ସାମାନ୍ୟ କମିଲା ସୁନା ଦର, ଜାଣନ୍ତୁ ଆଜି କେତେ ଅଛି ଆପଣଙ୍କ ସହରରେ ଦାମ୍‌

ଆଜି ଭାରତୀୟ ବଜାରରେ ୨୨ କ୍ୟାରେଟ ସୁନା ଦର ଦଶ ଗ୍ରାମ ପ୍ରତି ୪୭,୬୬୦ ଟଙ୍କାରେ ପହଞ୍ଚିଥିବା ବେଳେ ୨୪ କ୍ୟାରେଟ ସୁନା ମୂଲ୍ୟ ଦଶ ଗ୍ରାମ ପ୍ରତି ୪୮,୬୬୦ଟଙ୍କାରେ ପହଞ୍ଚିଥିବା ଜଣାଯାଇଛି। ଓଡ଼ିଶା ରାଜଧାନୀ ଭୁବନେଶ୍ୱରରେ ଏବେ ୨୨ କ୍ୟାରେଟ ଓ ୨୪ କ୍ୟାରେଟ ସୁନା ମୂଲ୍ୟ ୧୦ ଗ୍ରାମ ପ୍ରତି ୪୫,୪୫୦ ଟଙ୍କା ଓ ୪୯,୫୮୦ ଟଙ୍କା ଛୁଇଁଛି।

ଦେଶର ପ୍ରମୁଖ ସହର ମାନଙ୍କରେ ବି ସୁନା ଦରରେ କିଛିଟା ପରିବର୍ତ୍ତନ ଆସିଛି। ମୁମ୍ବାଇରେ ୨୨ କ୍ୟାରେଟ ଓ ୨୪ କ୍ୟାରେଟ ମୂଲ୍ୟ ୪୭,୮୫୦ ଟଙ୍କା ଓ ୪୮,୮୫୦ ଟଙ୍କା ଥିବା ରେକର୍ଡ ହୋଇଥିବା ବେଳେ ନୂଆଦିଲ୍ଲୀରେ ଏହି ଦର ଯଥାକ୍ରମେ ୪୭,୬୬୦ ଟଙ୍କା ଓ ୫୧,୯୯୦ ଟଙ୍କା ରହିଛି। ଦକ୍ଷିଣ ଭାରତର ପ୍ରମୁଖ ସହର ଚେନ୍ନାଇରେ ୨୨ କ୍ୟାରେଟ ମୂଲ୍ୟ ୪୬,୧୩୦ ଟଙ୍କା ଥିବା ବେଳେ ୨୪ କ୍ୟାରେଟ ମୂଲ୍ୟ ୫୦,୩୧୦ ଟଙ୍କା ଥିବା ରେକର୍ଡ ହୋଇଛି । ପୂର୍ବ ଭାରତର ପ୍ରମୁଖ ସହର କୋଲକାତାରେ ଯଥାକ୍ରମେ ୫୦,୦୯୦ ଟଙ୍କା ଓ ୫୨,୪୯୦ଟଙ୍କା ରହିଛି । ଅନ୍ୟପଟେ ରୁପା ମୂଲ୍ୟ କିଲୋଗ୍ରାମ ପ୍ରତି ୬୪,୭୦୦ ଟଙ୍କା ଥିବା ରେକର୍ଡ ହୋଇଛି।

 

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.