ଦିନକୁ ଦିନକୁ ବଢୁଛି ସୁନା ଦାମ୍ : ଜାଣନ୍ତୁ ଆପଣଙ୍କ ସହରରେ ଆଜି କେତେ ରହିଛି ଦର

ଆଜି ଭାରତୀୟ ବଜାରରେ ୨୨ କ୍ୟାରେଟ ସୁନା ଦର ଦଶ ଗ୍ରାମ ପ୍ରତି ୫୪,୭୫୦ ଟଙ୍କା ହୋଇଥିବା ବେଳେ ୨୪ କ୍ୟାରେଟ ସୁନା ମୂଲ୍ୟ ମଧ୍ୟ ଦଶ ଗ୍ରାମ ପ୍ରତି ୫୯,୭୩୦ ଟଙ୍କା ହୋଇଛି । ଓଡ଼ିଶାର ରାଜଧାନୀ ଭୁବନେଶ୍ୱରରେ ଏବେ ୨୨ କ୍ୟାରେଟ ଓ ୨୪ କ୍ୟାରେଟ ସୁନା ମୂଲ୍ୟ ୧୦ ଗ୍ରାମ ପ୍ରତି ୫୪,୭୫୦ ଟଙ୍କା ଟଙ୍କା ଓ ୫୯,୭୩୦ ଟଙ୍କା ହୋଇଛି।

ସୁନା କିଣିବାକୁ ମନ ବଳାଇଥିଲେ ନଜର ପକାନ୍ତୁ ଆଜି କେତେ ରହିଛି ସୁନାଦର। ଦିନକୁ ଦିନକୁ ସୁନାର ଦାମ୍ ବୃଦ୍ଧି ପାଉଥିବାରୁ ଚିନ୍ତାରେ ଗ୍ରାହକ । ଆଜି ସୁନା କାରବାରରେ କିଛି ପରିବର୍ତ୍ତନ ଦେଖିବାକୁ ମିଳିଛି । ଆଜି ଭାରତୀୟ ବଜାରରେ ୨୨ କ୍ୟାରେଟ ସୁନା ଦର ଦଶ ଗ୍ରାମ ପ୍ରତି ୫୪,୭୫୦ ଟଙ୍କା ହୋଇଥିବା ବେଳେ ୨୪ କ୍ୟାରେଟ ସୁନା ମୂଲ୍ୟ ମଧ୍ୟ ଦଶ ଗ୍ରାମ ପ୍ରତି ୫୯,୭୩୦ ଟଙ୍କା ହୋଇଛି । ଓଡ଼ିଶାର ରାଜଧାନୀ ଭୁବନେଶ୍ୱରରେ ଏବେ ୨୨ କ୍ୟାରେଟ ଓ ୨୪ କ୍ୟାରେଟ ସୁନା ମୂଲ୍ୟ ୧୦ ଗ୍ରାମ ପ୍ରତି ୫୪,୭୫୦ ଟଙ୍କା ଟଙ୍କା ଓ ୫୯,୭୩୦ ଟଙ୍କା ହୋଇଛି।

ଦେଶର ପ୍ରମୁଖ ସହରମାନଙ୍କରେ ବି ସୁନା ଦରବଢିଛି । ମୁମ୍ବାଇରେ ୨୨ କ୍ୟାରେଟ୍ ଓ ୨୪ କ୍ୟାରେଟ୍ ମୂଲ୍ୟ ୫୪,୭୫୦ ଟଙ୍କା ଓ ୫୯,୭୩୦ ଟଙ୍କା ଥିବା ରେକର୍ଡ ହୋଇଥିବା ବେଳେ ନୂଆଦିଲ୍ଲୀରେ ଏହି ଦର ଯଥାକ୍ରମେ ୫୪,୯୦୦ ଟଙ୍କା ଓ ୫୯,୮୮୦ ଟଙ୍କା ରହିଛି । ଦକ୍ଷିଣ ଭାରତର ପ୍ରମୁଖ ସହର ଚେନ୍ନାଇରେ ୨୨ କ୍ୟାରେଟ ମୂଲ୍ୟ ୫୫,୦୫୦ ଟଙ୍କା ଥିବା ବେଳେ ୨୪ କ୍ୟାରେଟ ମୂଲ୍ୟ ୬୦,୦୫୦ଟଙ୍କା ଥିବା ରେକର୍ଡ ହୋଇଛି । ପୂର୍ବ ଭାରତର ପ୍ରମୁଖ ସହର କୋଲକାତାରେ ଯଥାକ୍ରମେ ୫୪,୭୫୦ ଟଙ୍କା ଓ ୫୯,୭୩୦ ଟଙ୍କା ରହିଛି। ସେହିପରି ରୁପା ମୂଲ ୧ କିଲୋଗ୍ରାମ ପ୍ରତି ୭୪,୮୦୦ ଟଙ୍କା ରହିଥିବା ନେଇ ହୋଇଛି।

You might also like