ପୁଣି କମିଲା ସୁନା ଦର, ଜାଣନ୍ତୁ ଭୁବନେଶ୍ବରରେ କଣ ରହିଛି ରେଟ୍

ଆଜି ଭାରତୀୟ ବଜାରରେ ୨୨ କ୍ୟାରେଟ ସୁନା ଦର ଦଶ ଗ୍ରାମ ପ୍ରତି ୫୭,୫୦୦ ଟଙ୍କା ହୋଇଥିବା ବେଳେ ୨୪ କ୍ୟାରେଟ ସୁନା ମୂଲ୍ୟ ମଧ୍ୟ ଦଶ ଗ୍ରାମ ପ୍ରତି ୬୨,୭୭୦ ଟଙ୍କା ହୋଇଛି । ଓଡ଼ିଶାର ରାଜଧାନୀ ଭୁବନେଶ୍ୱରରେ ଏବେ ୨୨ କ୍ୟାରେଟ ଓ ୨୪ କ୍ୟାରେଟ ସୁନା ମୂଲ୍ୟ ୧୦ ଗ୍ରାମ ପ୍ରତି ୫୮,୫୦୦ ଟଙ୍କା ଟଙ୍କା ଓ ୬୩ ,୮୨୦ ଟଙ୍କା ହୋଇଛି।

ଦିନକୁ ଦିନ ସୁନାର ଚାହିଦା ବଢି ବଢି ଯାଇଛି । ଆଜି ଭାରତୀୟ ବଜାରରେ ୨୨ କ୍ୟାରେଟ ସୁନା ଦର ଦଶ ଗ୍ରାମ ପ୍ରତି ୫୭,୫୦୦ ଟଙ୍କା ହୋଇଥିବା ବେଳେ ୨୪ କ୍ୟାରେଟ ସୁନା ମୂଲ୍ୟ ମଧ୍ୟ ଦଶ ଗ୍ରାମ ପ୍ରତି ୬୨,୭୭୦ ଟଙ୍କା ହୋଇଛି । ଓଡ଼ିଶାର ରାଜଧାନୀ ଭୁବନେଶ୍ୱରରେ ଏବେ ୨୨ କ୍ୟାରେଟ ଓ ୨୪ କ୍ୟାରେଟ ସୁନା ମୂଲ୍ୟ ୧୦ ଗ୍ରାମ ପ୍ରତି ୫୮,୫୦୦ ଟଙ୍କା ଟଙ୍କା ଓ ୬୩ ,୮୨୦ ଟଙ୍କା ହୋଇଛି।

ଦେଶର ପ୍ରମୁଖ ସହରମାନଙ୍କରେ ବି ସୁନା ଦର ଅପରିବର୍ତ୍ତିତ ରହିଛି। ମୁମ୍ବାଇରେ ୨୨ କ୍ୟାରେଟ୍ ଓ ୨୪ କ୍ୟାରେଟ୍ ମୂଲ୍ୟ ୫୮,୫୦୦ ଟଙ୍କା ଓ ୬୩ ,୮୨୦ ଟଙ୍କା ଥିବା ରେକର୍ଡ ହୋଇଥିବା ବେଳେ ନୂଆଦିଲ୍ଲୀରେ ଏହି ୫୮,୬୫୦ ଟଙ୍କା ଓ ୬୩ ,୯୭୦ ଟଙ୍କା ରହିଛି ।

ଦକ୍ଷିଣ ଭାରତର ପ୍ରମୁଖ ସହର ଚେନ୍ନାଇରେ ୨୨ କ୍ୟାରେଟ ମୂଲ୍ୟ ୪୭,୯୨୭ ଟଙ୍କା ଥିବା ବେଳେ ୨୪ କ୍ୟାରେଟ ମୂଲ୍ୟ ୫୨,୨୮୫ ଟଙ୍କା ଥିବା ରେକର୍ଡ ହୋଇଛି । ପୂର୍ବ ଭାରତର ପ୍ରମୁଖ ସହର କୋଲକାତାରେ ଯଥାକ୍ରମେ ୫୮,୫୦୦ ଟଙ୍କା ଓ ୬୩ ,୮୨୦ ଟଙ୍କା ରହିଛି। ସେହିପରି ରୁପା ମୂଲ୍ୟ ୧ କିଲୋଗ୍ରାମ ପ୍ରତି ୭୬,୬୦୦ ଟଙ୍କା ରହିଥିବା ନେଇ ହୋଇଛି।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.