ପୁଣି କମିଲା ସୁନା ଦର, ରାଜଧାନୀ ଭୁବନେଶ୍ବରରେ କଣ ରହିଛି ଦାମ ଜାଣନ୍ତୁ

ଆଜି ଭାରତୀୟ ବଜାରରେ ୨୨ କ୍ୟାରେଟ ସୁନା ଦର ଦଶ ଗ୍ରାମ ପ୍ରତି ୫୪, ୮୬୦ ଟଙ୍କା ହୋଇଥିବା ବେଳେ ୨୪ କ୍ୟାରେଟ ସୁନା ମୂଲ୍ୟ ମଧ୍ୟ ଦଶ ଗ୍ରାମ ପ୍ରତି ୫୯,୮୯୦ ଟଙ୍କା ହୋଇଛି । ଓଡ଼ିଶାର ରାଜଧାନୀ ଭୁବନେଶ୍ୱରରେ ଏବେ ୨୨ କ୍ୟାରେଟ ଓ ୨୪ କ୍ୟାରେଟ ସୁନା ମୂଲ୍ୟ ୧୦ ଗ୍ରାମ ପ୍ରତି ୫୫,୫୪୦ ଟଙ୍କା ଟଙ୍କା ଓ ୬୦,୪୯୦ ଟଙ୍କା ହୋଇଛି।

ଦେଶର ପ୍ରମୁଖ ସହରମାନଙ୍କରେ ବି ସୁନା ଦର ଅପରିବର୍ତ୍ତିତ ରହିଛି। ମୁମ୍ବାଇରେ ୨୨ କ୍ୟାରେଟ୍ ଓ ୨୪ କ୍ୟାରେଟ୍ ମୂଲ୍ୟ ୫୫,୫୪୦ଟଙ୍କା ଓ ୬୧,୪୯୦ ଟଙ୍କା ଥିବା ରେକର୍ଡ ହୋଇଥିବା ବେଳେ ନୂଆଦିଲ୍ଲୀରେ ଏହି ୫୫,୬୦୦ ଟଙ୍କା ଓ ୬୦,୬୪୦ ଟଙ୍କା ରହିଛି । ଦକ୍ଷିଣ ଭାରତର ପ୍ରମୁଖ ସହର ଚେନ୍ନାଇରେ ୨୨ କ୍ୟାରେଟ ମୂଲ୍ୟ ୪୭,୯୨୭ ଟଙ୍କା ଥିବା ବେଳେ ୨୪ କ୍ୟାରେଟ ମୂଲ୍ୟ ୫୨,୨୮୫ ଟଙ୍କା ଥିବା ରେକର୍ଡ ହୋଇଛି । ପୂର୍ବ ଭାରତର ପ୍ରମୁଖ ସହର କୋଲକାତାରେ ଯଥାକ୍ରମେ ୫୫,୪୫୦ ଟଙ୍କା ଓ ୬୦,୪୯୦ ଟଙ୍କା ରହିଛି। ସେହିପରି ରୁପା ମୂଲ ୧ କିଲୋଗ୍ରାମ ପ୍ରତି ୭୨,୦୪୦୦ଟଙ୍କା ରହିଥିବା ନେଇ ହୋଇଛି।

KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
You might also like