ପାର୍ବଣରେ ସୁନା କିଣିବାକୁ ଭାବୁଛନ୍ତି କି ? ଦରରେ ହେଲା ସାମାନ୍ୟ ପରିବର୍ତ୍ତନ

ଆଜି ଭାରତୀୟ ବଜାରରେ ୨୨ କ୍ୟାରେଟ ସୁନା ଦର ଦଶ ଗ୍ରାମ ପ୍ରତି ୫୨,୫୦୦ ଟଙ୍କା ହୋଇଥିବା ବେଳେ ୨୪ କ୍ୟାରେଟ ସୁନା ମୂଲ୍ୟ ମଧ୍ୟ ଦଶ ଗ୍ରାମ ପ୍ରତି ୫୭,୨୩୦ ଟଙ୍କା ହୋଇଛି । ଓଡ଼ିଶାର ରାଜଧାନୀ ଭୁବନେଶ୍ୱରରେ ଏବେ ୨୨ କ୍ୟାରେଟ ଓ ୨୪ କ୍ୟାରେଟ ସୁନା ମୂଲ୍ୟ ୧୦ ଗ୍ରାମ ପ୍ରତି ୫୨,୫୯୦ ଟଙ୍କା ଟଙ୍କା ଓ ୫୭,୩୭୦ ଟଙ୍କା ହୋଇଛି।

ସୁନା କିଣିବାକୁ ମନ ବଳାଇଥିଲେ ନଜର ପକାନ୍ତୁ ଆଜି କେତେ ରହିଛି ସୁନାଦର। ଦିନକୁ ଦିନକୁ ସୁନାର ଦାମ୍ ବୃଦ୍ଧି ପାଉଥିବାରୁ ଚିନ୍ତାରେ ଗ୍ରାହକ । ଆଜି ସୁନା ଦର କମିଛି । ଆଜି ଭାରତୀୟ ବଜାରରେ ୨୨ କ୍ୟାରେଟ ସୁନା ଦର ଦଶ ଗ୍ରାମ ପ୍ରତି ୫୨,୫୦୦ ଟଙ୍କା ହୋଇଥିବା ବେଳେ ୨୪ କ୍ୟାରେଟ ସୁନା ମୂଲ୍ୟ ମଧ୍ୟ ଦଶ ଗ୍ରାମ ପ୍ରତି ୫୭,୨୩୦ ଟଙ୍କା ହୋଇଛି । ଓଡ଼ିଶାର ରାଜଧାନୀ ଭୁବନେଶ୍ୱରରେ ଏବେ ୨୨ କ୍ୟାରେଟ ଓ ୨୪ କ୍ୟାରେଟ ସୁନା ମୂଲ୍ୟ ୧୦ ଗ୍ରାମ ପ୍ରତି ୫୨,୫୯୦ ଟଙ୍କା ଟଙ୍କା ଓ ୫୭,୩୭୦ ଟଙ୍କା ହୋଇଛି।

ଦେଶର ପ୍ରମୁଖ ସହରମାନଙ୍କରେ ବି ସୁନା ଦରବଢିଛି । ମୁମ୍ବାଇରେ ୨୨ କ୍ୟାରେଟ୍ ଓ ୨୪ କ୍ୟାରେଟ୍ ମୂଲ୍ୟ ୫୨,୫୦୦ ଟଙ୍କା ଓ ୫୭,୨୩୦ ଟଙ୍କା ଥିବା ରେକର୍ଡ ହୋଇଥିବା ବେଳେ ନୂଆଦିଲ୍ଲୀରେ ଏହି ଦର ଯଥାକ୍ରମେ ୫୨,୬୫୦ ଟଙ୍କା ଓ ୫୭,୩୮୦ ଟଙ୍କା ରହିଛି । ଦକ୍ଷିଣ ଭାରତର ପ୍ରମୁଖ ସହର ଚେନ୍ନାଇରେ ୨୨ କ୍ୟାରେଟ ମୂଲ୍ୟ ୫୨,୮୫୦ ଟଙ୍କା ଥିବା ବେଳେ ୨୪ କ୍ୟାରେଟ ମୂଲ୍ୟ ୫୭,୬୫୦ଟଙ୍କା ଥିବା ରେକର୍ଡ ହୋଇଛି । ପୂର୍ବ ଭାରତର ପ୍ରମୁଖ ସହର କୋଲକାତାରେ ଯଥାକ୍ରମେ ୫୨,୫୦୦ ଟଙ୍କା ଓ ୫୭,୨୩୦ ଟଙ୍କା ରହିଛି। ସେହିପରି ରୁପା ମୂଲ ୧ କିଲୋଗ୍ରାମ ପ୍ରତି ୭୦,୬୦୦ ଟଙ୍କା ରହିଥିବା ନେଇ ହୋଇଛି।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.