ନଜର ପକାନ୍ତୁ ଆଜିର ସୁନା ଦର ଉପରେ

ଓଡ଼ିଶାର ରାଜଧାନୀ ଭୁବନେଶ୍ୱରରେ ଏବେ ୨୨ କ୍ୟାରେଟ ଓ ୨୪ କ୍ୟାରେଟ ସୁନା ମୂଲ୍ୟ ୧୦ ଗ୍ରାମ ପ୍ରତି ୬୧,୭୧୦ ଟଙ୍କା ଓ ୬୭,୩୨୦ ଟଙ୍କା ରହିଛି ।

ଆଜି ଭାରତୀୟ ବଜାରରେ ୨୨ କ୍ୟାରେଟ ସୁନା ଦର ଦଶ ଗ୍ରାମ ପ୍ରତି ୬୧,୭୧୦ ଟଙ୍କା ରହିଥିବା ବେଳେ ୨୪ କ୍ୟାରେଟ ସୁନା ମୂଲ୍ୟ ମଧ୍ୟ ଦଶ ଗ୍ରାମ ପ୍ରତି ୬୭,୩୨୦ ଟଙ୍କା ରହିଛି । ଓଡ଼ିଶାର ରାଜଧାନୀ ଭୁବନେଶ୍ୱରରେ ଏବେ ୨୨ କ୍ୟାରେଟ ଓ ୨୪ କ୍ୟାରେଟ ସୁନା ମୂଲ୍ୟ ୧୦ ଗ୍ରାମ ପ୍ରତି ୬୧,୭୧୦ ଟଙ୍କା ଓ ୬୭,୩୨୦ ଟଙ୍କା ରହିଛି ।

ଦେଶର ପ୍ରମୁଖ ସହରମାନଙ୍କରେ ବି ସୁନା ଦର ଅପରିବର୍ତ୍ତିତ ରହିଛି । ମୁମ୍ବାଇରେ ୨୨ କ୍ୟାରେଟ୍ ଓ ୨୪ କ୍ୟାରେଟ୍ ମୂଲ୍ୟ ୬୧,୭୧୦ ଟଙ୍କା ଓ ୬୭,୩୨୦ ଟଙ୍କା ଥିବା ରେକର୍ଡ ହୋଇଥିବା ବେଳେ ନୂଆଦିଲ୍ଲୀରେ ୬୧,୮୬୦ ଟଙ୍କା ଓ ୬୭,୪୭୦ ଟଙ୍କା ରହିଛି । ଦକ୍ଷିଣ ଭାରତର ପ୍ରମୁଖ ସହର ଚେନ୍ନାଇରେ ୨୨ କ୍ୟାରେଟ ମୂଲ୍ୟ ୬୨,୫୧୦ ଟଙ୍କା ଥିବା ବେଳେ ୨୪ କ୍ୟାରେଟ ମୂଲ୍ୟ ୬୮,୧୯୦ ଟଙ୍କା ଥିବା ରେକର୍ଡ ହୋଇଛି । ପୂର୍ବ ଭାରତର ପ୍ରମୁଖ ସହର କୋଲକାତାରେ ଯଥାକ୍ରମେ ୬୧,୭୧୦ ଟଙ୍କା ଓ ୬୭,୩୨୦ ଟଙ୍କା ରହିଛି । ସେହିପରି ରୁପା ମୂଲ୍ୟ ୧ କିଲୋଗ୍ରାମ ପ୍ରତି ୭୭, ୬୦୦ ଟଙ୍କା ରହିଛି ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.