ବ୍ୟବସାୟ ଓ ଅର୍ଥନୀତି

ଆଜିବି ପୁଣି କମିଛି ସୁନା ଦର, ଜାଣନ୍ତୁ କେତେ ରହିଛି ଆପଣଙ୍କ ସହରରେ ଦାମ୍‌

ଆଜି ଭାରତୀୟ ବଜାରରେ ୨୨ କ୍ୟାରେଟ ସୁନା ଦର ଦଶ ଗ୍ରାମ ପ୍ରତି ୪୭,୮୫୦ ଟଙ୍କାରେ ପହଞ୍ଚିଥିବା ବେଳେ ୨୪ କ୍ୟାରେଟ ସୁନା ମୂଲ୍ୟ ଦଶ ଗ୍ରାମ ପ୍ରତି ୪୮,୮୫୦ ଟଙ୍କାରେ ପହଞ୍ଚିଥିବା ଜଣାଯାଇଛି। ଓଡ଼ିଶା ରାଜଧାନୀ ଭୁବନେଶ୍ୱରରେ ଏବେ ୨୨ କ୍ୟାରେଟ ଓ ୨୪ କ୍ୟାରେଟ ସୁନା ମୂଲ୍ୟ ୧୦ ଗ୍ରାମ ପ୍ରତି ୪୫,୬୧୦ ଟଙ୍କା ଓ ୪୯,୭୫୦ ଟଙ୍କା ଛୁଇଁଛି।

ଦେଶର ପ୍ରମୁଖ ସହର ମାନଙ୍କରେ ବି ସୁନା ଦରରେ କିଛିଟା ପରିବର୍ତ୍ତନ ଆସିଛି। ମୁମ୍ବାଇରେ ୨୨ କ୍ୟାରେଟ ଓ ୨୪ କ୍ୟାରେଟ ମୂଲ୍ୟ ୪୭,୮୫୦ ଟଙ୍କା ଓ ୪୮,୮୫୦ ଟଙ୍କା ଥିବା ରେକର୍ଡ ହୋଇଥିବା ବେଳେ ନୂଆଦିଲ୍ଲୀରେ ଏହି ଦର ଯଥାକ୍ରମେ ୪୭,୬୬୦ ଟଙ୍କା ଓ ୫୧,୯୯୦ ଟଙ୍କା ରହିଛି। ଦକ୍ଷିଣ ଭାରତର ପ୍ରମୁଖ ସହର ଚେନ୍ନାଇରେ ୨୨ କ୍ୟାରେଟ ମୂଲ୍ୟ ୪୬,୧୩୦ ଟଙ୍କା ଥିବା ବେଳେ ୨୪ କ୍ୟାରେଟ ମୂଲ୍ୟ ୫୦,୩୧୦ ଟଙ୍କା ଥିବା ରେକର୍ଡ ହୋଇଛି । ପୂର୍ବ ଭାରତର ପ୍ରମୁଖ ସହର କୋଲକାତାରେ ଯଥାକ୍ରମେ ୫୦,୦୯୦ ଟଙ୍କା ଓ ୫୨,୪୯୦ଟଙ୍କା ରହିଛି । ଅନ୍ୟପଟେ ରୁପା ମୂଲ୍ୟ କିଲୋଗ୍ରାମ ପ୍ରତି ୬୪,୮୦୦ ଟଙ୍କା ଥିବା ରେକର୍ଡ ହୋଇଛି।

Sonalisa

Recent Posts

ଓଡିଆ ପଣ୍ଡିତଙ୍କୁ ଗଙ୍ଗା ଘାଟ ଛାଡିବାକୁ ବାଧ୍ୟ କରାଯାଉଛି, ଚିନ୍ତାରେ ବର୍ଷ ବର୍ଷ ଧରି ରହିଆସୁଥିବା ଓଡିଆ ବ୍ରାହ୍ମଣ

କୋଲକାତା (କେନ୍ୟୁଜ) : ପୁଣ୍ୟତୋୟା ଗଙ୍ଗା ଘାଟଗୁଡ଼ିକ ଧର୍ମ ସଂସ୍କୃତି ଓ ଆସ୍ଥାର ପ୍ରମୁଖ ସ୍ଥଳୀ ଭାବରେ ପରିଚିତି ଲାଭ…

33 mins ago

ଘରେ କଳାକନା ବୁଲାଇ ୨୫ ଲକ୍ଷ ଟଙ୍କାର ସୁନା ଅଳଙ୍କାର ଓ ଆସବାବ ପତ୍ର ନେଇଗଲେ ଚୋର

ତାଳଚେର (କେନ୍ୟୁଜ) : ଯଦି ଆପଣ କେବେ ନିଜ ଘର ତାଲା ପକାଇ ବନ୍ଧୁ ଘର କିମ୍ବା ସମ୍ପର୍କୀୟଙ୍କ ଘରକୁ…

33 mins ago

କଳିଙ୍ଗ ଷ୍ଟାଡିୟମ କ୍ରୀଡ଼ା ଭିତ୍ତିଭୂମିର ସମୀକ୍ଷା କଲେ କ୍ରୀଡ଼ାମନ୍ତ୍ରୀ ସୂର୍ଯ୍ୟବଂଶୀ ସୁରଜ

ଭୁବନେଶ୍ୱର(କେନ୍ୟୁଜ୍‌): କ୍ରୀଡ଼ା ଓ ଯୁବସେବା ମାନ୍ୟବର ମନ୍ତ୍ରୀ ଶ୍ରୀ ସୂର୍ଯ୍ୟବଂଶୀ ସୁରଜ ଆଜି କଳିଙ୍ଗ ଷ୍ଟାଡିୟମ ଗସ୍ତ କରି ରାଜ୍ୟର…

40 mins ago

ଭୋଜି ଖାଇ ଫେରୁଥିଲେ ହେଲେ ଏକାସାଥିରେ ଆରପାରିକୁ ଚାଲିଗଲେ ଚାରି ସାଙ୍ଗ

ନୂଆପଡା (କେନ୍ୟୁଜ) : ଭୋଜି ଖାଇ ସାଙ୍ଗ ହୋଇ ଫେରୁଥିଲେ ଏହି ୪ ଜଣ ସାଙ୍ଗ । ଏମାନେ ୪…

46 mins ago

ଆଜି ସାରା ବିଶ୍ୱ ପାଳିଲା ‘ଆର୍ଟ ଅଫ୍ ଗିଭିଂ’ ଦିବସ

ଭୁବନେଶ୍ୱର(କେନ୍ୟୁଜ୍‌): ଜୁନ୍ ୧୭ ତାରିଖରେ ଭାରତ ସମେତ ବିଶ୍ୱର ୨୦୦ଟି ଦେଶର ୨୫ହଜାର ସ୍ଥାନରେ ୧୧ଶ ଅନ୍ତର୍ଜାତୀୟ ‘ଆର୍ଟ ଅଫ୍…

1 hour ago

ମହାନତା ଦେଖାଇଲେ ମୁଖ୍ୟମନ୍ତ୍ରୀ, ପୀଡିତଙ୍କୁ ୩୦ ହଜାର ଟଙ୍କା ସହ ଯୋଗାଇଲେ ଚିକିତ୍ସା

ଚାନ୍ଦବାଲି (କେନ୍ୟୁଜ): ଏ ଶରୀର କ୍ଷଣସ୍ଥାୟୀ । ସତରେ ଏ ଶରୀର କିଛି ନୁହେଁ ଆଜି ଭଲ ଅଛି ତ…

1 hour ago