ଖୁସି ଖବର; କମିଲା ସୁନା ଦର, ଜାଣନ୍ତୁ କେତେ ରହିଛି ଦାମ୍

ଆଜି ଭାରତୀୟ ବଜାରରେ ୨୨ କ୍ୟାରେଟ ସୁନା ଦର ଦଶ ଗ୍ରାମ ପ୍ରତି ୫୪,୧୦୦ ଟଙ୍କା ହୋଇଥିବା ବେଳେ ୨୪ କ୍ୟାରେଟ ସୁନା ମୂଲ୍ୟ ମଧ୍ୟ ଦଶ ଗ୍ରାମ ପ୍ରତି ୫୯,୦୨୦ ଟଙ୍କା ରହିଛି । ଓଡ଼ିଶାର ରାଜଧାନୀ ଭୁବନେଶ୍ୱରରେ ଏବେ ୨୨ କ୍ୟାରେଟ ଓ ୨୪ କ୍ୟାରେଟ ସୁନା ମୂଲ୍ୟ ୧୦ ଗ୍ରାମ ପ୍ରତି ୫୪,୧୦୦ ଟଙ୍କା ଓ ୫୯,୦୨୦ ଟଙ୍କା ହୋଇଛି।

ସବୁଦିନ ଅପେକ୍ଷା ଆଜି ସୁନା ଦରରେ ବଡ଼ ପରିବର୍ତ୍ତନ ହୋଇଛି। ଆଜି ଭାରତୀୟ ବଜାରରେ ୨୨ କ୍ୟାରେଟ ସୁନା ଦର ଦଶ ଗ୍ରାମ ପ୍ରତି ୫୪,୧୦୦ ଟଙ୍କା ହୋଇଥିବା ବେଳେ ୨୪ କ୍ୟାରେଟ ସୁନା ମୂଲ୍ୟ ମଧ୍ୟ ଦଶ ଗ୍ରାମ ପ୍ରତି ୫୯,୦୨୦ ଟଙ୍କା ରହିଛି । ଓଡ଼ିଶାର ରାଜଧାନୀ ଭୁବନେଶ୍ୱରରେ ଏବେ ୨୨ କ୍ୟାରେଟ ଓ ୨୪ କ୍ୟାରେଟ ସୁନା ମୂଲ୍ୟ ୧୦ ଗ୍ରାମ ପ୍ରତି ୫୪,୧୦୦ ଟଙ୍କା ଓ ୫୯,୦୨୦ ଟଙ୍କା ହୋଇଛି।

ଦେଶର ପ୍ରମୁଖ ସହରମାନଙ୍କରେ ବି ସୁନା ଦର ସ୍ଥିର ରହିଛି । ମୁମ୍ବାଇରେ ୨୨ କ୍ୟାରେଟ୍ ଓ ୨୪ କ୍ୟାରେ ଟ୍ ମୂଲ୍ୟ ୫୪,୧୦୦ ଟଙ୍କା ଓ ୫୯,୦୨୦ ଟଙ୍କା ଥିବା ରେକର୍ଡ ହୋଇଥିବା ବେଳେ ନୂଆଦିଲ୍ଲୀରେ ଏହି ଦର ଯଥାକ୍ରମେ ୫୪,୨୫୦ ଟଙ୍କା ଓ ୫୯,୧୭୦ ଟଙ୍କା ରହିଛି । ଦକ୍ଷିଣ ଭାରତର ପ୍ରମୁଖ ସହର ଚେନ୍ନାଇରେ ୨୨ କ୍ୟାରେଟ ମୂଲ୍ୟ ୫୪,୪୫୦ ଟଙ୍କା ଥିବା ବେଳେ ୨୪ କ୍ୟାରେଟ ମୂଲ୍ୟ ୫୯,୪୦୦ ଟଙ୍କା ଥିବା ରେକର୍ଡ ହୋଇଛି । ପୂର୍ବ ଭାରତର ପ୍ରମୁଖ ସହର କୋଲକାତାରେ ଯଥାକ୍ରମେ ୫୪,୧୦୦ ଟଙ୍କା ଓ ୫୯,୦୩୦ ଟଙ୍କା ରହିଛି। ସେହିପରି ରୁପା ମୂଲ ୧ କିଲୋଗ୍ରାମ ପ୍ରତି ୭୧,୫୦୦ ଟଙ୍କା ରହିଥିବା ନେଇ ରେକର୍ଡ ହୋଇଛି।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.