ବ୍ୟବସାୟ ଓ ଅର୍ଥନୀତି

ଆଜି କେତେ ରହିଛି ସୁନା ଦର, ଜାଣନ୍ତୁ ତାଜା ଅପଡେଟ୍

ଆଜି ଭାରତୀୟ ବଜାରରେ ୨୨ କ୍ୟାରେଟ୍ ସୁନା ଦର ୧୦ ଗ୍ରାମ ପ୍ରତି ୪୪,୧୨୦ ଟଙ୍କା ରହିଥିବା ବେଳେ ୨୪ କ୍ୟାରେଟ୍ ସୁନା ମୂଲ୍ୟ ୧୦ ଗ୍ରାମ ପ୍ରତି ୪୮,୧୭୦ ଟଙ୍କା ହୋଇଛି। ଓଡ଼ିଶା ରାଜଧାନୀ ଭୁବନେଶ୍ୱରରେ ୨୨ କ୍ୟାରେଟ୍ ଓ ୨୪ କ୍ୟାରେଟ୍ ସୁନା ମୂଲ୍ୟ ୧୦ ଗ୍ରାମ ପ୍ରତି ଯଥାକ୍ରମେ ୪୫,୪୫୦ ଟଙ୍କା ଓ ୪୯,୫୬୦ ଟଙ୍କା ହୋଇଛି।

ଦେଶର ପ୍ରମୁଖ ସହରମାନଙ୍କରେ ବି ସୁନା ଦରରେ କିଛିଟା ପରିବର୍ତ୍ତନ ଆସିଛି। ମୁମ୍ବାଇରେ ୨୨ କ୍ୟାରେଟ୍ ଓ ୨୪ କ୍ୟାରେଟ୍ ମୂଲ୍ୟ ୪୭,୨୪୦ ଟଙ୍କା ଓ ୪୮,୨୪୦ ଟଙ୍କା ଥିବା ରେକର୍ଡ ହୋଇଥିବା ବେଳେ ନୂଆଦିଲ୍ଲୀରେ ଏହି ଦର ଯଥାକ୍ରମେ ୪୭,୬୦୦ ଟଙ୍କା ଓ ୫୧,୯୦୦ ଟଙ୍କା ରହିଛି। ଦକ୍ଷିଣ ଭାରତର ପ୍ରମୁଖ ସହର ଚେନ୍ନାଇରେ ୨୨ କ୍ୟାରେଟ୍ ମୂଲ୍ୟ ୪୫,୫୫୮ ଟଙ୍କା ଥିବା ବେଳେ ୨୪ କ୍ୟାରେଟ୍ ମୂଲ୍ୟ ୪୯,୭୦୦ ଟଙ୍କା ଥିବା ରେକର୍ଡ ହୋଇଛି । ପୂର୍ବ ଭାରତର ପ୍ରମୁଖ ସହର କୋଲକାତାରେ ଯଥାକ୍ରମେ ୪୭,୪୦୦ ଟଙ୍କା ଓ ୫୦,୧୦୦ ଟଙ୍କା ରହିଛି ।

ଅନ୍ୟପଟେ ଆଜି ରୁପା ମୂଲ୍ୟ ସ୍ଥିର ରହିଛି। ଆଜି ରୁପା କିଲୋଗ୍ରାମ ପ୍ରତି ୬୨,୩୦୦ ଟଙ୍କା ରହିଥିବା ନେଇ ରେକର୍ଡ ହୋଇଛି।

WCW 11

Recent Posts

କେନ୍ଦ୍ର କର୍ମଚାରୀଙ୍କୁ ବଡ ଉପହାର, ଡିଏ ପରେ ଏବେ ଗ୍ରାଚ୍ୟୁଟିରେ ୨୫% ବୃଦ୍ଧି

କେନ୍ଦ୍ର କର୍ମଚାରୀଙ୍କ ପାଇଁ ବଡ ଆଶ୍ବସ୍ତିକର ଖବର । କର୍ମଚାରୀଙ୍କ ମହଙ୍ଗା ଭତ୍ତା ବଢ଼ାଯିବା ପରେ ସେମାନଙ୍କୁ ଆଉ ଏକ…

