ଆଜି ସୁନା ଦର ଟିକେ ହ୍ରାସ ପାଇଛି । ସୁନା କିଣିବାକୁ ଚାହୁଁଥିଲେ ପ୍ରଥମେ ଜାଣନ୍ତୁ ଦାମ । ଆଜି ଭାରତୀୟ ବଜାରରେ ୨୪ କ୍ୟାରେଟ ସୁନା ଦର ୧୦ ଗ୍ରାମ ପ୍ରତି ୭୨ ହଜାର ୫୪୦ ଟଙ୍କା ହୋଇଥିବା ବେଳେ ୨୨ କ୍ୟାରେଟ ସୁନା ୧୦ ଗ୍ରାମ ପିଛା ୬୬ ହଜାର ୪୯୦ ଟଙ୍କା ରହିଛି । ସେହିପରି ଭୁବନେଶ୍ୱରରେ ୨୨ କ୍ୟାରେଟ ସୁନା ଦର ୬୬,୪୯୦ ଟଙ୍କାରେ ପହଞ୍ଚିଥିବା ବେଳେ ୨୪ କ୍ୟାରେଟ୍ ସୁନା ଦର ୭୨,୫୪୦ ହୋଇଛି ।
ମୁମ୍ବାଇରେ ୨୨ କ୍ୟାରେଟ୍ ଓ ୨୪ କ୍ୟାରେଟ୍ ମୂଲ୍ୟ ୬୬,୪୯୦ ଟଙ୍କା ଓ ୭୨,୫୪୦ ଟଙ୍କା ଥିବା ରେକର୍ଡ ହୋଇଥିବା ବେଳେ ନୂଆଦିଲ୍ଲୀରେ ୬୬,୬୪୦ ଟଙ୍କା ଓ ୭୨,୬୯୦ ଟଙ୍କା ରହିଛି । ଦକ୍ଷିଣ ଭାରତର ପ୍ରମୁଖ ସହର ଚେନ୍ନାଇରେ ୨୨ କ୍ୟାରେଟ ମୂଲ୍ୟ ୬୭,୦୯୦ ଟଙ୍କା ଥିବା ବେଳେ ୨୪ କ୍ୟାରେଟ ମୂଲ୍ୟ ୭୩ ,୧୯୦ ଟଙ୍କା ଥିବା ରେକର୍ଡ ହୋଇଛି । ପୂର୍ବ ଭାରତର ପ୍ରମୁଖ ସହର କୋଲକାତାରେ ଯଥାକ୍ରମେ ୬୬,୪୯୦ ଟଙ୍କା ଓ ୭୨,୫୪୦ ଟଙ୍କା ରହିଛି । ଅନ୍ୟ ପଟେ ରୁପା ଦର ମଧ୍ୟ ବୃଦ୍ଧି ହୋଇ କେଜି ପ୍ରତି ୯୩,୪୦୦ ଟଙ୍କା ହୋଇଛି ।
ଭୁବନେଶ୍ୱର : ବାରମ୍ବାର ମୁକୁଳା ଡ୍ରେନରେ ଅଘଟଣ ପରେ ତତ୍ପର ପ୍ରାଶସନ । ମାସକ ଭିତରେ ମୁକୁଳା ଡ୍ରେନ ଉପରେ…
ହଲିଉଡର ଲୋକପ୍ରିୟ ଅଭିନେତା ତମାୟୋ ପେରୀଙ୍କ ମୃତ୍ୟୁ । ଶାର୍କ ଆକ୍ରମଣ କରିବାକୁ ମାତ୍ର ୪୯ ବର୍ଷ ବୟସରେ ତମାୟୋଙ୍କ…
ରାଜଧାନୀ ଦିଲ୍ଲୀର ପ୍ରେମ୍ ନଗରରେ ଘଟିଛି ଏକ ଭୟାବହ ଅଗ୍ନିକାଣ୍ଡ । ଏଠାରେ ଘରେ ନିଆଁ ଲାଗି ପରିବାରର ୪…
ଆଇସିସି ଟି୨୦ ବିଶ୍ୱକପ ସେମିଫାଇନାଲରେ ପ୍ରବେଶ କରିଛି ଆଫଗାନିସ୍ତାନ । ବାଂଲାଦେଶକୁ ଡିଏଲଏସ ନିୟମରେ ହରାଇ ସେମିରେ ପ୍ରବେଶ କରିଛି…
ଅଯୋଧ୍ୟା: ସବୁ ପ୍ରତୀକ୍ଷାର ଅନ୍ତ ଘଟି ଅଯୋଧ୍ୟାରେ ପ୍ରଭୁ ଶ୍ରୀରାମଙ୍କ ପ୍ରାଣ ପ୍ରତିଷ୍ଠା ହୋଇସାରିଥିବାବେଳେ, ପ୍ରଭୁ ଶ୍ରୀରାମ ଅଯୋଧ୍ୟା ମନ୍ଦିରରେ…
ଆପଣ ପ୍ରତ୍ୟେକ ଦିନ ଅନେକ ରିଲ୍ସ ନିଶ୍ଚିତ ଦେଖୁଥିବେ । ଲୋକମାନେ ରିଲ୍ସ କରିବା ପାଇଁ ନିଜ ଜୀବନକୁ ବାଜି…