ବ୍ୟବସାୟ ଓ ଅର୍ଥନୀତି

ସ୍ଥିର ରହିଛି ସୁନା ଦର, କିଣିବାକୁ ଚାହୁଁ ଥିଲେ ଏଠାରେ ଦେଖନ୍ତୁ ଦାମ୍

ଆଜି ସୁନା କାରବାରରେ କିଛି ପରିବର୍ତ୍ତନ ଦେଖିବାକୁ ମିଳିଛି । ଏପରି ପରିସ୍ଥିତିରେ, ଯଦି ଆପଣ ସୁନା ଓ ରୂପା କିଣିବାକୁ ଚାହୁଁଛନ୍ତି କିମ୍ବା ଆପଣ ସୁନାରେ ବିନିଯୋଗ କରିବାକୁ ଚାହୁଁଛନ୍ତି, ତେବେ ଏହା ଆପଣଙ୍କ ପାଇଁ ଏକ ଗୁରୁତ୍ୱପୂର୍ଣ୍ଣ ଖବର । ଆଜି ଭାରତୀୟ ବଜାରରେ ୨୨ କ୍ୟାରେଟ ସୁନା ଦର ଦଶ ଗ୍ରାମ ପ୍ରତି ୫୭,୧୫୦ ଟଙ୍କା ରହିଥିବା ବେଳେ ୨୪ କ୍ୟାରେଟ ସୁନା ମୂଲ୍ୟ ମଧ୍ୟ ଦଶ ଗ୍ରାମ ପ୍ରତି ୬୨,୩୯୦ ଟଙ୍କା ରହିଛି । ଓଡ଼ିଶାର ରାଜଧାନୀ ଭୁବନେଶ୍ୱରରେ ଏବେ ୨୨ କ୍ୟାରେଟ ଓ ୨୪ କ୍ୟାରେଟ ସୁନା ମୂଲ୍ୟ ୧୦ ଗ୍ରାମ ପ୍ରତି ୫୮,୫୦୦ ଟଙ୍କା ଓ ୬୩,୮୨୦ ଟଙ୍କା ରହିଛି ।

ଦେଶର ପ୍ରମୁଖ ସହରମାନଙ୍କରେ ବି ସୁନା ଦର ଅପରିବର୍ତ୍ତିତ ରହିଛି। ମୁମ୍ବାଇରେ ୨୨ କ୍ୟାରେଟ୍ ଓ ୨୪ କ୍ୟାରେଟ୍ ମୂଲ୍ୟ ୫୮,୫୦୦ ଟଙ୍କା ଓ ୬୩,୮୨୦ ଟଙ୍କା ଥିବା ରେକର୍ଡ ହୋଇଥିବା ବେଳେ ନୂଆଦିଲ୍ଲୀରେ ୫୮,୬୫୦ ଟଙ୍କା ଓ ୬୩,୯୭୦ ଟଙ୍କା ରହିଛି ।

ଦକ୍ଷିଣ ଭାରତର ପ୍ରମୁଖ ସହର ଚେନ୍ନାଇରେ ୨୨ କ୍ୟାରେଟ ମୂଲ୍ୟ ୪୭,୯୨୭ ଟଙ୍କା ଥିବା ବେଳେ ୨୪ କ୍ୟାରେଟ ମୂଲ୍ୟ ୫୨,୨୮୫ ଟଙ୍କା ଥିବା ରେକର୍ଡ ହୋଇଛି । ପୂର୍ବ ଭାରତର ପ୍ରମୁଖ ସହର କୋଲକାତାରେ ଯଥାକ୍ରମେ ୫୮,୫୦୦ ଟଙ୍କା ଓ ୬୩,୮୨୦ ଟଙ୍କା ରହିଛି। ସେହିପରି ରୁପା ମୂଲ୍ୟ ୧ କିଲୋଗ୍ରାମ ପ୍ରତି ୭୫,୭୦୦ ଟଙ୍କା ରହିଛି ।

Barsha

Recent Posts

ଚାନ୍ଦବାଲି ପୋଲିସର ବର୍ବରତା: ଥାନା ଆଗରେ ମହିଳାଙ୍କୁ ନିର୍ଧୁମ ମାଡ଼

ଚାନ୍ଦବାଲି: ବର୍ବରତାର ସୀମା ଟପିଛି ଭଦ୍ରକ ଜିଲ୍ଲା ଚାନ୍ଦବାଲି ପୋଲିସ୍ । ଯାହାର ଭିଜୁଆଲ୍ କ୍ୟାମେରାରେ କଏଦ ହୋଇଥିଲେ ସୁଦ୍ଧା…

21 mins ago

ଜାଣନ୍ତୁ ଆଜିର ପେଟ୍ରୋଲ ଓ ଡିଜେଲ ଦର

ଭୁବନେଶ୍ୱରରେ ଆଜି ପେଟ୍ରୋଲ ଦର ୧୦୧ ଟଙ୍କା ୦୫ ପଇସା ରହିଥିବା ବେଳେ ଡିଜେଲ ଦାମ୍ ପ୍ରତି ଲିଟର ପିଛା…

30 mins ago

ଆସନ୍ତାକାଲି ଭାରତ-ଇଂଲଣ୍ଡ ଟି୨୦ ବିଶ୍ୱକପ୍ ସେମିଫାଇନାଲ ଲଢ଼େଇ

କାଲି ଭାରତ-ଇଂଲଣ୍ଡ ଟି୨୦ ବିଶ୍ୱକପ୍ ସେମିଫାଇନାଲ ଲଢ଼େଇ । ୨୦୨୨ ପରାଜୟର ବଦଲା ନେବାକୁ ପ୍ରସ୍ତୁତ ରୋହିତ ବାହିନୀ ।…

1 hour ago

ଆଜି ଅନୁଷ୍ଠିତ ହେବ ରଥଯାତ୍ରାର ଦ୍ୱିତୀୟ ସମ୍ମନ୍ୱୟ ବୈଠକ

ପୁରୀ: ଆଜି ଅନୁଷ୍ଠିତ ହେବ ରଥଯାତ୍ରାର ଦ୍ୱିତୀୟ ସମ୍ମନ୍ୱୟ ବୈଠକ । ପୁରୀ ପୌରସଦନ ଠାରେ ଆଇନ ମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ…

1 hour ago

ଜାଣନ୍ତୁ ସୁନା ଦର କେତେ ରହିଛି ଆଜି

ଜାଣନ୍ତୁ, କେତେ ରହିଛି ଆଜି ସୁନା ଦର । ଯଦି ଆପଣ ବିବାହ ସିଜିନରେ ଶସ୍ତାରେ ସୁନା କିଣିବାକୁ ଚାହାଁନ୍ତି…

1 hour ago

ଭିଜିଲାନ୍ସ ଜାଲରେ ଆରଆଇ: ୭ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ଧରାପଡିଲେ

ଭଞ୍ଜନଗର: ଭିଜିଲାନ୍ସ ଜାଲରେ ଆରଆଇ । ୭ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ଧରିଲା ଭିଜିଲାନ୍ସ । ଗଂଜାମ…

2 hours ago