କଣ ରହିଛି ଆଜିର ସୁନା ଦର ; ଏଠାରେ ଚେକ କରି ଜାଣି ନିଅନ୍ତୁ

ଆଜି ଭାରତୀୟ ବଜାରରେ ୨୨ କ୍ୟାରେଟ ସୁନା ଦର ଦଶ ଗ୍ରାମ ପ୍ରତି ୫୫,୨୦୦ ଟଙ୍କା ହୋଇଥିବା ବେଳେ ୨୪ କ୍ୟାରେଟ ସୁନା ମୂଲ୍ୟ ମଧ୍ୟ ଦଶ ଗ୍ରାମ ପ୍ରତି ୬୦,୨୨୦ ଟଙ୍କା ରହିଛ। ଓଡ଼ିଶାର ରାଜଧାନୀ ଭୁବନେଶ୍ୱରରେ ଏବେ ୨୨ କ୍ୟାରେଟ ଓ ୨୪ କ୍ୟାରେଟ ସୁନା ମୂଲ୍ୟ ୧୦ ଗ୍ରାମ ପ୍ରତି ୫୫,୨୦୦ ଟଙ୍କା ଓ ୬୦, ୨୨୦ ଟଙ୍କା ହୋଇଛି।

କେନ୍ୟୁଜ(ବ୍ୟୁରୋ): ସୁନା କିଣିବାକୁ ଯଦି ମନବଳାଇଛନ୍ତି ତେବେ କିଣିବା ପୂର୍ବରୁ ନଜର ପକାନ୍ତୁ ଭାରତର ପ୍ରମୁଖ ସହର ଓ ଓଡିଶାରେ କେତେ ରହିଛି ସୁନା ଦର। ଆଜି ଭାରତୀୟ ବଜାରରେ ୨୨ କ୍ୟାରେଟ ସୁନା ଦର ଦଶ ଗ୍ରାମ ପ୍ରତି ୫୫,୨୦୦ ଟଙ୍କା ହୋଇଥିବା ବେଳେ ୨୪ କ୍ୟାରେଟ ସୁନା ମୂଲ୍ୟ ମଧ୍ୟ ଦଶ ଗ୍ରାମ ପ୍ରତି ୬୦,୨୨୦ ଟଙ୍କା ରହିଛ। ଓଡ଼ିଶାର ରାଜଧାନୀ ଭୁବନେଶ୍ୱରରେ ଏବେ ୨୨ କ୍ୟାରେଟ ଓ ୨୪ କ୍ୟାରେଟ ସୁନା ମୂଲ୍ୟ ୧୦ ଗ୍ରାମ ପ୍ରତି ୫୫,୨୦୦ ଟଙ୍କା ଓ ୬୦, ୨୨୦ ଟଙ୍କା ହୋଇଛି।

ଦେଶର ପ୍ରମୁଖ ସହରମାନଙ୍କରେ ବି ସୁନା ଦର ସ୍ଥିର ରହିଛି । ମୁମ୍ବାଇରେ ୨୨ କ୍ୟାରେଟ୍ ଓ ୨୪ କ୍ୟାରେଟ୍ ମୂଲ୍ୟ ୫୫,୨୦୦ ଟଙ୍କା ଓ ୬୦,୨୨୦ ଟଙ୍କା ଥିବା ରେକର୍ଡ ହୋଇଥିବା ବେଳେ ନୂଆଦିଲ୍ଲୀରେ ଏହି ଦର ଯଥାକ୍ରମେ ୫୫,୩୫୦ ଟଙ୍କା ଓ ୬୦,୩୭୦ ଟଙ୍କା ରହିଛି । ଦକ୍ଷିଣ ଭାରତର ପ୍ରମୁଖ ସହର ଚେନ୍ନାଇରେ ୨୨ କ୍ୟାରେଟ ମୂଲ୍ୟ ୫୫,୬୫୦ ଟଙ୍କା ଥିବା ବେଳେ ୨୪ କ୍ୟାରେଟ ମୂଲ୍ୟ ୬୦,୭୨୦ ଟଙ୍କା ଥିବା ରେକର୍ଡ ହୋଇଛି । ପୂର୍ବ ଭାରତର ପ୍ରମୁଖ ସହର କୋଲକାତାରେ ଯଥାକ୍ରମେ ୫୫,୨୦୦ ଟଙ୍କା ଓ ୬୦,୨୨୦ ଟଙ୍କା ରହିଛି। ସେହିପରି ରୁପା ମୂଲ ୧ କିଲୋଗ୍ରାମ ପ୍ରତି ୭୩,୪୦୦ ଟଙ୍କା ରହିଥିବା ନେଇ ରେକର୍ଡ ହୋଇଛି।

Leave A Reply

Your email address will not be published.