6 mins ago

ଦିଲ୍ଲୀ: ମେଟ୍ରୋ ଥାନାରେ ଭୟାବହ ଅଗ୍ନିକାଣ୍ଡ, ଗୁରୁତ୍ୱପୂର୍ଣ୍ଣ କାଗଜପତ୍ର ସହ ଜଳିଗଲା ବିଲ୍ଡିଂ

ଦିଲ୍ଲୀର କାଶ୍ମୀରୀ ଗେଟ୍ ମେଟ୍ରୋ ଥାନାରେ ଭୟାବହ ଅଗ୍ନିକାଣ୍ଡ ଘଟିଛି । ଏହି ଘଟଣା ମେ’ ୩୧ ତାରିଖ ରାତିରେ…

22 mins ago

ରାଜ୍ୟରେ ଶାନ୍ତିଶୃଙ୍ଖଳାର ସହ ଚାଲିଛି ଭୋଟଗ୍ରହଣ: ଦିନ ୧୧ଟା ସୁଦ୍ଧା ୨୨.୯୭ ପ୍ରତିଶତ ମତଦାନ

କେନ୍ୟୁଜ୍‌: ରାଜ୍ୟରେ ଚତୁର୍ଥ ତଥା ଶେଷ ପର୍ଯ୍ୟାୟ ନିର୍ବାଚନ ପାଇଁ ଶାନ୍ତିଶୃଙ୍ଖଳାର ସହ ଚାଲିଛି ଭୋଟଗ୍ରହଣ । ଦିନ ୧୧ଟା…

23 mins ago

ଟି୨୦ ବିଶ୍ୱକପ ପାଇଁ ବିରାଟଙ୍କ ସହିତ ଆମେରିକାରେ ପହଞ୍ଚିଲେ ଅନୁଷ୍କା, ସାଙ୍ଗରେ ଅଛନ୍ତି ଭାମିକା ଓ ଅକାୟ

ଆଇସିସି ଟି୨୦ ବିଶ୍ୱକପ ଆରମ୍ଭ ହେବାକୁ ଆଉ କିଛି ଘଣ୍ଟା ବାକି ରହିଛି । ଭାରତୀୟ ଟିମର ପ୍ରଥମ ମ୍ୟାଚ…

26 mins ago

ଅତି ଆଡ଼ମ୍ବର ସହକାରେ ପାଳିତ ହେଉଛି ପାରମ୍ପାରିକ ଠାକୁରାଣୀ ଯାତ୍ରା, ଜମୁଛି ଶ୍ରଦ୍ଧାଳୁଙ୍କ ଗହଳି

ଢୋଲ-ମହୁରୀ ସାଙ୍ଗକୁ ବାଜା-ବାଜଣାରେ ଅତି ଧୁମଧାମରେ ଚାଲିଛି ଠାକୁରାଣୀଙ୍କ ସାହି ପରିକ୍ରମା । ବିଶ୍ବାସ ରହିଛି, ମା’ଙ୍କ ଏହି ଅଲୌକିକ…

32 mins ago

ନିର୍ବାଚନ ଡ୍ୟୁଟି ବେଳେ ଅଘଟଣ, କାର୍ଯ୍ୟରତ ବିଏଲଓଙ୍କ ଆକସ୍ମିକ ମୃତ୍ୟୁ

ଯାଜପୁର ଟାଉନ(କେନ୍ୟୁଜ୍‌): ନିର୍ବାଚନ ଡ୍ୟୁଟି ବେଳେ ଅଘଟଣ । କାର୍ଯ୍ୟରତ ବିଏଲଓଙ୍କ ଆକସ୍ମିକ ମୃତ୍ୟୁ  । ମୃତକ ହେଲେ ମନୋରଞ୍ଜନ…

32 mins ago