କେଉଁଠି ସ୍ଥିର ତ କେଉଁଠି ବଢିଛି, ନଜର ପକାନ୍ତୁ ଆଜି କେତେ ରହିଛି ସୁନା ଦର

ଆଜି ଭାରତୀୟ ବଜାରରେ ୨୨ କ୍ୟାରେଟ ସୁନା ଦର ଦଶ ଗ୍ରାମ ପ୍ରତି ୫୭,୩୬୦ ଟଙ୍କା ରହିଥିବା ବେଳେ ୨୪ କ୍ୟାରେଟ ସୁନା ମୂଲ୍ୟ ମଧ୍ୟ ଦଶ ଗ୍ରାମ ପ୍ରତି ୬୨,୬୨୦ ଟଙ୍କା ରହିଛି । ଓଡ଼ିଶାର ରାଜଧାନୀ ଭୁବନେଶ୍ୱରରେ ଏବେ ୨୨ କ୍ୟାରେଟ ଓ ୨୪ କ୍ୟାରେଟ ସୁନା ମୂଲ୍ୟ ୧୦ ଗ୍ରାମ ପ୍ରତି ୫୮,୫୦୦ ଟଙ୍କା ଓ ୬୩,୮୨୦ ଟଙ୍କା ରହିଛି ।

ଆଜି ସୁନା ଦରରେ ବିଶେଷ କିଛି ପରିବର୍ତ୍ତନ ଦେଖିବାକୁ ମିଳିଛି । ଯଦି ଆପଣ ସୁନା ଓ ରୂପା କିଣିବାକୁ ଚାହୁଁଛନ୍ତି ତେବେ ଜାଣି ରଖନ୍ତୁ କେତେ ରହିଛି ଦାମ୍ । ଆଜି ଭାରତୀୟ ବଜାରରେ ୨୨ କ୍ୟାରେଟ ସୁନା ଦର ଦଶ ଗ୍ରାମ ପ୍ରତି ୫୭,୩୬୦ ଟଙ୍କା ରହିଥିବା ବେଳେ ୨୪ କ୍ୟାରେଟ ସୁନା ମୂଲ୍ୟ ମଧ୍ୟ ଦଶ ଗ୍ରାମ ପ୍ରତି ୬୨,୬୨୦ ଟଙ୍କା ରହିଛି । ଓଡ଼ିଶାର ରାଜଧାନୀ ଭୁବନେଶ୍ୱରରେ ଏବେ ୨୨ କ୍ୟାରେଟ ଓ ୨୪ କ୍ୟାରେଟ ସୁନା ମୂଲ୍ୟ ୧୦ ଗ୍ରାମ ପ୍ରତି ୫୮,୫୦୦ ଟଙ୍କା ଓ ୬୩,୮୨୦ ଟଙ୍କା ରହିଛି ।

ଦେଶର ପ୍ରମୁଖ ସହରମାନଙ୍କରେ ବି ସୁନା ଦର ଅପରିବର୍ତ୍ତିତ ରହିଛି । ମୁମ୍ବାଇରେ ୨୨ କ୍ୟାରେଟ୍ ଓ ୨୪ କ୍ୟାରେଟ୍ ମୂଲ୍ୟ ୫୮,୫୦୦ ଟଙ୍କା ଓ ୬୩,୮୨୦ ଟଙ୍କା ଥିବା ରେକର୍ଡ ହୋଇଥିବା ବେଳେ ନୂଆଦିଲ୍ଲୀରେ ୫୮,୬୫୦ ଟଙ୍କା ଓ ୬୩,୯୭୦ ଟଙ୍କା ରହିଛି । ଦକ୍ଷିଣ ଭାରତର ପ୍ରମୁଖ ସହର ଚେନ୍ନାଇରେ ୨୨ କ୍ୟାରେଟ ମୂଲ୍ୟ ୫୮,୩୯୦ ଟଙ୍କା ଥିବା ବେଳେ ୨୪ କ୍ୟାରେଟ ମୂଲ୍ୟ ୬୩, ୭୧୦ ଟଙ୍କା ଥିବା ରେକର୍ଡ ହୋଇଛି । ପୂର୍ବ ଭାରତର ପ୍ରମୁଖ ସହର କୋଲକାତାରେ ଯଥାକ୍ରମେ ୫୮,୫୦୦ ଟଙ୍କା ଓ ୬୩,୮୨୦ ଟଙ୍କା ରହିଛି । ସେହିପରି ରୁପା ମୂଲ୍ୟ ୧ କିଲୋଗ୍ରାମ ପ୍ରତି ୭୫, ୦୦୦ ଟଙ୍କା ରହିଛି ।

 

You might also like