କଣ ରହିଛି ଆଜିର ସୁନା ଦର ; ଏଠାରେ ଚେକ କରି ଜାଣି ନିଅନ୍ତୁ
ଆଜି ଭାରତୀୟ ବଜାରରେ ୨୨ କ୍ୟାରେଟ ସୁନା ଦର ଦଶ ଗ୍ରାମ ପ୍ରତି ୫୬,୦୩୦ ଟଙ୍କା ହୋଇଥିବା ବେଳେ ୨୪ କ୍ୟାରେଟ ସୁନା ମୂଲ୍ୟ ମଧ୍ୟ ଦଶ ଗ୍ରାମ ପ୍ରତି ୬୧,୧୭୦ ଟଙ୍କା ହୋଇଛି । ଓଡ଼ିଶାର ରାଜଧାନୀ ଭୁବନେଶ୍ୱରରେ ଏବେ ୨୨ କ୍ୟାରେଟ ଓ ୨୪ କ୍ୟାରେଟ ସୁନା ମୂଲ୍ୟ ୧୦ ଗ୍ରାମ ପ୍ରତି ୫୬,୫୫୦ ଟଙ୍କା ଟଙ୍କା ଓ ୬୧,୬୯୦ ଟଙ୍କା ହୋଇଛି।
କେନ୍ୟୁଜ୍ (ବ୍ୟୁରୋ): ଆଜି ଭାରତୀୟ ବଜାରରେ ୨୨ କ୍ୟାରେଟ ସୁନା ଦର ଦଶ ଗ୍ରାମ ପ୍ରତି ୫୬,୦୩୦ ଟଙ୍କା ହୋଇଥିବା ବେଳେ ୨୪ କ୍ୟାରେଟ ସୁନା ମୂଲ୍ୟ ମଧ୍ୟ ଦଶ ଗ୍ରାମ ପ୍ରତି ୬୧,୧୭୦ ଟଙ୍କା ହୋଇଛି । ଓଡ଼ିଶାର ରାଜଧାନୀ ଭୁବନେଶ୍ୱରରେ ଏବେ ୨୨ କ୍ୟାରେଟ ଓ ୨୪ କ୍ୟାରେଟ ସୁନା ମୂଲ୍ୟ ୧୦ ଗ୍ରାମ ପ୍ରତି ୫୬,୫୫୦ ଟଙ୍କା ଟଙ୍କା ଓ ୬୧,୬୯୦ ଟଙ୍କା ହୋଇଛି।
ଦେଶର ପ୍ରମୁଖ ସହରମାନଙ୍କରେ ବି ସୁନା ଦର ଅପରିବର୍ତ୍ତିତ ରହିଛି। ମୁମ୍ବାଇରେ ୨୨ କ୍ୟାରେଟ୍ ଓ ୨୪ କ୍ୟାରେଟ୍ ମୂଲ୍ୟ ୫୬,୫୫୦ଟଙ୍କା ଓ ୬୧,୬୯୦ ଟଙ୍କା ଥିବା ରେକର୍ଡ ହୋଇଥିବା ବେଳେ ନୂଆଦିଲ୍ଲୀରେ ଏହି ୫୬,୭୦୦ ଟଙ୍କା ଓ ୬୧,୮୪୦ ଟଙ୍କା ରହିଛି । ଦକ୍ଷିଣ ଭାରତର ପ୍ରମୁଖ ସହର ଚେନ୍ନାଇରେ ୨୨ କ୍ୟାରେଟ ମୂଲ୍ୟ ୫୭,୦୦୦ ଟଙ୍କା ଥିବା ବେଳେ ୨୪ କ୍ୟାରେଟ ମୂଲ୍ୟ ୫୯,୮୫୦ ଟଙ୍କା ଥିବା ରେକର୍ଡ ହୋଇଛି ।
ପୂର୍ବ ଭାରତର ପ୍ରମୁଖ ସହର କୋଲକାତାରେ ଯଥାକ୍ରମେ୫୬,୫୫୦ ଟଙ୍କା ଓ ୬୧,୬୯୦ ଟଙ୍କା ରହିଛି। ସେହିପରି ରୁପା ମୂଲ ୧ କିଲୋଗ୍ରାମ ପ୍ରତି ୭୫,୦୦୦ଟଙ୍କା ରହିଥିବା ନେଇ ହୋଇଛି।