ବିବାହ ଋତୁରେ ଚମକୁଛି ସୁନା, ଏଠାରେ ଚେକ୍ କରନ୍ତୁ ୧୦ ଗ୍ରାମକୁ କେତେ ଅଛି ଦାମ୍

ଆଜି ଭାରତୀୟ ବଜାରରେ ୨୪ କ୍ୟାରେଟ ସୁନା ଦର ୧୦ ଗ୍ରାମ ପ୍ରତି ୭୪ ହଜାର ୦୨୦ ଟଙ୍କା ହୋଇଥିବା ବେଳେ ୨୨ କ୍ୟାରେଟ ସୁନା ୧୦ ଗ୍ରାମ ପିଛା ୬୭ ହଜାର ୮୫୦ ଟଙ୍କା ରହିଛି । ସେହିପରି ଭୁବନେଶ୍ୱରରେ ୨୨ କ୍ୟାରେଟ ସୁନା ଦର ୬୭,୮୫୦ ଟଙ୍କାରେ ପହଞ୍ଚିଥିବା ବେଳେ ୨୪ କ୍ୟାରେଟ୍ ସୁନା ଦର ୭୪ ହଜାର ୦୨୦ ହୋଇଛି ।

ବିବାହ ଋତୁରେ ଜୋରସୋରରେ ଗହଣା କିଣା ଚାଲିଛି । ଯଦି ଆପଣ ବିବାହ ସିଜିନରେ ଶସ୍ତାରେ ସୁନା କିଣିବାକୁ ଚାହାଁନ୍ତି ତେବେ ପ୍ରଥମେ ଦାମ ଜାଣନ୍ତୁ । ତେବେ ଆଜି ଭାରତୀୟ ବଜାରରେ ୨୪ କ୍ୟାରେଟ ସୁନା ଦର ୧୦ ଗ୍ରାମ ପ୍ରତି ୭୪ ହଜାର ୦୨୦ ଟଙ୍କା ହୋଇଥିବା ବେଳେ ୨୨ କ୍ୟାରେଟ ସୁନା ୧୦ ଗ୍ରାମ ପିଛା ୬୭ ହଜାର ୮୫୦ ଟଙ୍କା ରହିଛି । ସେହିପରି ଭୁବନେଶ୍ୱରରେ ୨୨ କ୍ୟାରେଟ ସୁନା ଦର ୬୭,୮୫୦ ଟଙ୍କାରେ ପହଞ୍ଚିଥିବା ବେଳେ ୨୪ କ୍ୟାରେଟ୍ ସୁନା ଦର ୭୪ ହଜାର ୦୨୦ ହୋଇଛି ।

ମୁମ୍ବାଇରେ ୨୨ କ୍ୟାରେଟ୍ ଓ ୨୪ କ୍ୟାରେଟ୍ ମୂଲ୍ୟ ୬୭,୮୫୦ଟଙ୍କା ଓ ୭୪,୦୨୦ ଟଙ୍କା ଥିବା ରେକର୍ଡ ହୋଇଥିବା ବେଳେ ନୂଆଦିଲ୍ଲୀରେ ୬୮,୦୦୦ ଟଙ୍କା ଓ ୭୪,୧୭୦ ଟଙ୍କା ରହିଛି । ଦକ୍ଷିଣ ଭାରତର ପ୍ରମୁଖ ସହର ଚେନ୍ନାଇରେ ୨୨ କ୍ୟାରେଟ ମୂଲ୍ୟ ୬୭,୯୫୦ ଟଙ୍କା ଥିବା ବେଳେ ୨୪ କ୍ୟାରେଟ ମୂଲ୍ୟ ୭୪,୧୩୦ ଟଙ୍କା ଥିବା ରେକର୍ଡ ହୋଇଛି । ପୂର୍ବ ଭାରତର ପ୍ରମୁଖ ସହର କୋଲକାତାରେ ଯଥାକ୍ରମେ ୬୭,୮୫୦ ଟଙ୍କା ଓ ୭୪,୦୨୦ ଟଙ୍କା ରହିଛି । ଅନ୍ୟ ପଟେ ରୁପା ଦର ମଧ୍ୟ ବୃଦ୍ଧି ହୋଇ କେଜି ପ୍ରତି ୮୯ ହଜାର ୨୦୦ ଟଙ୍କା ହୋଇଛି ।

Leave A Reply

Your email address will not be published.