କା ଓ ୬୧,୩୫୦ ଟଙ୍କା ରହିଛି। ଦକ୍ଷିଣ ଭାରତର ପ୍ରମୁଖ ସହର ଚେନ୍ନାଇରେ ୨୨ କ୍ୟାରେଟ ମୂଲ୍ୟ ୫୬,୫୦୦ ଟଙ୍କା ଥିବା ବେଳେ ୨୪ କ୍ୟାରେଟ ମୂଲ୍ୟ ୬୧,୬୪୦ ଟଙ୍କା ଥିବା ରେକର୍ଡ ହୋଇଛି। ପୂର୍ବ ଭାରତର ପ୍ରମୁଖ ସହର କୋଲକାତାରେ ଯଥାକ୍ରମେ ୫୬,୧୦୦ ଟଙ୍କା ଓ ୬୧,୨୦୦ ଟଙ୍କା ରହିଛି। ସେହିପରି ରୁପା ମୂଲ ୭୪,୬୦୦ ଟଙ୍କା ରହିଥିବା ନେଇ ରେକର୍ଡ ହୋଇଛି।ରହିଛି।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.