ବ୍ୟବସାୟ ଓ ଅର୍ଥନୀତି

ତାଜା ଅପଡେଟ୍‌ : ବଢ଼ିଲା ସୁନା ଦର, ଜାଣନ୍ତୁ ଆଜି କେତେ ରହିଛି

ଆସୁଛି ଗଜଲକ୍ଷ୍ମୀ ପୂଜା ଆପଣ ସୁନା କିଣିବାକୁ ମନ ବଳାଇଛନ୍ତି କି ନଜର ପକାନ୍ତୁ ଆଜି କେତେ ରହିଛି ସୁନାଦର। ଆଜି ଭାରତୀୟ ବଜାରରେ ୨୨ କ୍ୟାରେଟ ସୁନା ଦର ଦଶ ଗ୍ରାମ ପ୍ରତି ୫୬, ୬୫୦ଟଙ୍କା ହୋଇଥିବା ବେଳେ ୨୪ କ୍ୟାରେଟ ସୁନା ମୂଲ୍ୟ ମଧ୍ୟ ଦଶ ଗ୍ରାମ ପ୍ରତି ୬୧,୮୦୦ ଟଙ୍କା ହୋଇଛି । ଓଡ଼ିଶାର ରାଜଧାନୀ ଭୁବନେଶ୍ୱରରେ ଏବେ ୨୨ କ୍ୟାରେଟ ଓ ୨୪ କ୍ୟାରେଟ ସୁନା ମୂଲ୍ୟ ୧୦ ଗ୍ରାମ ପ୍ରତି ୫୬,୬୫୦ ଟଙ୍କା ଟଙ୍କା ଓ ୬୧,୮୦୦ ଟଙ୍କା ହୋଇଛି।

ଦେଶର ପ୍ରମୁଖ ସହରମାନଙ୍କରେ ବି ସୁନା ଦରବଢିଛି । ମୁମ୍ବାଇରେ ୨୨ କ୍ୟାରେଟ୍ ଓ ୨୪ କ୍ୟାରେଟ୍ ମୂଲ୍ୟ ୫୬,୬୫୦ ଟଙ୍କା ଓ ୬୧,୮୦୦ ଟଙ୍କା ଥିବା ରେକର୍ଡ ହୋଇଥିବା ବେଳେ ନୂଆଦିଲ୍ଲୀରେ ଏହି ଦର ଯଥାକ୍ରମେ ୫୬,୮୦୦ ଟଙ୍କା ଓ ୬୧,୯୫୦ ଟଙ୍କା ରହିଛି । ଦକ୍ଷିଣ ଭାରତର ପ୍ରମୁଖ ସହର ଚେନ୍ନାଇରେ ୨୨ କ୍ୟାରେଟ ମୂଲ୍ୟ ୫୬,୫୫୦ ଟଙ୍କା ଥିବା ବେଳେ ୨୪ କ୍ୟାରେଟ ମୂଲ୍ୟ ୬୧,୬୯୦ ଟଙ୍କା ଥିବା ରେକର୍ଡ ହୋଇଛି । ପୂର୍ବ ଭାରତର ପ୍ରମୁଖ ସହର କୋଲକାତାରେ ଯଥାକ୍ରମେ ୫୬,୬୫୦ ଟଙ୍କା ଓ ୬୧,୮୦୦ ଟଙ୍କା ରହିଛି। ସେହିପରି ରୁପା ମୂଲ ୧ କିଲୋଗ୍ରାମ ପ୍ରତି ୭୪,୬୦୦ଟଙ୍କା ରହିଥିବା ନେଇ ହୋଇଛି।

Barsha

Recent Posts

ପାଇରେଟସ ଅଫ ଦ କ୍ୟାରିବିୟନ ଷ୍ଟାର ତମାୟୋ ପେରୀଙ୍କ ପରଲୋକ, ଶାର୍କ ଆଟାକରେ ଚାଲିଗଲା ଜୀବନ

ହଲିଉଡର ଲୋକପ୍ରିୟ ଅଭିନେତା ତମାୟୋ ପେରୀଙ୍କ ମୃତ୍ୟୁ । ଶାର୍କ ଆକ୍ରମଣ କରିବାକୁ ମାତ୍ର ୪୯ ବର୍ଷ ବୟସରେ ତମାୟୋଙ୍କ…

