Below header

ସୁନା ଦରରେ ଲାଗୁନି ରୋକ୍ , ଲଗାତର ବଢ଼ି ଚାଲିଛି

ଆଜି ଭାରତୀୟ ବଜାରରେ ୨୨ କ୍ୟାରେଟ ସୁନା ଦର ଦଶ ଗ୍ରାମ ପ୍ରତି ୫୬, ୮୦୦ଟଙ୍କା ହୋଇଥିବା ବେଳେ ୨୪ କ୍ୟାରେଟ ସୁନା ମୂଲ୍ୟ ମଧ୍ୟ ଦଶ ଗ୍ରାମ ପ୍ରତି ୬୧,୯୬୦ ଟଙ୍କା ହୋଇଛି । ଓଡ଼ିଶାର ରାଜଧାନୀ ଭୁବନେଶ୍ୱରରେ ଏବେ ୨୨ କ୍ୟାରେଟ ଓ ୨୪ କ୍ୟାରେଟ ସୁନା ମୂଲ୍ୟ ୧୦ ଗ୍ରାମ ପ୍ରତି ୫୬,୮୦୦ ଟଙ୍କା ଟଙ୍କା ଓ ୬୧,୯୬୦ ଟଙ୍କା ହୋଇଛି।

ଦେଶର ପ୍ରମୁଖ ସହରମାନଙ୍କରେ ବି ସୁନା ଦରବଢିଛି । ମୁମ୍ବାଇରେ ୨୨ କ୍ୟାରେଟ୍ ଓ ୨୪ କ୍ୟାରେଟ୍ ମୂଲ୍ୟ ୫୬,୮୦୦ ଟଙ୍କା ଓ ୬୧,୯୬୦ ଟଙ୍କା ଥିବା ରେକର୍ଡ ହୋଇଥିବା ବେଳେ ନୂଆଦିଲ୍ଲୀରେ ଏହି ଦର ଯଥାକ୍ରମେ ୫୬,୯୫୦ ଟଙ୍କା ଓ ୬୨,୧୧୦ ଟଙ୍କା ରହିଛି । ଦକ୍ଷିଣ ଭାରତର ପ୍ରମୁଖ ସହର ଚେନ୍ନାଇରେ ୨୨ କ୍ୟାରେଟ ମୂଲ୍ୟ ୫୬,୭୦୦ ଟଙ୍କା ଥିବା ବେଳେ ୨୪ କ୍ୟାରେଟ ମୂଲ୍ୟ ୬୨,୨୦୦ ଟଙ୍କା ଥିବା ରେକର୍ଡ ହୋଇଛି । ପୂର୍ବ ଭାରତର ପ୍ରମୁଖ ସହର କୋଲକାତାରେ ଯଥାକ୍ରମେ ୫୬,୮୦୦ ଟଙ୍କା ଓ ୬୧,୯୬୦ ଟଙ୍କା ରହିଛି। ସେହିପରି ରୁପା ମୂଲ ୧ କିଲୋଗ୍ରାମ ପ୍ରତି ୭୫,୧୦୦ଟଙ୍କା ରହିଥିବା ନେଇ ହୋଇଛି।

KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.