ଆଜି ଭୁବନେଶ୍ୱରରେ ବୃଦ୍ଧି ପାଇଛି ସୁନା ଦର, ଜାଣନ୍ତୁ ଆପଣଙ୍କ ସହରରେ ବଢିଛି ନା କମିଛି

ଆଜି ଭାରତୀୟ ବଜାରରେ ୨୨ କ୍ୟାରେଟ ସୁନା ଦର ଦଶ ଗ୍ରାମ ପ୍ରତି ୫୬, ୬୦୦ଟଙ୍କା ହୋଇଥିବା ବେଳେ ୨୪ କ୍ୟାରେଟ ସୁନା ମୂଲ୍ୟ ମଧ୍ୟ ଦଶ ଗ୍ରାମ ପ୍ରତି ୬୧,୭୫୦ ଟଙ୍କା ହୋଇଛି । ଓଡ଼ିଶାର ରାଜଧାନୀ ଭୁବନେଶ୍ୱରରେ ଏବେ ୨୨ କ୍ୟାରେଟ ଓ ୨୪ କ୍ୟାରେଟ ସୁନା ମୂଲ୍ୟ ୧୦ ଗ୍ରାମ ପ୍ରତି ୫୬,୬୦୦ ଟଙ୍କା ଟଙ୍କା ଓ ୬୧,୭୫୦ ଟଙ୍କା ହୋଇଛି।

ଆଜି ଭାରତୀୟ ବଜାରରେ କମିଥିବା ବେଳେ କେତକ ସହରରେ ସାମାନ୍ୟ ବଢିଛି ସୁନା ଦର। କିଣିବା ପୂର୍ବରୁ ନଜର ପକାନ୍ତୁ ଆଜି କେତେ ରହିଛି ଦର। ଆଜି ଭାରତୀୟ ବଜାରରେ ୨୨ କ୍ୟାରେଟ ସୁନା ଦର ଦଶ ଗ୍ରାମ ପ୍ରତି ୫୬, ୬୦୦ଟଙ୍କା ହୋଇଥିବା ବେଳେ ୨୪ କ୍ୟାରେଟ ସୁନା ମୂଲ୍ୟ ମଧ୍ୟ ଦଶ ଗ୍ରାମ ପ୍ରତି ୬୧,୭୫୦ ଟଙ୍କା ହୋଇଛି । ଓଡ଼ିଶାର ରାଜଧାନୀ ଭୁବନେଶ୍ୱରରେ ଏବେ ୨୨ କ୍ୟାରେଟ ଓ ୨୪ କ୍ୟାରେଟ ସୁନା ମୂଲ୍ୟ ୧୦ ଗ୍ରାମ ପ୍ରତି ୫୬,୬୦୦ ଟଙ୍କା ଟଙ୍କା ଓ ୬୧,୭୫୦ ଟଙ୍କା ହୋଇଛି।

ଦେଶର ପ୍ରମୁଖ ସହରମାନଙ୍କରେ ବି ସୁନା ଦର ବଢିଛି । ମୁମ୍ବାଇରେ ୨୨ କ୍ୟାରେଟ୍ ଓ ୨୪ କ୍ୟାରେଟ୍ ମୂଲ୍ୟ ୫୬,୬୦୦ଟଙ୍କା ଓ ୬୧,୭୫୦ ଟଙ୍କା ଥିବା ରେକର୍ଡ ହୋଇଥିବା ବେଳେ ନୂଆଦିଲ୍ଲୀରେ ଏହି ୫୬,୭୫୦ ଟଙ୍କା ଓ ୬୧,୯୦୦ ଟଙ୍କା ରହିଛି । ଦକ୍ଷିଣ ଭାରତର ପ୍ରମୁଖ ସହର ଚେନ୍ନାଇରେ ୨୨ କ୍ୟାରେଟ ମୂଲ୍ୟ ୫୭,୭୦୦ ଟଙ୍କା ଥିବା ବେଳେ ୨୪ କ୍ୟାରେଟ ମୂଲ୍ୟ ୬୨,୧୮୦ ଟଙ୍କା ଥିବା ରେକର୍ଡ ହୋଇଛି । ପୂର୍ବ ଭାରତର ପ୍ରମୁଖ ସହର କୋଲକାତାରେ ଯଥାକ୍ରମେ ୫୬,୬୦୦ ଟଙ୍କା ଓ ୬୧,୭୫୦ ଟଙ୍କା ରହିଛି। ସେହିପରି ରୁପା ମୂଲ ୧ କିଲୋଗ୍ରାମ ପ୍ରତି ୭୪,୧୦୦ଟଙ୍କା ରହିଥିବା ନେଇ ହୋଇଛି।

 

 

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.