1 min ago

ଦିଲ୍ଲୀ: ମଧ୍ୟରାତ୍ରିରେ ଘରେ ଲାଗିଲା ଭୟଙ୍କର ନିଆଁ, ଅଣନିଃଶ୍ୱାସୀ ହୋଇ ଚାଲିଗଲା ପରିବାରର ୪ ଜୀବନ

ରାଜଧାନୀ ଦିଲ୍ଲୀର ପ୍ରେମ୍‌ ନଗରରେ ଘଟିଛି ଏକ ଭୟାବହ ଅଗ୍ନିକାଣ୍ଡ । ଏଠାରେ ଘରେ ନିଆଁ ଲାଗି ପରିବାରର ୪…

37 mins ago

ଟି୨୦ ବିଶ୍ୱକପ : ବାଂଲାଦେଶକୁ ହରାଇ ସେମିଫାଇନାଲରେ ଏଣ୍ଟ୍ରି କଲା ଆଫଗାନିସ୍ତାନ, ୮ ରନରେ ମ୍ୟାଚ ହାତେଇଲା ରାଶିଦ ବାହିନୀ

ଆଇସିସି ଟି୨୦ ବିଶ୍ୱକପ ସେମିଫାଇନାଲରେ ପ୍ରବେଶ କରିଛି ଆଫଗାନିସ୍ତାନ । ବାଂଲାଦେଶକୁ ଡିଏଲଏସ ନିୟମରେ ହରାଇ ସେମିରେ ପ୍ରବେଶ କରିଛି…

48 mins ago

ବର୍ଷା ହେଲେ ଅଯୋଧ୍ୟା ରାମ ମନ୍ଦିର ଛାତରୁ ଗଳୁଛି ପାଣି, ଚିନ୍ତା ପ୍ରକଟ କଲେ ମୁଖ୍ୟ ପୁରୋହିତ

ଅଯୋଧ୍ୟା: ସବୁ ପ୍ରତୀକ୍ଷାର ଅନ୍ତ ଘଟି ଅଯୋଧ୍ୟାରେ ପ୍ରଭୁ ଶ୍ରୀରାମଙ୍କ ପ୍ରାଣ ପ୍ରତିଷ୍ଠା ହୋଇସାରିଥିବାବେଳେ, ପ୍ରଭୁ ଶ୍ରୀରାମ ଅଯୋଧ୍ୟା ମନ୍ଦିରରେ…

1 hour ago

ରିଲ୍ସ ପାଇଁ ବିପଜ୍ଜନକ ଷ୍ଟଣ୍ଟ, ସମୁଦ୍ରରେ ପାଣିରେ ବୁଡ଼ିଲା ମହିନ୍ଦ୍ରା ଥାର

ଆପଣ ପ୍ରତ୍ୟେକ ଦିନ ଅନେକ ରିଲ୍ସ ନିଶ୍ଚିତ ଦେଖୁଥିବେ । ଲୋକମାନେ ରିଲ୍ସ କରିବା ପାଇଁ ନିଜ ଜୀବନକୁ ବାଜି…

1 hour ago

ଦୂଷିତ ହେବାରେ ଲାଗିଛି ନଦୀ ଜଳ, ପାଣିରେ ଭାସୁଛନ୍ତି କୁଢ଼ କୁଢ଼ ମାଛ

ପିପିଲି : ପାଣିରେ ଭାସୁଛନ୍ତି କୁଢ଼ କୁଢ଼ ମାଛ । ରାଜୁଆ ନଦୀରେ ମରି ପଡିଛନ୍ତି ମଲା ମାଛ ।…

1 hour ago