ସ୍ଥିର ଅଛି ସୁନା ଦର। ଆଜି ଭାରତୀୟ ବଜାରରେ ୨୨ କ୍ୟାରେଟ ସୁନା ଦର ଦଶ ଗ୍ରାମ ପ୍ରତି ୪୮,୪୫୦ ଟଙ୍କା ଥିବା ବେଳେ ୨୪ କ୍ୟାରେଟ ସୁନା ମୂଲ୍ୟ ଦଶ ଗ୍ରାମ ପ୍ରତି ୫୨,୮୬୦ ଟଙ୍କା ଥିବା ଜଣାଯାଇଛି। ଓଡ଼ିଶା ରାଜଧାନୀ ଭୁବନେଶ୍ୱରରେ ଏବେ ୨୨ କ୍ୟାରେଟ ଓ ୨୪ କ୍ୟାରେଟ ସୁନା ମୂଲ୍ୟ ୧୦ ଗ୍ରାମ ପ୍ରତି ୪୮,୪୫୦ ଟଙ୍କା ଓ ୫୨,୮୬୦ ଟଙ୍କା ଛୁଇଁଛି।
ଦେଶର ପ୍ରମୁଖ ସହର ମାନଙ୍କରେ ବି ସୁନା ଦରରେ କିଛିଟା ପରିବର୍ତ୍ତନ ଆସିଛି। ମୁମ୍ବାଇରେ ୨୨ କ୍ୟାରେଟ ଓ ୨୪ କ୍ୟାରେଟ ମୂଲ୍ୟ ୪୮,୪୫୦ ଟଙ୍କା ଓ ୫୨,୮୬୦ ଟଙ୍କା ଥିବା ରେକର୍ଡ ହୋଇଥିବା ବେଳେ ନୂଆଦିଲ୍ଲୀରେ ଏହି ଦର ଯଥାକ୍ରମେ ୪୮,୪୫୦ ଟଙ୍କା ଓ ୫୨,୮୬୦ ଟଙ୍କା ରହିଛି। ଦକ୍ଷିଣ ଭାରତର ପ୍ରମୁଖ ସହର ଚେନ୍ନାଇରେ ୨୨ କ୍ୟାରେଟ ମୂଲ୍ୟ ୪୮,୬୨୦ ଟଙ୍କା ଥିବା ବେଳେ ୨୪ କ୍ୟାରେଟ ମୂଲ୍ୟ ୫୩,୦୪୦ ଟଙ୍କା ଥିବା ରେକର୍ଡ ହୋଇଛି । ପୂର୍ବ ଭାରତର ପ୍ରମୁଖ ସହର କୋଲକାତାରେ ଯଥାକ୍ରମେ ୪୮,୪୫୦ ଟଙ୍କା ଓ ୫୨,୮୬୦ ଟଙ୍କା ରହିଛି।
ଅନ୍ୟପଟେ ରୁପା ମୂଲ୍ୟ ଆଜି କମ୍ ରହିଛି। ଆଜି କିଲୋଗ୍ରାମ ପ୍ରତି ରୁପା ଦର ୩୦୦ ଟଙ୍କା କମି ୬୪,୭୦୦ ଟଙ୍କା ରହିଥିବା ନେଇ ରେକର୍ଡ ହୋଇଛି।
ଫ୍ୟାନ୍ସ ପ୍ରାୟତଃ ବଲିଉଡ ଷ୍ଟାରମାନଙ୍କ ସହିତ ଫଟୋ ଉଠାଇବାକୁ ଏବଂ ଦେଖା କରିବାକୁ ଚାହଁଥାନ୍ତି । ତେବେ ଅନେକ ଥର…
ଭୁବନେଶ୍ୱର: ବଦଳିଲା ପାଣିପାଗର ମିଜାଜ। ରାଜଧାନୀର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା । ଭୁବନେଶ୍ୱରର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା…
ଭୁବନେଶ୍ୱର: ଓଡ଼ିଶାକୁ ମଦ ମୁକ୍ତ କରିବା ପାଇଁ ଯୋଜନା । ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତୀକରଣ ମନ୍ତ୍ରୀଙ୍କ ବଡ଼…
ପ୍ରତି ବର୍ଷ ୩୦ ଲକ୍ଷ ଲୋକଙ୍କର ମଦ ପାଇଁ ଯାଉଛି ଜୀବନ । ବିଶ୍ୱ ସ୍ୱାସ୍ଥ୍ୟ ସଂଗଠନ ମଙ୍ଗଳବାର ଏହା…
ଆଇସିସି ଟି୨୦ ବିଶ୍ୱ ସେମିଫାଇନାଲରେ ପ୍ରବେଶ କରି ଇତିହାସ ରିଚିଛି ଆଫଗାନିସ୍ତାନ ଟିମ୍ । ଅଷ୍ଟ୍ରେଲିଆକୁ ହରାଇ ଟି୨୦ ବିଶ୍ୱକପରୁ…
ପୁରୀ: ରଥଯାତ୍ରା ଦେଖିବେ ରାଷ୍ଟ୍ରପତି । ୭ ଓ ୮ ତାରିଖ ଦୁଇ ଦିନ ପୁରୀରେ ରହି ଶ୍ରୀଜିଉଙ୍କୁ ଦର୍ଶନ…