ବିବାହ ସିଜିନରେ ସୁନା ଓ ରୂପା କିଣିବାକୁ ଚାହୁଁଛନ୍ତି କି ? ଜାଣି ରଖନ୍ତୁ କେତେ ରହିଛି ଦାମ୍

ଆଜି ଭାରତୀୟ ବଜାରରେ ୨୨ କ୍ୟାରେଟ ସୁନା ଦର ଦଶ ଗ୍ରାମ ପ୍ରତି ୫୬,୮୦୦ ଟଙ୍କା ରହିଥିବା ବେଳେ ୨୪ କ୍ୟାରେଟ ସୁନା ମୂଲ୍ୟ ମଧ୍ୟ ଦଶ ଗ୍ରାମ ପ୍ରତି ୬୨,୦୧୦ ଟଙ୍କା ରହିଛି । ଓଡ଼ିଶାର ରାଜଧାନୀ ଭୁବନେଶ୍ୱରରେ ଏବେ ୨୨ କ୍ୟାରେଟ ଓ ୨୪ କ୍ୟାରେଟ ସୁନା ମୂଲ୍ୟ ୧୦ ଗ୍ରାମ ପ୍ରତି ୫୮,୫୦୦ ଟଙ୍କା ଓ ୬୩,୮୨୦ ଟଙ୍କା ରହିଛି ।

ଅନ୍ତର୍ଜାତୀୟ ବଜାରରେ ସୁନା ଦର ବଢୁଥିବାରୁ ଘରୋଇ ବଜାରରେ ଦର ବଢୁଛି । ଏପରି ପରିସ୍ଥିତିରେ, ଯଦି ଆପଣ ସୁନା ଓ ରୂପା କିଣିବାକୁ ଚାହୁଁଛନ୍ତି କିମ୍ବା ଆପଣ ସୁନାରେ ବିନିଯୋଗ କରିବାକୁ ଚାହୁଁଛନ୍ତି, ତେବେ ଏହା ଆପଣଙ୍କ ପାଇଁ ଏକ ଗୁରୁତ୍ୱପୂର୍ଣ୍ଣ ଖବର । ଆଜି ଭାରତୀୟ ବଜାରରେ ୨୨ କ୍ୟାରେଟ ସୁନା ଦର ଦଶ ଗ୍ରାମ ପ୍ରତି ୫୬,୮୦୦ ଟଙ୍କା ରହିଥିବା ବେଳେ ୨୪ କ୍ୟାରେଟ ସୁନା ମୂଲ୍ୟ ମଧ୍ୟ ଦଶ ଗ୍ରାମ ପ୍ରତି ୬୨,୦୧୦ ଟଙ୍କା ରହିଛି । ଓଡ଼ିଶାର ରାଜଧାନୀ ଭୁବନେଶ୍ୱରରେ ଏବେ ୨୨ କ୍ୟାରେଟ ଓ ୨୪ କ୍ୟାରେଟ ସୁନା ମୂଲ୍ୟ ୧୦ ଗ୍ରାମ ପ୍ରତି ୫୮,୫୦୦ ଟଙ୍କା ଓ ୬୩,୮୨୦ ଟଙ୍କା ରହିଛି ।

ଦେଶର ପ୍ରମୁଖ ସହରମାନଙ୍କରେ ବି ସୁନା ଦର ଅପରିବର୍ତ୍ତିତ ରହିଛି । ମୁମ୍ବାଇରେ ୨୨ କ୍ୟାରେଟ୍ ଓ ୨୪ କ୍ୟାରେଟ୍ ମୂଲ୍ୟ ୫୮,୫୦୦ ଟଙ୍କା ଓ ୬୩,୮୨୦ ଟଙ୍କା ଥିବା ରେକର୍ଡ ହୋଇଥିବା ବେଳେ ନୂଆଦିଲ୍ଲୀରେ ୫୮,୬୫୦ ଟଙ୍କା ଓ ୬୩,୯୭୦ ଟଙ୍କା ରହିଛି । ଦକ୍ଷିଣ ଭାରତର ପ୍ରମୁଖ ସହର ଚେନ୍ନାଇରେ ୨୨ କ୍ୟାରେଟ ମୂଲ୍ୟ ୫୮,୩୯୦ ଟଙ୍କା ଥିବା ବେଳେ ୨୪ କ୍ୟାରେଟ ମୂଲ୍ୟ ୬୩, ୭୧୦ ଟଙ୍କା ଥିବା ରେକର୍ଡ ହୋଇଛି । ପୂର୍ବ ଭାରତର ପ୍ରମୁଖ ସହର କୋଲକାତାରେ ଯଥାକ୍ରମେ ୫୮,୫୦୦ ଟଙ୍କା ଓ ୬୩,୮୨୦ ଟଙ୍କା ରହିଛି । ସେହିପରି ରୁପା ମୂଲ୍ୟ ୧ କିଲୋଗ୍ରାମ ପ୍ରତି ୭୪, ୪୦୦ ଟଙ୍କା ରହିଛି ।

 

 

 

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.