ବ୍ୟବସାୟ ଓ ଅର୍ଥନୀତି

ଖୁସି ଖବର; କମିଲା ସୁନା ରୁପା ଦର , ଜାଣନ୍ତୁ କେତେ ରହିଛି ଦାମ୍

କେନ୍ୟୁଜ୍(ବ୍ୟୁରୋ): ସୁନା କିଣିବାକୁ ଯାଉଥିଲେ ନଜର ପକାନ୍ତୁ ଆଜି ଓଡ଼ିଶା ସମେତ ଦେଶର ପ୍ରମୁଖ ସହର ମାନଙ୍କରେ କେତେ ରହିଛି ସୁନା ଦର। ଆଜି ଭାରତୀୟ ବଜାରରେ ୨୨ କ୍ୟାରେଟ ସୁନା ଦର ଦଶ ଗ୍ରାମ ପ୍ରତି ୫୪,୫୫୦ ଟଙ୍କା ହୋଇଥିବା ବେଳେ ୨୪ କ୍ୟାରେଟ ସୁନା ମୂଲ୍ୟ ମଧ୍ୟ ଦଶ ଗ୍ରାମ ପ୍ରତି ୫୯,୫୧୦ ଟଙ୍କା ରହିଛି । ଓଡ଼ିଶାର ରାଜଧାନୀ ଭୁବନେଶ୍ୱରରେ ଏବେ ୨୨ କ୍ୟାରେଟ ଓ ୨୪ କ୍ୟାରେଟ ସୁନା ମୂଲ୍ୟ ୧୦ ଗ୍ରାମ ପ୍ରତି ୫୪,୫୫୦ ଟଙ୍କା ଓ ୫୯,୫୧୦ ଟଙ୍କା ହୋଇଛି।

ଦେଶର ପ୍ରମୁଖ ସହରମାନଙ୍କରେ ବି ସୁନା ଦରବଢିଛି । ମୁମ୍ବାଇରେ ୨୨ କ୍ୟାରେଟ୍ ଓ ୨୪ କ୍ୟାରେଟ୍ ମୂଲ୍ୟ ୫୪,୫୫୦ ଟଙ୍କା ଓ ୫୯,୫୧୦ ଟଙ୍କା ଥିବା ରେକର୍ଡ ହୋଇଥିବା ବେଳେ ନୂଆଦିଲ୍ଲୀରେ ଏହି ଦର ଯଥାକ୍ରମେ ୫୪,୭୦୦ଟଙ୍କା ଓ ୫୯,୬୬୦ଟଙ୍କା ରହିଛି । ଦକ୍ଷିଣ ଭାରତର ପ୍ରମୁଖ ସହର ଚେନ୍ନାଇରେ ୨୨ କ୍ୟାରେଟ ମୂଲ୍ୟ ୫୫,୦୦୦ ଟଙ୍କା ଥିବା ବେଳେ ୨୪ କ୍ୟାରେଟ ମୂଲ୍ୟ ୬୦,୦୦୦ ଟଙ୍କା ଥିବା ରେକର୍ଡ ହୋଇଛି । ପୂର୍ବ ଭାରତର ପ୍ରମୁଖ ସହର କୋଲକାତାରେ ଯଥାକ୍ରମେ ୫୪,୫୫୦ଟଙ୍କା ଓ ୫୯,୫୧୦ ଟଙ୍କା ରହିଛି। ସେହିପରି ରୁପା ମୂଲ ୧ କିଲୋଗ୍ରାମ ପ୍ରତି ୭୨,୮୦୦ଟଙ୍କା ରହିଥିବା ନେଇ ରେକର୍ଡ ହୋଇଛି।

Barsha

Recent Posts

ଆଜିର ରାଶିଫଳ : ଏହି ରାଶିର ଲୋକଙ୍କର ଆଜି ସମାଜରେ ମାନ ସମ୍ମାନ ବଢିବ

ମେଷ: ପାରିବାରିକ ଜୀବନ ସୁଖମୟ ହେବ । ଆୟ ହ୍ରାସ ଏବଂ ଖର୍ଚ୍ଚ ବୃଦ୍ଧି ହେବ । ପ୍ରଗତିର ସମ୍ଭାବନା…

26 mins ago

ଆସନ୍ତାକାଲି ମଙ୍ଗଳ ଆଳତୀ ପରେ ଖୋଲିବ ଶ୍ରୀମନ୍ଦିରର ଚାରି ଦ୍ୱାର

ଭୁବନେଶ୍ୱର (କେନ୍ୟୁଜ୍‌) : ମୋହନ ମାଝୀଙ୍କ ବିଜେପି ସରକାର ଆଜି ଶପଥ ନେବା ପରେ କ୍ୟାବିନେଟରେ ୪ଟି ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତାବକୁ…

3 hours ago

ମା ଯଶୋଦା କଳା ପରିଷଦ ପକ୍ଷରୁ ନୂଆ ମୁଖ୍ୟମନ୍ତ୍ରୀଙ୍କୁ ସଙ୍ଗୀତ ମାଧ୍ୟମରେ ଜଣାଇଲେ ଶୁଭେଚ୍ଛା

ଯାଜପୁର(କେନ୍ୟୁଜ୍‌): ନୂତନ ମୁଖ୍ୟମନ୍ତ୍ରୀଙ୍କୁ ସ୍ଵାଗତ ସଙ୍ଗୀତ ମାଧ୍ୟମରେ ସ୍ୱାଗତ ଓ ସମ୍ବର୍ଦ୍ଧନା। ଯାଜପୁର ଦଶରଥପୁର ବ୍ଲକ ଅନ୍ତର୍ଗତ ମଙ୍ଗଳପୁରର ଅଗ୍ରଣୀ…

3 hours ago

ଶପଥ ଗ୍ରହଣ ପରେ ବିଜେପି ସରକାରଙ୍କ ପ୍ରଥମ କ୍ୟାବିନେଟ ବୈଠକ

ଭୁବନେଶ୍ୱର(କେନ୍ୟୁଜ୍‌): ମୋହନ ମାଝୀ ସରକାରଙ୍କ ପ୍ରଥମ କ୍ୟାବିନେଟ ବୈଠକ । ଶପଥ ଗ୍ରହଣ ପରେ ବିଜେପି ସରକାରଙ୍କ ପ୍ରଥମ କ୍ୟାବିନେଟ…

4 hours ago

ଚିକିତ୍ସା ସୁବିଧା ପାଇଁ କିଏ ଭଲ ଏବେ ଆପଣ ହିଁ ବିଚାର କରନ୍ତୁ

ଦେହ ଅଛି ତ ରୋଗ ଅଛି । ସେଥିଲାଗି ତ କୁହାଯାଏ, ସ୍ୱାସ୍ଥ୍ୟ ହିଁ ସମ୍ପଦ । ପ୍ରତିଟି ଜୀବନ…

4 hours ago

ସୁରମା ପାଢୀ ହୋଇପାରନ୍ତି ନୂଆ ବାଚସ୍ପତି

ଭୁବନେଶ୍ୱର(କେନ୍ୟୁଜ୍‌): ସୁରମା ପାଢୀ ହୋଇପାରନ୍ତି ନୂଆ ବାଚସ୍ପତି । ବିଧାନସଭା ବାଚସ୍ପତି ଭାବେ ରଣପୁରର ବିଧାୟିକାଙ୍କ ନାଁକୁ ନେଇ ଚର୍ଚ୍ଚା…

4 hours ago