ସୁନା ମୂଲ୍ୟରେ ଆସିଛି ସାମାନ୍ୟ ପରିବର୍ତ୍ତନ, ଜାଣନ୍ତୁ ଦଶ ଗ୍ରାମ ପ୍ରତି କେତେ ରହିଛି ଦର

ଆଜି ଭାରତୀୟ ବଜାରରେ ୨୨ କ୍ୟାରେଟ ସୁନା ଦର ଦଶ ଗ୍ରାମ ପ୍ରତି ୫୫,୪୨୦ ଟଙ୍କା ହୋଇଥିବା ବେଳେ ୨୪ କ୍ୟାରେଟ ସୁନା ମୂଲ୍ୟ ମଧ୍ୟ ଦଶ ଗ୍ରାମ ପ୍ରତି ୬୦,୫୦୦ ଟଙ୍କା ହୋଇଛି । ଓଡ଼ିଶାର ରାଜଧାନୀ ଭୁବନେଶ୍ୱରରେ ଏବେ ୨୨ କ୍ୟାରେଟ ଓ ୨୪ କ୍ୟାରେଟ ସୁନା ମୂଲ୍ୟ ୧୦ ଗ୍ରାମ ପ୍ରତି ୫୫,୯୫୦ ଟଙ୍କା ଟଙ୍କା ଓ ୬୧,୦୪୦ ଟଙ୍କା ହୋଇଛି।

କେନ୍ୟୁଜ୍ (ବ୍ୟୁରୋ): ଆଜି ଭାରତୀୟ ବଜାରରେ ୨୨ କ୍ୟାରେଟ ସୁନା ଦର ଦଶ ଗ୍ରାମ ପ୍ରତି ୫୫,୪୨୦ ଟଙ୍କା ହୋଇଥିବା ବେଳେ ୨୪ କ୍ୟାରେଟ ସୁନା ମୂଲ୍ୟ ମଧ୍ୟ ଦଶ ଗ୍ରାମ ପ୍ରତି ୬୦,୫୦୦ ଟଙ୍କା ହୋଇଛି । ଓଡ଼ିଶାର ରାଜଧାନୀ ଭୁବନେଶ୍ୱରରେ ଏବେ ୨୨ କ୍ୟାରେଟ ଓ ୨୪ କ୍ୟାରେଟ ସୁନା ମୂଲ୍ୟ ୧୦ ଗ୍ରାମ ପ୍ରତି ୫୫,୯୫୦ ଟଙ୍କା ଟଙ୍କା ଓ ୬୧,୦୪୦ ଟଙ୍କା ହୋଇଛି।

ଦେଶର ପ୍ରମୁଖ ସହରମାନଙ୍କରେ ବି ସୁନା ଦର ଅପରିବର୍ତ୍ତିତ ରହିଛି। ମୁମ୍ବାଇରେ ୨୨ କ୍ୟାରେଟ୍ ଓ ୨୪ କ୍ୟାରେଟ୍ ମୂଲ୍ୟ ୫୫,୯୫୦ଟଙ୍କା ଓ ୬୧,୦୪୦ ଟଙ୍କା ଥିବା ରେକର୍ଡ ହୋଇଥିବା ବେଳେ ନୂଆଦିଲ୍ଲୀରେ ଏହି ୫୬,୧୦୦ ଟଙ୍କା ଓ ୬୧,୧୯୦ ଟଙ୍କା ରହିଛି । ଦକ୍ଷିଣ ଭାରତର ପ୍ରମୁଖ ସହର ଚେନ୍ନାଇରେ ୨୨ କ୍ୟାରେଟ ମୂଲ୍ୟ ୪୭,୯୨୬ ଟଙ୍କା ଥିବା ବେଳେ ୨୪ କ୍ୟାରେଟ ମୂଲ୍ୟ ୫୨,୨୮୫ ଟଙ୍କା ଥିବା ରେକର୍ଡ ହୋଇଛି । ପୂର୍ବ ଭାରତର ପ୍ରମୁଖ ସହର କୋଲକାତାରେ ଯଥାକ୍ରମେ ୫୫,୯୫୦ ଟଙ୍କା ଓ ୬୧,୦୪୦ ଟଙ୍କା ରହିଛି। ସେହିପରି ରୁପା ମୂଲ ୧ କିଲୋଗ୍ରାମ ପ୍ରତି ୭୫,୦୦୦ଟଙ୍କା ରହିଥିବା ନେଇ ହୋଇଛି।

 

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.