କମିଛି ସୁନା ଦର, ପାର୍ବଣରେ ଘରକୁ ଆଣନ୍ତୁ ସ୍ୱର୍ଣ୍ଣ ଅଳଙ୍କାର

ଆଜି ଭାରତୀୟ ବଜାରରେ ୨୨ କ୍ୟାରେଟ ସୁନା ଦର ଦଶ ଗ୍ରାମ ପ୍ରତି ୫୩,୬୫୦ ଟଙ୍କା ହୋଇଥିବା ବେଳେ ୨୪ କ୍ୟାରେଟ ସୁନା ମୂଲ୍ୟ ମଧ୍ୟ ଦଶ ଗ୍ରାମ ପ୍ରତି ୫୮,୫୩୦ ଟଙ୍କା ହୋଇଛି । ଓଡ଼ିଶାର ରାଜଧାନୀ ଭୁବନେଶ୍ୱରରେ ଏବେ ୨୨ କ୍ୟାରେଟ ଓ ୨୪ କ୍ୟାରେଟ ସୁନା ମୂଲ୍ୟ ୧୦ ଗ୍ରାମ ପ୍ରତି ୫୩,୬୫୦ ଟଙ୍କା ଟଙ୍କା ଓ ୫୮,୫୩୦ ଟଙ୍କା ହୋଇଛି।

କମିଛି ସୁନା ଦର। କିଣିବାକୁ ମନ ବଳାଇଥିଲେ ଆଜି ହିଁ କିଣି ଅଣାନ୍ତୁ । ଆଜି ଭାରତୀୟ ବଜାରରେ ୨୨ କ୍ୟାରେଟ ସୁନା ଦର ଦଶ ଗ୍ରାମ ପ୍ରତି ୫୩,୬୫୦ ଟଙ୍କା ହୋଇଥିବା ବେଳେ ୨୪ କ୍ୟାରେଟ ସୁନା ମୂଲ୍ୟ ମଧ୍ୟ ଦଶ ଗ୍ରାମ ପ୍ରତି ୫୮,୫୩୦ ଟଙ୍କା ହୋଇଛି । ଓଡ଼ିଶାର ରାଜଧାନୀ ଭୁବନେଶ୍ୱରରେ ଏବେ ୨୨ କ୍ୟାରେଟ ଓ ୨୪ କ୍ୟାରେଟ ସୁନା ମୂଲ୍ୟ ୧୦ ଗ୍ରାମ ପ୍ରତି ୫୩,୬୫୦ ଟଙ୍କା ଟଙ୍କା ଓ ୫୮,୫୩୦ ଟଙ୍କା ହୋଇଛି।

ଦେଶର ପ୍ରମୁଖ ସହରମାନଙ୍କରେ ବି ସୁନା ଦରବଢିଛି । ମୁମ୍ବାଇରେ ୨୨ କ୍ୟାରେଟ୍ ଓ ୨୪ କ୍ୟାରେଟ୍ ମୂଲ୍ୟ ୫୩,୬୫୦ ଟଙ୍କା ଓ ୫୮,୫୩୦ ଟଙ୍କା ଥିବା ରେକର୍ଡ ହୋଇଥିବା ବେଳେ ନୂଆଦିଲ୍ଲୀରେ ଏହି ଦର ଯଥାକ୍ରମେ ୫୩,୮୦୦ ଟଙ୍କା ଓ ୫୮,୬୮୦ ଟଙ୍କା ରହିଛି । ଦକ୍ଷିଣ ଭାରତର ପ୍ରମୁଖ ସହର ଚେନ୍ନାଇରେ ୨୨ କ୍ୟାରେଟ ମୂଲ୍ୟ ୫୩,୯୦୦ ଟଙ୍କା ଥିବା ବେଳେ ୨୪ କ୍ୟାରେଟ ମୂଲ୍ୟ ୫୮,୮୦୦ଟଙ୍କା ଥିବା ରେକର୍ଡ ହୋଇଛି । ପୂର୍ବ ଭାରତର ପ୍ରମୁଖ ସହର କୋଲକାତାରେ ଯଥାକ୍ରମେ ୫୩,୬୫୦ ଟଙ୍କା ଓ ୫୮,୫୩୦ ଟଙ୍କା ରହିଛି। ସେହିପରି ରୁପା ମୂଲ ୧ କିଲୋଗ୍ରାମ ପ୍ରତି ୭୪,୭୦୦ ଟଙ୍କା ରହିଥିବା ନେଇ ହୋଇଛି।

 

 

 

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
You might also like