ସୁନା ଦର ଆକାଶ ଛୁଆଁ , କିଣିବା ପୂର୍ବରୁ ଯାଂଚ କରନ୍ତୁ ମୂଲ୍ୟ

ଆଜି ଭାରତୀୟ ବଜାରରେ ୨୨ କ୍ୟାରେଟ ସୁନା ଦର ଦଶ ଗ୍ରାମ ପ୍ରତି ୫୬,୭୦୦ ଟଙ୍କା ହୋଇଥିବା ବେଳେ ୨୪ କ୍ୟାରେଟ ସୁନା ମୂଲ୍ୟ ମଧ୍ୟ ଦଶ ଗ୍ରାମ ପ୍ରତି ୬୧,୯୦୦ ଟଙ୍କା ହୋଇଛି । ଓଡ଼ିଶାର ରାଜଧାନୀ ଭୁବନେଶ୍ୱରରେ ଏବେ ୨୨ କ୍ୟାରେଟ ଓ ୨୪ କ୍ୟାରେଟ ସୁନା ମୂଲ୍ୟ ୧୦ ଗ୍ରାମ ପ୍ରତି ୫୭,୪୦୦ ଟଙ୍କା ଟଙ୍କା ଓ ୬୨,୬୨୦ ଟଙ୍କା ହୋଇଛି।

ବିବାହ ସିଜିନ ଆରମ୍ଭରୁ ଲଗାତାର ଭାବରେ ବଢୁଛି ଦାମ୍ । କିନ୍ତୁ ଆଜି ସୁନା ଦରରେ ସାମାନ୍ୟ ପରିବର୍ତ୍ତନ ଦେଖିବାକୁ ମିଳିଛି। ଆଜି ଭାରତୀୟ ବଜାରରେ ୨୨ କ୍ୟାରେଟ ସୁନା ଦର ଦଶ ଗ୍ରାମ ପ୍ରତି ୫୬,୭୦୦ ଟଙ୍କା ହୋଇଥିବା ବେଳେ ୨୪ କ୍ୟାରେଟ ସୁନା ମୂଲ୍ୟ ମଧ୍ୟ ଦଶ ଗ୍ରାମ ପ୍ରତି ୬୧,୯୦୦ ଟଙ୍କା ହୋଇଛି । ଓଡ଼ିଶାର ରାଜଧାନୀ ଭୁବନେଶ୍ୱରରେ ଏବେ ୨୨ କ୍ୟାରେଟ ଓ ୨୪ କ୍ୟାରେଟ ସୁନା ମୂଲ୍ୟ ୧୦ ଗ୍ରାମ ପ୍ରତି ୫୭,୪୦୦ ଟଙ୍କା ଟଙ୍କା ଓ ୬୨,୬୨୦ ଟଙ୍କା ହୋଇଛି।

ଦେଶର ପ୍ରମୁଖ ସହରମାନଙ୍କରେ ବି ସୁନା ଦର ଅପରିବର୍ତ୍ତିତ ରହିଛି। ମୁମ୍ବାଇରେ ୨୨ କ୍ୟାରେଟ୍ ଓ ୨୪ କ୍ୟାରେଟ୍ ମୂଲ୍ୟ ୫୭,୪୦୦ ଟଙ୍କା ଓ ୬୨,୬୨୦ ଟଙ୍କା ଥିବା ରେକର୍ଡ ହୋଇଥିବା ବେଳେ ନୂଆଦିଲ୍ଲୀରେ ଏହି ୫୭,୫୫୦ ଟଙ୍କା ଓ ୬୨,୭୭୦ ଟଙ୍କା ରହିଛି ।

ଦକ୍ଷିଣ ଭାରତର ପ୍ରମୁଖ ସହର ଚେନ୍ନାଇରେ ୨୨ କ୍ୟାରେଟ ମୂଲ୍ୟ ୪୭,୯୨୭ ଟଙ୍କା ଥିବା ବେଳେ ୨୪ କ୍ୟାରେଟ ମୂଲ୍ୟ ୫୨,୨୮୫ ଟଙ୍କା ଥିବା ରେକର୍ଡ ହୋଇଛି । ପୂର୍ବ ଭାରତର ପ୍ରମୁଖ ସହର କୋଲକାତାରେ ଯଥାକ୍ରମେ ୫୭,୪୦୦ ଟଙ୍କା ଓ ୬୨,୬୨୦ ଟଙ୍କା ରହିଛି। ସେହିପରି ରୁପା ମୂଲ ୧ କିଲୋଗ୍ରାମ ପ୍ରତି ୭୮,୦୦୦ ଟଙ୍କା ରହିଥିବା ନେଇ ହୋଇଛି।

 

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.