ବ୍ୟବସାୟ ଓ ଅର୍ଥନୀତି

କେଉଁଠି ସ୍ଥିର ତ କେଉଁଠି ବଢିଛି, ନଜର ପକାନ୍ତୁ ଆଜି କେତେ ରହିଛି ସୁନା ଦର

ଆଜି ସୁନା ଦରରେ ବିଶେଷ କିଛି ପରିବର୍ତ୍ତନ ଦେଖିବାକୁ ମିଳିଛି । ଯଦି ଆପଣ ସୁନା ଓ ରୂପା କିଣିବାକୁ ଚାହୁଁଛନ୍ତି ତେବେ ଜାଣିରଖନ୍ତୁ କେତେ ରହିଛି ଦାମ୍ । ଆଜି ଭାରତୀୟ ବଜାରରେ ୨୨ କ୍ୟାରେଟ ସୁନା ଦର ଦଶ ଗ୍ରାମ ପ୍ରତି ୫୭,୩୫୦ ଟଙ୍କା ରହିଥିବା ବେଳେ ୨୪ କ୍ୟାରେଟ ସୁନା ମୂଲ୍ୟ ମଧ୍ୟ ଦଶ ଗ୍ରାମ ପ୍ରତି ୬୨,୬୧୦ ଟଙ୍କା ରହିଛି । ଓଡ଼ିଶାର ରାଜଧାନୀ ଭୁବନେଶ୍ୱରରେ ଏବେ ୨୨ କ୍ୟାରେଟ ଓ ୨୪ କ୍ୟାରେଟ ସୁନା ମୂଲ୍ୟ ୧୦ ଗ୍ରାମ ପ୍ରତି ୫୮,୫୦୦ ଟଙ୍କା ଓ ୬୩,୮୨୦ ଟଙ୍କା ରହିଛି ।

ଦେଶର ପ୍ରମୁଖ ସହରମାନଙ୍କରେ ବି ସୁନା ଦର ଅପରିବର୍ତ୍ତିତ ରହିଛି । ମୁମ୍ବାଇରେ ୨୨ କ୍ୟାରେଟ୍ ଓ ୨୪ କ୍ୟାରେଟ୍ ମୂଲ୍ୟ ୫୮,୫୦୦ ଟଙ୍କା ଓ ୬୩,୮୨୦ ଟଙ୍କା ଥିବା ରେକର୍ଡ ହୋଇଥିବା ବେଳେ ନୂଆଦିଲ୍ଲୀରେ ୫୮,୬୫୦ ଟଙ୍କା ଓ ୬୩,୯୭୦ ଟଙ୍କା ରହିଛି ।

ଦକ୍ଷିଣ ଭାରତର ପ୍ରମୁଖ ସହର ଚେନ୍ନାଇରେ ୨୨ କ୍ୟାରେଟ ମୂଲ୍ୟ ୪୭,୯୨୭ ଟଙ୍କା ଥିବା ବେଳେ ୨୪ କ୍ୟାରେଟ ମୂଲ୍ୟ ୫୨,୨୮୫ ଟଙ୍କା ଥିବା ରେକର୍ଡ ହୋଇଛି । ପୂର୍ବ ଭାରତର ପ୍ରମୁଖ ସହର କୋଲକାତାରେ ଯଥାକ୍ରମେ ୫୮,୫୦୦ ଟଙ୍କା ଓ ୬୩,୮୨୦ ଟଙ୍କା ରହିଛି । ସେହିପରି ରୁପା ମୂଲ୍ୟ ୧ କିଲୋଗ୍ରାମ ପ୍ରତି ୭୬,୫୦୦ ଟଙ୍କା ରହିଛି ।

Barsha

Recent Posts

ଆସନ୍ତାକାଲି ଭାରତ-ଇଂଲଣ୍ଡ ଟି୨୦ ବିଶ୍ୱକପ୍ ସେମିଫାଇନାଲ ଲଢ଼େଇ

କାଲି ଭାରତ-ଇଂଲଣ୍ଡ ଟି୨୦ ବିଶ୍ୱକପ୍ ସେମିଫାଇନାଲ ଲଢ଼େଇ । ୨୦୨୨ ପରାଜୟର ବଦଲା ନେବାକୁ ପ୍ରସ୍ତୁତ ରୋହିତ ବାହିନୀ ।…

19 mins ago

ଆଜି ଅନୁଷ୍ଠିତ ହେବ ରଥଯାତ୍ରାର ଦ୍ୱିତୀୟ ସମନ୍ୱୟ ବୈଠକ

ପୁରୀ: ଆଜି ଅନୁଷ୍ଠିତ ହେବ ରଥଯାତ୍ରାର ଦ୍ୱିତୀୟ ସମନ୍ୱୟ ବୈଠକ । ପୁରୀ ପୌରସଦନ ଠାରେ ଆଇନ ମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ…

26 mins ago

ଜାଣନ୍ତୁ ସୁନା ଦର କେତେ ରହିଛି ଆଜି

ଜାଣନ୍ତୁ, କେତେ ରହିଛି ଆଜି ସୁନା ଦର । ଯଦି ଆପଣ ବିବାହ ସିଜିନରେ ଶସ୍ତାରେ ସୁନା କିଣିବାକୁ ଚାହାଁନ୍ତି…

42 mins ago

ଭିଜିଲାନ୍ସ ଜାଲରେ ଆରଆଇ: ୭ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ଧରାପଡିଲେ

ଭଞ୍ଜନଗର: ଭିଜିଲାନ୍ସ ଜାଲରେ ଆରଆଇ । ୭ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ଧରିଲା ଭିଜିଲାନ୍ସ । ଗଂଜାମ…

48 mins ago

ବାଲେଶ୍ଵରରେ ହଟିଲା ଦିନ କର୍ଫ୍ୟୁ, ରାତି କର୍ଫ୍ୟୁ ବଳବତ୍ତର

ବାଲେଶ୍ଵର: ହଟିଲା ଦିନ କର୍ଫ୍ୟୁ, ରାତି କର୍ଫ୍ୟୁ ବଳବତ୍ତର । ବାଲେଶ୍ଵରରେ ଆଜିଠୁ ରାତ୍ରିକାଳୀନ କର୍ଫ୍ୟୁ । ରାତି ୯ଟାରୁ…

1 hour ago

ଆଜିଠୁ ୪ଦିନ ଯାଏ ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା

ଭୁବନେଶ୍ୱର: ଆଜିଠୁ ୪ଦିନ ଯାଏ ବର୍ଷା । ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ସମ୍ଭାବନା ରହିଛି । ବଙ୍ଗୋପସାଗରରେ…

2 hours ago