ସୁନା ଦର ହେଉଛି ଆକାଶ ଛୁଆଁ , ଜାଣନ୍ତୁ ଭୁବନେଶ୍ୱରରେ ଆଜି ୨୪ କ୍ୟାରେଟ ସୁନାର ଦାମ୍

ସୁନା କିଣିବାକୁ ଚାହୁଁଥିଲେ ପ୍ରଥମେ ଜାଣନ୍ତୁ ଦାମ । ଆଜି ଭାରତୀୟ ବଜାରରେ ୨୪ କ୍ୟାରେଟ ସୁନା ଦର ୧୦ ଗ୍ରାମ ପ୍ରତି ୭୨ ହଜାର ୨୬୦ ଟଙ୍କା ହୋଇଥିବା ବେଳେ ୨୨ କ୍ୟାରେଟ ସୁନା ୧୦ ଗ୍ରାମ ପିଛା ୬୬ ହଜାର ୧୫୦ ଟଙ୍କା ରହିଛି । ସେହିପରି ଭୁବନେଶ୍ୱରରେ ୨୨ କ୍ୟାରେଟ ସୁନା ଦର ୬୬,୧୫୦ ଟଙ୍କାରେ ପହଞ୍ଚିଥିବା ବେଳେ ୨୪ କ୍ୟାରେଟ୍ ସୁନା ଦର ୭୨,୧୬୦ ହୋଇଛି ।

ମୁମ୍ବାଇରେ ୨୨ କ୍ୟାରେଟ୍ ଓ ୨୪ କ୍ୟାରେଟ୍ ମୂଲ୍ୟ ୬୬,୧୫୦ ଟଙ୍କା ଓ ୭୨,୨୬୦ ଟଙ୍କା ଥିବା ରେକର୍ଡ ହୋଇଥିବା ବେଳେ ନୂଆଦିଲ୍ଲୀରେ ୬୬,୩୦୦ ଟଙ୍କା ଓ ୭୨,୩୧୦ ଟଙ୍କା ରହିଛି । ଦକ୍ଷିଣ ଭାରତର ପ୍ରମୁଖ ସହର ଚେନ୍ନାଇରେ ୨୨ କ୍ୟାରେଟ ମୂଲ୍ୟ ୬୬,୮୦୦ ଟଙ୍କା ଥିବା ବେଳେ ୨୪ କ୍ୟାରେଟ ମୂଲ୍ୟ ୭୨ ,୮୭୦ ଟଙ୍କା ଥିବା ରେକର୍ଡ ହୋଇଛି । ପୂର୍ବ ଭାରତର ପ୍ରମୁଖ ସହର କୋଲକାତାରେ ଯଥାକ୍ରମେ ୬୬,୧୫୦ ଟଙ୍କା ଓ ୭୨,୧୬୦ ଟଙ୍କା ରହିଛି । ଅନ୍ୟ ପଟେ ରୁପା ଦର ମଧ୍ୟ ବୃଦ୍ଧି ହୋଇ କେଜି ପ୍ରତି ୯୧,୩୦୦ ଟଙ୍କା ହୋଇଛି ।

 

Leave A Reply

Your email address will not be published.