ସୁନା ଦର ଆକାଶ ଛୁଆଁ , କିଣିବା ପୂର୍ବରୁ ଯାଂଚ କରନ୍ତୁ ମୂଲ୍ୟ

ଆଜି ଭାରତୀୟ ବଜାରରେ ୨୨ କ୍ୟାରେଟ ସୁନା ଦର ଦଶ ଗ୍ରାମ ପ୍ରତି ୫୬, ୪୦୦ଟଙ୍କା ହୋଇଥିବା ବେଳେ ୨୪ କ୍ୟାରେଟ ସୁନା ମୂଲ୍ୟ ମଧ୍ୟ ଦଶ ଗ୍ରାମ ପ୍ରତି ୬୧,୫୩୦ ଟଙ୍କା ହୋଇଛି । ଓଡ଼ିଶାର ରାଜଧାନୀ ଭୁବନେଶ୍ୱରରେ ଏବେ ୨୨ କ୍ୟାରେଟ ଓ ୨୪ କ୍ୟାରେଟ ସୁନା ମୂଲ୍ୟ ୧୦ ଗ୍ରାମ ପ୍ରତି ୫୬,୪୦୦ ଟଙ୍କା ଟଙ୍କା ଓ ୬୧,୫୩୦ ଟଙ୍କା ହୋଇଛି।

ଆପଣ ସୁନା କିଣିବାକୁ ମନ ବଳାଇଥିଲେ ନଜର ପକାନ୍ତୁ ଆଜି କେତେ ରହିଛି ସୁନାଦର। ଆଜି ଭାରତୀୟ ବଜାରରେ ୨୨ କ୍ୟାରେଟ ସୁନା ଦର ଦଶ ଗ୍ରାମ ପ୍ରତି ୫୬, ୪୦୦ଟଙ୍କା ହୋଇଥିବା ବେଳେ ୨୪ କ୍ୟାରେଟ ସୁନା ମୂଲ୍ୟ ମଧ୍ୟ ଦଶ ଗ୍ରାମ ପ୍ରତି ୬୧,୫୩୦ ଟଙ୍କା ହୋଇଛି । ଓଡ଼ିଶାର ରାଜଧାନୀ ଭୁବନେଶ୍ୱରରେ ଏବେ ୨୨ କ୍ୟାରେଟ ଓ ୨୪ କ୍ୟାରେଟ ସୁନା ମୂଲ୍ୟ ୧୦ ଗ୍ରାମ ପ୍ରତି ୫୬,୪୦୦ ଟଙ୍କା ଟଙ୍କା ଓ ୬୧,୫୩୦ ଟଙ୍କା ହୋଇଛି।

ଦେଶର ପ୍ରମୁଖ ସହରମାନଙ୍କରେ ବି ସୁନା ଦରବଢିଛି । ମୁମ୍ବାଇରେ ୨୨ କ୍ୟାରେଟ୍ ଓ ୨୪ କ୍ୟାରେଟ୍ ମୂଲ୍ୟ ୫୬,୪୦୦ ଟଙ୍କା ଓ ୬୧,୫୩୦ ଟଙ୍କା ଥିବା ରେକର୍ଡ ହୋଇଥିବା ବେଳେ ନୂଆଦିଲ୍ଲୀରେ ଏହି ଦର ଯଥାକ୍ରମେ ୫୬,୫୫୦ ଟଙ୍କା ଓ ୬୧,୬୯୦ ଟଙ୍କା ରହିଛି । ଦକ୍ଷିଣ ଭାରତର ପ୍ରମୁଖ ସହର ଚେନ୍ନାଇରେ ୨୨ କ୍ୟାରେଟ ମୂଲ୍ୟ ୫୬,୬୦୦ ଟଙ୍କା ଥିବା ବେଳେ ୨୪ କ୍ୟାରେଟ ମୂଲ୍ୟ ୬୧,୭୫୦ ଟଙ୍କା ଥିବା ରେକର୍ଡ ହୋଇଛି । ପୂର୍ବ ଭାରତର ପ୍ରମୁଖ ସହର କୋଲକାତାରେ ଯଥାକ୍ରମେ ୫୬,୪୦୦ ଟଙ୍କା ଓ ୬୧,୫୩୦ ଟଙ୍କା ରହିଛି। ସେହିପରି ରୁପା ମୂଲ ୧ କିଲୋଗ୍ରାମ ପ୍ରତି ୭୪,୧୦୦ଟଙ୍କା ରହିଥିବା ନେଇ ହୋଇଛି।